Posted inଜାତୀୟ

ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍‌ ମୋଦି

ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ମା’ ହିରାବେନ୍‌ ମୋଦି ଗୁଜରାଟର ଗାନ୍ଧିନଗରରେ ଥିବା ବାସଗୃହ ବାହାରକୁ ଆସି ଗଣମାଧ୍ୟମକୁ ଶୁଭେଚ୍ଛା ଜଣାଇଛନ୍ତି।


All Right Reserved By

କରତାରପୁର କରିଡର: ଭାରତର ପ୍ରସ୍ତାବକୁ ମାନିଲା ପାକିସ୍ତାନ

ନୂଆଦିଲ୍ଲୀ,୧୪।୭: କରତାରପୁର କରିଡରକୁ ନେଇ ରବିବାର ପାକିସ୍ତାନର ଓ୍ବାଘା ସୀମାରେ ଚାଲିଥିବା ବୈଠକ ଶେଷ ହୋଇଛି। ଏହି ବୈଠକରେ ଭାରତ ଯେଉଁ ପ୍ରସ୍ତାବ ରଖିଥିଲା ତାହାକୁ...

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଲୋକ ସଭାରେ ଆଧାର ବିଲ୍‌ ଆଗତ

ନୂଆଦିଲ୍ଲୀ,୨୫।୬(ପି.ଟି.)-ବ୍ୟାଙ୍କରେ ଆକାଉଣ୍ଟ ଖୋଲିବା ଓ ମୋବାଇଲ ସିମ୍‌ କାର୍ଡ ପାଇଁ ଆଧାରକୁ ସ୍ବେଚ୍ଛାକୃତ ଭାବେ ପରିଚୟ ପ୍ରମାଣ ଭାବେ ବ୍ୟବହାର କରିବା ନିମନ୍ତେ ଏକ ବିଲ୍‌...

୧୬୫ ଯାତ୍ରୀଙ୍କୁ ନେଇ ଅଟକି ରହିଛି ଥର୍‌ ଏକ୍ସପ୍ରେସ୍‌

ଜୟପୁର,୧୦।୮: ଗତ ଶୁକ୍ରବାର ପାକିସ୍ତାନ ଥର୍‌ ଏକ୍ସପ୍ରେସ୍‌ ଚଳାଚଳକୁ ବନ୍ଦ କରିବା ପରେ ଏବେ ଏଥିରେ ୧୬୫ ଯାତ୍ରୀ ଅଟକି ରହିଥିବା ସୂଚନା ମିଳିଛି। ଏମାନଙ୍କ...

ମୋଦିଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ୬ ହଜାର ୫ ଶହ ଅତିଥି

ନୂଆଦିଲ୍ଲୀ,୨୯।୫:  ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟା ୭ଟାରେ ଶପଥ ଗ୍ରହଣ କରିବେ। ରାଷ୍ଟ୍ରପତି ଭବନ ପରିସରରେ ହେବାକୁ ଥିବା ଏହି ଉତ୍ସବରେ ୬...

୨୬ବର୍ଷୀୟ ବ୍ୟକ୍ତିଙ୍କୁ ଲାଗିଥିଲା ୧୮ଟି ଗୁଳି: ୭ଘଣ୍ଟା ଅପରେଶନ୍‌ ପରେ ମିଳିଲା ନୂଆ ଜୀବନ

ପାଟନା,୧୦।୬: ଡାକ୍ତରଙ୍କୁ ଲୋକମାନେ ଭଗବାନ ବୋଲି ଭାବିଥାନ୍ତି। ଆଉ ଏହାର ଜ୍ୱଳନ୍ତ ଉଦାହରଣ ମଧ୍ୟ ବହୁଥର ଦେଖିବାକୁ ମିଳିଛି। ଏଭଳି ଏକ ଚମତ୍କାର କରି ଦେଖାଇଛନ୍ତି...

କର୍ନାଟକ ଷଡ଼ଯନ୍ତ୍ର ପଛରେ ମୋଦି ସରକାର: କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୭ା୭(ଆଇଏଏନ୍‌ଏସ୍‌): କର୍ନାଟକ ଶାସକ ମେଣ୍ଟରୁ ୧୪ ବିଧାୟକ ଇସ୍ତଫା ଦେବା ଘଟଣାରେ କଂଗ୍ରେସ ଭାଜପାକୁ ଦୋଷାରୋପ କରିଛି। ଦଳବଦଳ ପାଇଁ କେନ୍ଦ୍ରର ନରେନ୍ଦ୍ର ମୋଦି ସରକାର...

ବିହାରରେ ଏନ୍‌ଡିଏ ଆଗରେ ମେଣ୍ଟ ପଛରେ

ପାଟନା,୨୩।୫: ବିହାରର ୩୫ଟି ଯାଗ ଲୋକ ସଭା ଆସନରେ ଏନ୍‌ଡିଏ ଏବେ ସୁଦ୍ଧା ଅଗାରେ ଥିବା ସୂଚନା ମିଳିଛି। ଏଠାରେ ମେଣ୍ଟ କେବଳ ପାଟଳିପୁତ୍ର ଆସନରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *