୮ମ ରାଉଣ୍ଡରେ ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୮ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ମୋଟ୍‌ ୫୬୯୬ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୮ମ ରାଉଣ୍ଡରେ ମୁକେଶ ପାଲ ୨୨୨୫ ଖଣ୍ଡ ଭୋଟ, ଭାଜପାର ଅଶୋକ ମହାନ୍ତି ୧୭୭୩ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବିଜେଡି ଦଖଲରେ ବ୍ରହ୍ମପୁର ଲୋକ ସଭା: ବାଜିମାରିଲେ ଚନ୍ଦ୍ରଶେଖର ସାହୁ

ବ୍ରହ୍ମପୁର ଅଫିସ,୨୪ା୫: ବ୍ରହ୍ମପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜୟୀ ହୋଇଛନ୍ତି ବିଜେଡିର ଚନ୍ଦ୍ରଶେଖର ସାହୁ । ଚନ୍ଦ୍ରଶେଖର ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପାର ଭୃଗୁ...

ବିସ୍ତାରିତ ହେବ ବ୍ୟବସାୟିକ ପ୍ରତିଷ୍ଠାନ : ଅନୁଗୋଳରେ ଖୋଲିଲା ସିଏଆଇଟି ଶାଖା

ଅନୁଗୋଳ ଅଫିସ, ୯।୬  – ଅନୁଗୋଳ ଓ ଆଖପାଖ ସହରରେ ବ୍ୟବସାୟିକ ସମସ୍ୟାର ତ୍ୱରିତ ସମାଧାନ ସହ ବିଭିନ୍ନ କ୍ଷେତ୍ରରେ ବ୍ୟବସାୟିକ ପ୍ରତିଷ୍ଠାନକୁ ବିସ୍ତାର କରାଯିବ।...

ପରମ୍ପରା ଭାଙ୍ଗିପାରନ୍ତି ମତଦାତା

ଭୁବନେଶ୍ୱର, ୨୦ା୪:  ଆସନ୍ତା ୨୩ ତାରିଖରେ ଭୁବନେଶ୍ୱର ଲୋକ ସଭା ଆସନରେ ନିର୍ବାଚନ ହେବ। ଏହାକୁ ନେଇ ସାରା ରାଜ୍ୟରେ ଉତ୍କଣ୍ଠା ରହିଛି। ୧୯୯୮ରୁ ବିଜେଡି...

ସ୍ବାସ୍ଥ୍ୟ ବିଭାଗକୁ ରୋଗୀ ସୁରକ୍ଷା ଚିନ୍ତା: ଝରକାରେ ତାରଜାଲି ଲଗାଇବାକୁ ଚିଠି

ଢେଙ୍କାନାଳ ଅଫିସ, ୧୯।୫- ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ କୋଠାରୁ ଡେଇଁ ବର୍ଷକ ମଧ୍ୟରେ ୨ଜଣ ରୋଗୀ ଆତ୍ମହତ୍ୟା କରିବା ଘଟଣା ସାଧାରଣରେ ଆଲୋଡ଼ନ ସୃଷ୍ଟି...

ଅନୁଗୋଳରେ କାଳବୈଶାଖୀ:ଗଛ ଭାଙ୍ଗି ରାସ୍ତା ବନ୍ଦ, ବିଦ୍ୟୁତ୍‌ ସେବା ବିଚ୍ଛିନ୍ନ

ଅନୁଗୋଳ ଅଫିସ, ୨୩।୪ଅନୁଗୋଳରେ ସୋମବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ଲୋକଙ୍କୁ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଛି। ବହୁ ସ୍ଥାନରେ ଗଛ ଡାଳ ଭାଙ୍ଗି ରାସ୍ତା ଅବରୋଧ...

କଣିହାଁରେ ହାତୀ: ଉଜାଡୁଛନ୍ତି ଫସଲ, ଘର

କଣିହାଁ, ୧୨ା୭(ଡି.ଏନ.ଏ.)-କଣିହାଁ ବ୍ଲକ ଅଞ୍ଚଳରେ କିଛି ଦିନ ହେଲା ୩ ହାତୀ ଆତଙ୍କ ଖେଳାଇଛନ୍ତି। ଗୁରୁବାର ହାତୀପଲ ଦଲକ, ତାଳପଦା, କଣିହାଁ, ହନୁମାନପୁର ପଞ୍ଚାୟତରେ ପଶି...

ଢେଙ୍କାନାଳରେ ଭୁଶୁଡ଼ିଲା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ: ୪ ମୃତ, ୨ ଗୁରୁତର

ଢେଙ୍କାନାଳ ଅଫିସ,୯।୬: ଢେଙ୍କାନାଳ ସହର ଅଳସୁଆ ହାଟ ନିକଟରେ ଥିବା ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରୀ ଭୁଶୁଡ଼ି ପଡ଼ିବାରୁ ରବିବାର ୪ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ...

ତାଳଚେରରେ ବ୍ରଜକିଶୋର ୫୩୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୫୩୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌...

Leave a comment

Your email address will not be published. Required fields are marked *