ବରମୁଣ୍ଡାରେ ମାତିଲେ ଦୁର୍ବୃତ୍ତ: ମହିଳା ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ନେଇଗଲେ ୯୪ ହଜାର ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ବୁଧବାର ଜଣେ ମହିଳା ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ମନୋରମା ମହାନ୍ତି। ଦୁର୍ବୃତ୍ତମାନେ ମନୋରମାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ମନୋରମା ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ମନୋରମା ବରମୁଣ୍ଡାରେ ଥିବା ବନ୍ଧନ ବ୍ୟାଙ୍କରେ କର୍ମଚାରୀ ଭାବେ କାର୍ଯ୍ୟ କରନ୍ତି। ବିଭିନ୍ନ ଅଞ୍ଚଳରୁ ଗ୍ରାହକଙ୍କ ନିକଟରୁ ଟଙ୍କା ଆଦାୟ କରି ବ୍ୟାଙ୍କରେ ଡିପୋଜିଟ କରନ୍ତି। ସବୁ ଦିନ ଭଳି ବୁଧବାର ସ୍କୁଟି ସାହାଯ୍ୟରେ ଟଙ୍କା ଆଦାୟ କରିବାକୁ ମନୋରମା ବରମୁଣ୍ଡା ପ୍ରଧାନ ସାହିକୁ ଯାଇଥିଲେ। ଟଙ୍କା ଆଦାୟ କରି ସ୍କୁଟିରେ ଫେରୁଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ଆସି ତାଙ୍କୁ ଅଟକାଇଥିଲେ। ପରେ ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ବ୍ୟାଗ ନେଇଯାଇଥିବା ମନୋରମା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାହ୍ନ ୨ଟା ପରେ ଓ୍ବେବ୍‌ସାଇଟ୍‌ରୁ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର, କିଭଳି ଜାଣନ୍ତୁ…

କଟକ ଅଫିସ,୬।୭: ଚଳିତ ବର୍ଷର ମାଟ୍ରିକ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି। ଦିନ ଦୁଇଟା ପରେ ପରୀକ୍ଷାର୍ଥୀମାନେ ନିଜ ନିଜର ରେଜଲ୍ଟ ୱେବସାଇଟ୍‌ରୁ ଜାଣିପାରିବେ ।...

ଦୁର୍ନୀତି ନ କରିବାକୁ ଶପଥ ନେଲେ ଅଧିକାରୀ, କର୍ମଚାରୀ

ଭୁବନେଶ୍ୱର,୨୯ା୧୦(ବ୍ୟୁରୋ): ଚଳିତ ମାସ ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ସମଗ୍ର ଦେଶରେ ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ...

‘ମେଟଲ୍‌ ମିଟ୍‌-୨୦୧୯’; ଘୋଷଣା ହେଲା ସିନିୟର ଟପ୍‌-୮, ଏଥର ୩ ନୂଆ ଟିମ୍‌କୁ ମିଳିଲା ଫିନାଲେ ଟିକେଟ୍‌

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟସ୍ତରୀୟ କୁଇଜିଂ ଇଭେଣ୍ଟ ‘ମେଟଲ୍‌ ମିଟ୍‌-୨୦୧୯’ର ସିନିୟର ବିଭାଗର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଏହି ବିଭାଗରେ ଶ୍ରେଷ୍ଠ ୮ ଟିମ୍‌ ଫିନାଲେ...

ହୋଟେଲରେ ଯୁବତୀଙ୍କୁ ବଳାତ୍କାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକ ହୋଟେଲରେ ରଖି ବଳାତ୍କାର କରିଥିବା ଖଣ୍ଡଗିରି ଥାନାରେ ଅଭିଯୋଗ ହୋଇଛି। ପୋଲିସ ଏକ...

୫୫ ନମ୍ବର ଜାତୀୟ ରାଜପଥ ଅବରୋଧ

ଢେଙ୍କାନାଳ ଅଫିସ, ୧୩।୭: ଢେଙ୍କାନାଳ ସହର କଲେଜ ବାଇପାସଠାରେ ୫୫ ନମ୍ବର ଜାତୀୟ ରାଜପଥକୁ ବୁଧବାର ସକାଳେ ଅଞ୍ଚଳବାସୀ ଅବରୋଧ କରିଛନ୍ତି। ୫୫ ନମ୍ବର ଜାତୀୟ...

ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି।...

ଲା-ନିନା ପ୍ରଭାବ: ସେପ୍ଟେମ୍ବରରେ ପ୍ରବଳ ବର୍ଷିବ

  ଭୁବନେଶ୍ୱର,୧୮।୮(ବ୍ୟୁରୋ): ଚଳିତବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବିଳମ୍ବରେ ପ୍ରତ୍ୟାବର୍ତ୍ତନ କରିବ। ରାଜ୍ୟର ସେପ୍ଟେମ୍ବର ମାସରେ ମଧ୍ୟ ପ୍ରବଳ ବର୍ଷା ହେବ ବୋଲି ଅନୁମାନ...

ଟିକା ନେବାର ୨୪ ଘଣ୍ଟାରେ ଗଲା ନବବଧୂଙ୍କ ଜୀବନ

ଆର.ଉଦୟଗିରି,୨୬ା୬: ଗଜପତି ଜିଲା ମୋହନା ଥାନା ଚାନ୍ଦିପୁଟର ଜଣେ ନବ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ହରିଶଙ୍କର ପୃଷ୍ଟିଙ୍କ ସ୍ତ୍ରୀ ଜେ.ଲକ୍ଷ୍ମୀ ଆଚାରୀ।...

Advertisement
Archives

Model This Week