Posted inଜାତୀୟ

ବିହାର କୋର୍ଟରେ ଇମ୍ରାନ୍‌ଙ୍କ ବିରୋଧରେ ମାମଲା

ପାଟନା,୨୯ା୯ (ଆଇଏଏନ୍‌ଏସ୍‌): ବିହାର ମୁଜାଫରପୁର ଜିଲାର ଏକ ଅଦାଲତରେ ଶନିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଜାତିସଂଘରେ ଇମ୍ରାନ ଭାରତକୁ ଆଣବିକ ଯୁଦ୍ଧ ଧମକ ଦେବା ସହ ଆପତ୍ତିଜନକ ମନ୍ତବ୍ୟ ଦେଇଥିବାରୁ ଏହା ବିରୋଧରେ ଆଇନଜୀବୀ ସୁଧୀର କୁମାର ଓଝା ମୁଜାଫରପୁରର ମୁଖ୍ୟ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍‌ଙ୍କ ଅଦାଲତରେ ପିଟିଶନ୍‌ ଦାଏର କରିଛନ୍ତି। ତାଙ୍କ ଅଭିଯୋଗ ଆଧାରରେ ଏତଲା ଦାଏର ପାଇଁ ନିର୍ଦ୍ଦେଶ ଦେବାକୁ ସେ କୋର୍ଟଙ୍କୁ ଅନୁରୋଧ କରିଛନ୍ତି।


All Right Reserved By Dharitri.Com

ଦୁର୍ଗାଙ୍କ ମନ୍ତ୍ର ଟୁଇଟ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୩୧।୧୨: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦୁର୍ଗାଙ୍କର ଏକ ମନ୍ତ୍ର ଟୁଇଟ୍‌ କରିବା ପରେ ଏବେ ଏହା ଚର୍ଚ୍ଚାକୁ ଆସିଛି। ପ୍ରିୟଙ୍କାଙ୍କ ଅଫିସିଆଲ ଟୁଇଟର୍‌...

ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା: ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୭।୨: ଖାଦ୍ୟ ସୁରକ୍ଷା ସତ୍ୟପାଠ ଦାଖଲରେ ଅବହେଳା ପାଇଁ ସୁପ୍ରିମ୍‌କୋର୍ଟ ୫ ରାଜ୍ୟ ଉପରେ ଅତିରିକ୍ତ ୧୦ ଲକ୍ଷ ଟଙ୍କା ଜରିମାନା ଲାଗୁ କରିଛନ୍ତି। ରାଜ୍ୟରେ...

କଶ୍ମୀରୀଙ୍କ ସନ୍ଦେହ ଚକ୍ଷୁରେ କେନ୍ଦ୍ର

ଶ୍ରୀନଗର/ନୂଆଦିଲ୍ଲୀ,୨୯ା୭: ହଠାତ୍‌ ଅତିରିକ୍ତ ୧୦ ହଜାର କେନ୍ଦ୍ରୀୟ ସୁରକ୍ଷା ବଳ ଜମ୍ମୁ-କଶ୍ମୀରକୁ ପଠାଯିବା ପରେ ନାନା ଆଶଙ୍କା ସୃଷ୍ଟି ହୋଇଛି। ସମ୍ବିଧାନର ଅନୁଚ୍ଛେଦ ୩୭୦ ଓ...

ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ଖାରଜ କଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କୋଲକାତା, ୨।୧: ଚଳିତବର୍ଷ ଗଣତନ୍ତ୍ର ଦିବସ ସମାରୋହରେ ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ସାମିଲ ହେବ ନାହିଁ। ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ...

ମାଲେଗାଓଁ ବିସ୍ଫୋରଣ ମାମଲାର ଶୁଣାଣି କ୍ୟାମେରା ସାମ୍ନାରେ ହେବନି: କୋର୍ଟ

ମୁମ୍ବାଇ,୧।୧୦: ୨୦୦୮ମାଲେଗାଓଁ ବିସ୍ଫୋରଣ ଘଟଣାର ଶୁଣାଣି କ୍ୟାମେରା ଆଗରେ କରାଯିବ ନାହିଁ ବୋଲି ମୁମ୍ବାଇର ସ୍ବତନ୍ତ୍ର କୋର୍ଟ କହିଛନ୍ତି। ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) କ୍ୟାମେରା ଆଗରେ...

ଅବସରର ୪୦ ବର୍ଷ ପରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଏକ କୋଟି ଟଙ୍କା ଦାନ କଲେ ୭୪ ବର୍ଷୀୟ ବ୍ୟକ୍ତି

ନୂଆଦିଲ୍ଲୀ,୧୬।୭: ସିବିଆର୍‌ ପ୍ରସାଦ ନାମକ ଜଣେ ବ୍ୟକ୍ତି ଅବସରର ୪୦ ବର୍ଷ ପରେ ତାଙ୍କର ସମସ୍ତ ପେନସନ୍‌ ଅର୍ଥାତ୍‌ ୧ କୋଟି ଟଙ୍କା ପ୍ରତିରକ୍ଷା ମନ୍ତ୍ରଣାଳୟକୁ...

୧୦ ବର୍ଷରେ ୫୦ ଲକ୍ଷ ହେକ୍ଟର ପଡ଼ିଆ ଜମିରେ ହେବ ଚାଷ: ୭୫ ଲକ୍ଷଙ୍କୁ ମିଳିବ କର୍ମ ନିଯୁକ୍ତି

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସନ୍ତା ୧୦ ବର୍ଷ ମଧ୍ୟରେ ଦେଶର ୫୦ ଲକ୍ଷ ହେକ୍ଟର ପଡ଼ିଆ ଜମିକୁ ଚାଷ ଯୋଗ୍ୟ କରିବା ଲାଗି...

ଭାଜପାକୁ ଗାଦିଚ୍ୟୁତ କରିବାକୁ ସବୁ ଦଳ ଏକାଠି ହୁଅନ୍ତୁ: ରଘୁବଂଶ ପ୍ରସାଦ

ପାଟନା,୫।୧: ବିହାରରେ ଚଳିତବର୍ଷ ହେବାକୁ ଯାଉଛି ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଏବେଠାରୁ ସବୁ ଦଳ ପ୍ରସ୍ତୁତି ଆରମ୍ଭ କରି ଦେଲେଣି। ଛାଡ଼ଖଣ୍ଡ ଭଳି...

Leave a comment

Your email address will not be published. Required fields are marked *