୧୮ ରାଉଣ୍ଡରେ ବି ବିଜେଡି ଆଗୁଆ

ବରଗଡ ଅଫିସ,୮।୧୨: ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନରେ ଭୋଟ ଗଣତି ଗୁରୁବାର ସକାଳୁ ଆରମ୍ଭ ହୋଇଛି। ତେବେ ୧୮ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥିନୀ ବର୍ଷା ସିଂ ବରିହା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କଠାରୁ ୩୨ ହଜାର ୫୬୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ତେବେ ବର୍ଷାଙ୍କୁ ୯୪ ହଜାର ୭୫୭ ଭୋଟ ମିଳିଥିବା ବେଳେ ପ୍ରଦୀପ ପୁରୋହିତଙ୍କ ସପକ୍ଷରେ ୬୨ ହଜାର ୧୯୦ ଭୋଟ ଯାଇଛିି। କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ୧୮ ରାଉଣ୍ଡ ସୁଦ୍ଧା ମାତ୍ର ୨ ହଜାର ୯୩୭ ଖଣ୍ଡ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ପ୍ରଦ୍ୟୋତ ଭୋଲେଟି ଗରିବ ଓ ଅସହାୟ ପିଲାଙ୍କୁ ମାଗଣାରେ ବାସ୍କେଟବଲ ପ୍ରଶିକ୍ଷଣ ଦେଉଛନ୍ତି। ସେ ଡ୍ରିବଲ ଏକାଡେମୀ ମାଧ୍ୟମରେ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିଛନ୍ତି। ସେ…

ନୂଆ ପିଢ଼ି ପାଇଁ ଅପରିଚିତ ଅକ୍ଷର

ଭାଷା କେବଳ ଭାବ ବିନିମୟର ମାଧ୍ୟମ ନୁହେଁ; ଏହା ଏକ ଜାତିର ସଭ୍ୟତା, ସଂସ୍କୃତି, ଇତିହାସ ଓ ଅସ୍ମିତାର ବାହକ। ମଣିଷର ଚିନ୍ତାଧାରା, ସୃଜନଶୀଳତା ଏବଂ ସାଂସ୍କୃତିକ…

ବ୍ୟାଙ୍କ ଜାତୀୟକରଣର ପୃଷ୍ଠଭୂମି

ଇଷ୍ଟ ଇଣ୍ଡିଆ କମ୍ପାନୀ ଭାରତରେ କାୟା ବିସ୍ତାର କରି ୧୭୭୦ ମସିହାରେ କଲିକତାରେ ବ୍ୟାଙ୍କ ଅଫ୍‌ ହିନ୍ଦୁସ୍ତାନ ନାମକ ବାଣିଜି୍ୟକ ବ୍ୟାଙ୍କ ଖୋଲିଥିଲା। ଏ ବ୍ୟାଙ୍କ ତିଷ୍ଠି…

ଆନ୍ଦୋଳନର ତିନୋଟି କଥା

କକ୍‌ରୋଚ୍‌ ଜନତା ପାର୍ଟିର ବିକ୍ଷୋଭ ପ୍ରଦର୍ଶନକୁ ନେଇ ମୋ ମନକୁ କିଛି କଥା ବା ବିଚାର ଆସୁଛି। ପ୍ରଥମ କଥା ହେଉଛି, ସୋନମ ୱାଙ୍ଗଚୁକଙ୍କ ସମେତ ଏହାର…

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

ପୁରୀ,୧୮।୭: ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ…

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri