CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୨୪୧ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୪୧ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ ୭୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାୟଗଡ଼ାରୁ ୪୯୫ ଏବଂ କଟକରୁ ୩୬୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫୬, ବାଲେଶ୍ୱର ୮୭, ବରଗଡ଼ ୧୫୨, ଭଦ୍ରକ ୫୧, ବଲାଙ୍ଗୀର ୬୮, ବୌଦ୍ଧ ୧୨, ଦେବଗଡ଼ ୧୨, ଢେଙ୍କାନାଳ ୬୧, ଗଜପତି ୪୮, ଗଞ୍ଜାମ ୧୭୪, ଜଗତସିଂହପୁର ୪୪, ଯାଜପୁର ୮୮, ଝାରସୁଗୁଡ଼ା ୪୩, କଳାହାଣ୍ଡି ୪୧, କେନ୍ଦ୍ରାପଡ଼ା ୪୪, କେନ୍ଦୁଝର ୫୯, କୋରାପୁଟ ୧୪୦, ମାଲକାନଗିରି ୮୬, ମୟୂରଭଞ୍ଜ ୨୭୨, ନବରଙ୍ଗପୁର ୩୮, ନୟାଗଡ଼ ୧୦୯, ନୂଆପଡ଼ା ୨୩, ପୁରୀ ୧୧୫, ସମ୍ବଲପୁର ୧୨୮, ସୋନପୁର ୨୭ ଏବଂ ସୁନ୍ଦରଗଡ଼ରୁ ୨୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ବେଳେ ୬୫,୩୨୩ ଜଣ ସୁସ୍ଥ ହୋଇଛନ୍ତି। ୨୮,୮୩୬ ଜଣ ଚିକିତ୍ସିତ ହେଉଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

୧୯ ବର୍ଷର  ଏହି ଖେଳାଳିଙ୍କ ଉପରେ ୧୪.୨ କୋଟି ଉଡାଇଲା CSK, ଆଫ୍ରିଦିଙ୍କଠାରୁ ଦ୍ରୁତ ଶତକ ମାରି ଥିଲେ ଚର୍ଚ୍ଚାରେ… 

ଆବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ସବୁଠାରୁ ବଡ଼ ସରପ୍ରାଇଜ୍‌ ପାଲଟିଥିଲେ ରାଜସ୍ଥାନର ୧୯ ବର୍ଷୀୟ ଯୁବ ଉଇକେଟକିପର୍‌ ତଥା ବ୍ୟାଟ୍ସମ୍ୟାନ କାର୍ତ୍ତିକ ଶର୍ମା। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri