ଆଜି ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ, ୩୩୭୦୧୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୯୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୬ ଜଣ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ବି ସମ୍ବଲପୁରରୁ ସର୍ବାଧିକ ୧୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୧୦, ଖୋର୍ଦ୍ଧା, ସୁନ୍ଦରଗଡ଼ ଏବଂ ବାଲେଶ୍ୱରରୁ ୮ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୪, ବଲାଙ୍ଗୀର ୧, ବୌଦ୍ଧ ୧, କଟକ ୪, ଗଞ୍ଜାମ ୧, ଗଞ୍ଜାମ ୩, ଯାଜପୁର ୪, ଝାରସୁଗୁଡ଼ା ୫, କଳାହାଣ୍ଡି ୧, କନ୍ଧମାଳ ୩, କେନ୍ଦ୍ରାପଡ଼ା ୧, କେନ୍ଦୁଝର ୧, ମୟୂରଭଞ୍ଜ ୭, ନୂଆପଡ଼ା ୩, ପୁରୀ ୨ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୭,୦୧୮ରେ ପହଞ୍ଚିଥିବା ବେଳେ ୩,୩୪,୪୦୦ ଜଣ ସୁସ୍ଥ ହୋଇଛନ୍ତି। ୬୫୦ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଳିଆ ଜଙ୍ଗଲରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

ନୟାଗଡ଼ ଅଫିସ,୫।୧୦: ନୟାଗଡ଼ ଜିଲା ଓଡ଼ଗାଁ ଥାନା ଦ୍ୱିତିକେଶ୍ୱର ମନ୍ଦିର ନିକଟସ୍ଥ ଶୁଳିଆ ସଂରକ୍ଷିତ ଜଙ୍ଗଲରୁ ଶନିବାର ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି। ମୃତକ...

୪ ଦଫା ଦାବି ନେଇ ସିମୁଳିଆ ଥାନା ସମ୍ମୁଖରେ ଭାଜପାର ଗଣଧାରଣା

ସିମୁଳିଆ,୧୬।୧୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଭାଜପା ପକ୍ଷରୁ ଶନିବାର ମଧ୍ୟାହ୍ନରେ ୪ ଦଫା ଦାବି ନେଇ ଥାନା ସମ୍ମୁଖରେ ଗଣଧାରଣା ଦିଆଯାଇଥିଲା। ପୂର୍ବତନ ମନ୍ତ୍ରୀ ତଥା...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୨୦ ହଜାର ଦାନ

ଛେଣ୍ଡିପଦା,୯ା୪(ସ୍ବ.ପ୍ର.)- ଅନୁଗୋଳ ଜିଲା ଛେଣ୍ଡିପଦା ଗ୍ରାମ୍ୟ କମିଟି ପକ୍ଷରୁ ମୁଖମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୦ ହଜାର ଟଙ୍କା ଦାନ କରାଯାଇଛି। ଗ୍ରାମ୍ୟ କମିଟି ସଭାପତି ଗୋବର୍ଦ୍ଧନ...

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ

ଭଞ୍ଜନଗର,୬।୭(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ଗ୍ରାମର ନବବଧୂ ଶିବାନୀ ନାୟକଙ୍କ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। କେଉଁ କାରଣ ଓ କିପରି ମୃତ୍ୟୁ ଘଟିଛି ତାହା...

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା,  ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ...

ବେଡ୍‌ ଛାଡ଼ି ଦୌଡ଼ି ପଳାଇଲେ ରୋଗୀ

ଅନୁଗୋଳ ଅଫିସ, ୧୧।୬- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ରୋଗୀ ଗୁରୁବାର ହଠାତ୍‌ ବେଡ୍‌ ଛାଡ଼ି ବଜାରକୁ ଦୌଡ଼ି ପଳାଇବା ଚର୍ଚ୍ଚାର ବିଷୟ...

ବୀରରାମଚନ୍ଦ୍ରପୁର ସରପଞ୍ଚ ଉପନିର୍ବାଚନ: ଡୋର କାମ୍ପେନିଂରେ ଲାଗିପଡିଛନ୍ତି ପ୍ରାର୍ଥୀ

ସାକ୍ଷୀଗୋପାଳ, ୨୩।୧୧(ଡି.ଏନ୍‌.ଏ.): ସତ୍ୟବାଦୀ ବ୍ଲକ ବୀରରାମଚନ୍ଦ୍ରପୁର ପଞ୍ଚାୟତ ସରପଞ୍ଚ ଉପନିର୍ବାଚନକୁ ଆଉ ୫ ଦିନ ବାକିରହିଲା। ନିର୍ବାଚନ ପ୍ରଚାର ଅପେକ୍ଷା ଭୋଟର ମାନଙ୍କ ନିକଟତର ହେବାକୁ...

ବୃକ୍ଷ ପ୍ରେମରେ ଛାତ୍ର, ଅଧ୍ୟାପକ

ଖୋର୍ଦ୍ଧା ଅଫିସ,୬ା୧୧: କରୋନା ମହାମାରୀ ଯୋଗୁ ଦୀର୍ଘ ୮ମାସ ଧରି ରାଜ୍ୟର ସମସ୍ତ ସ୍କୁଲ, କଲେଜରେ ପାଠପଢ଼ା ବନ୍ଦ ରହିଛି। କରୋନା ମୁକାବିଲା ଲାଗି ସାମୂହିକ...

Advertisement


Archives

Model This Week