ପଟ୍ଟାଙ୍ଗିରେ ବିଜେଡିର ପ୍ରୀତମ ପାଢ଼ୀ ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ପଟ୍ଟାଙ୍ଗି ବିଧାନସଭା ଆସନରେ ୩ଟି ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପ୍ରୀତମ ପାଢ଼ୀ ପ୍ରଥମ ରାଉଣ୍ଡରେ ୨୦୯୭, ଦ୍ୱିତୀୟ ରାଉଣ୍ଡରେ ୪୫୬୩ ଓ ତୃତୀୟ ରାଉଣ୍ଡରେ ୭୨୪୬ ଭୋଟ୍‌ ପାଇଛନ୍ତି। ସେହିପରି ଭାଜପାର ରାମଚନ୍ଦ୍ର ପାଙ୍ଗି ୩ଟି ରାଉଣ୍ଡରେ ଯଥାକ୍ରମେ ୮୪୨, ୧୯୪୯ ଓ ୩୨୩୫ ଭୋଟ୍‌ ପାଇଛନ୍ତି। କଂଗ୍ରେସର ରାମଚନ୍ଦ୍ର କାଡାମ ୩ଟି ରାଉଣ୍ଡରେ ଯଥାକ୍ରମେ ୨୩୧୨, ୪୧୮୪ ଓ ୬୪୬୩ ଭୋଟ୍‌ ପାଇଛନ୍ତି।


All Right Reserved By

ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ: ବେଦାନ୍ତ ନନ୍ଦଘରକୁ ନେଇ ହୋହାଲ୍ଲା

ଲାଞ୍ଜିଗଡ଼,୧୪।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ପଞ୍ଚାୟତ ସମିତି ସଭାଗୃହରେ ବ୍ଲକ ଅଧ୍ୟକ୍ଷ ଇଂ.ଫକୀର ମୋହନ ମାଝିଙ୍କ ସଭାପତିତ୍ୱରେ ଲାଞ୍ଜିଗଡ ପଞ୍ଚାୟତ ସମିତି ବୈଠକ ବୁଧବାର ଅନୁଷ୍ଠିତ...

ଅଭିଜ୍ଞଙ୍କ ଭିତରେ ଅନେକ ନୂଆ ମୁହଁ

ଭୁବନେଶ୍ୱର,୩୦ା୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ବିଜେଡି ୧୧୨ ବିଧାନସଭା ଆସନରେ ବିଜୟୀ ହୋଇ ପଞ୍ଚମଥର ଲାଗି ରାଜ୍ୟରେ ସରକାର ଗଠନ କରିଛି। ରାଜ୍ୟପାଳ ଗଣେଶୀ ଲାଲ୍‌ଙ୍କ...

ମାଲକାନଗିରିରେ ଲଗାଣ ବର୍ଷା: ୨ ଦିନ ପାଇଁ ସବୁ ସ୍କୁଲ ଛୁଟି

ମାଲକାନଗିରି, ୨।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ଜିଲାର ସମସ୍ତ ସ୍କୁଲକୁ ଦୁଇଦିନ ଅର୍ଥାତ୍‌ ଶୁକ୍ରବାର ଓ ଶନିବାର ପାଇଁ ଜିଲାପାଳ...

୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ: ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ହେବେ ସମ୍ମାନିତ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ପଲ୍ଲୀବାଣୀ ମିଶନ ପକ୍ଷରୁ ଅଗଷ୍ଟ ୧୦ରେ ଓଡ଼ିଶା ଜର୍ନାଲିଜିମ୍‌ ଆଓ୍ବାର୍ଡ ପ୍ରଦାନ କରାଯିବ। ନୂଆଦିଲ୍ଲୀର କନ୍‌ଷ୍ଟିଚ୍ୟୁଶନ କ୍ଲବର ସ୍ପିକର ହଲ୍‌ରେ ହେବାକୁ ଥିବା ଏହି...

ଫସଲ ବୀମା ପ୍ରଦାନ ଦାବି: ଉପ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚାଷୀ

ଧର୍ମଗଡ,୧୭।୭(ଡି.ଏନ.ଏ.): ଫସଲ ବୀମା ପ୍ରଦାନ ଦାବିରେ ଚାଷୀମାନେ ବୁଧବାର ଧର୍ମଗଡ ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଆଗାମୀ ୭ ଦିନ ମଧ୍ୟରେ ଏହି ସମସ୍ୟାର ସମାଧାନ...

୨୫ରୁ ଆରମ୍ଭ ହେବ ଷୋଡଶ ବିଧାନସଭା ଅଧିବେଶନ : ସୁରକ୍ଷା ପାଇଁ ତ୍ରିସ୍ତରୀୟ ବ୍ୟବସ୍ଥା

ଭୁବନେଶ୍ୱର, ୨୪ା୬(ବ୍ୟୁରୋ) : ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆସନ୍ତା ୨୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ପର୍ଯ୍ୟାୟରେ ୨୫ରୁ ଆରମ୍ଭ ହୋଇ ଜୁଲାଇ...

ମନ୍ତ୍ରୀଙ୍କ ଉପରେ ବର୍ଷିଲେ ବିରୋଧୀ, ଶାସକ: ବଳକା ଯଦି ବିଦ୍ୟୁତ୍‌ କାଟ୍‌ କାହିଁକି

ଭୁବନେଶ୍ୱର, ୨୯ା୬ (ବ୍ୟୁରୋ): ରାଜ୍ୟରେ ଘଣ୍ଟା ଘଣ୍ଟା ବିଦ୍ୟୁତ୍‌ କାଟ ହେଉଛି। ସାମାନ୍ୟ ପବନ ହେଲେ ମଧ୍ୟ ଗାଁ ଗଣ୍ଡାରେ ୨/୩ ଘଣ୍ଟା ଯାଏ ବିଦ୍ୟୁତ୍‌...

ଓଲଟିଲା ବସ୍‌, ବର୍ତ୍ତିଲେ ୨୦ ଯାତ୍ରୀ: ଡ୍ରାଇଭର, କଣ୍ଡକ୍ଟରଙ୍କ ସମେତ ୪ ଆହତ

ପଟ୍ଟାଙ୍ଗି,୭ା୬(ଡି.ଏନ୍‌.ଏ.): ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ତେଲରାଇ ଛକ ନିକଟରେ ଶୁକ୍ରବାର ଏକ ବସ୍‌ ଓଲଟିପଡ଼ିଛି। ଏଥିରେ କଣ୍ଟକ୍ଟରଙ୍କ ସମେତ ୪ ଜଣ ଆହତ ହୋଇଥିବା ବେଳେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *