Posted inଜାତୀୟ

୯୪ ଲକ୍ଷ ୟୁଡିଆଇଡି କାର୍ଡ ଦିବ୍ୟାଙ୍ଗଙ୍କ ପାଇଁ ଜାରି, ପଶ୍ଚିମବଙ୍ଗ ଭାଗରେ ମାତ୍ର ୯…

ନୂଆଦିଲ୍ଲୀ,୬।୬ : ସାରା ଦେଶରେ ଦିବ୍ୟାଙ୍ଗଙ୍କ ପାଇଁ ଦିଆଯାଉଥିବା ୟୁଡିଆଇଡି କାର୍ଡକୁ ନେଇ ଏକ ବଡ ସୂଚନା ସାମ୍ନାକୁ ଆସିଛି। ସରକାରୀ ଆକଳନରୁ ଜଣାପଡିଛି ସମଗ୍ର ଦେଶରେ ଜାରି କରାଯାଇଥିବା ମୋଟ ୯୪ ଲକ୍ଷ ୟୁଡିଆଇଡ କାର୍ଡ ମଧ୍ୟରୁ ପଶ୍ଚିମବଙ୍ଗରୁ ଏପର୍ଯ୍ୟନ୍ତ କେବଳ ୯ଟି ତିଆରି ହୋଇଛି।

ଅନନ୍ୟ ଅକ୍ଷମତା ପରିଚୟ କାର୍ଡ (ୟୁଡିଆଇଡି) ଦିବ୍ୟାଙ୍ଗମାନଙ୍କୁ ବିଭିନ୍ନ ଯୋଜନା ମାଧ୍ୟମରେ ସେମାନଙ୍କୁ ଦିଆଯାଉଥିବା ସୁବିଧା ପାଇବାରେ ସାହାଯ୍ୟ କରେ। ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରଣାଳୟ ଦ୍ୱାରା ଅଂଶୀଦାର ହୋଇଥିବା ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ସମସ୍ତ ରାଜ୍ୟ / କେନ୍ଦ୍ରଶାସିତ ଅଞ୍ଚଳର ୭୧୬ ଟି ଜିଲାରେ ୯୪.୩୦ ଲକ୍ଷ ଇ-ୟୁଡିଆଇଡି କାର୍ଡ ତିଆରି କରାଯାଇଛି।

ସରକାରୀ ଆକଳନ ଅନୁଯାୟୀ ପଶ୍ଚିମବଙ୍ଗରେ କେବଳ ୯ କାର୍ଡ ତିଆରି କରାଯାଇଛି। ତେବେ ଦିବ୍ୟାଙ୍ଗଙ୍କ ପାଇଁ କାର୍ଡ ପ୍ରଦାନ ପାଇଁ ପଶ୍ଚିମବଙ୍ଗର ପୃଥକ ଯୋଜନା ଅଛି କି ନାହିଁ ତାହା ଜଣା ପଡିନାହିଁ। ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ମନ୍ତ୍ରୀ ବିରେନ୍ଦ୍ର କୁମାର କହିଛନ୍ତି କାର୍ଡ ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ପାଇଁ ସେମାନେ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ସହ ନିରନ୍ତର କଥାବାର୍ତ୍ତା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri