ବଜ୍ରପାତରେ ଭରତପୁର ଖଣି କର୍ମଚାରୀଙ୍କ ଜୀବନଗଲା

ତାଳଚେର,୨୯।୯(ନି.ପ୍ର.) : ଅନୁଗୋଳ ଜିଲା ତାଳଚେର ବ୍ଲକର ଭରତପୁର କୋଇଲା ଖଣିର ଜଣେ କର୍ମଚାରୀଙ୍କ ରବିବାର ସକାଳେ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତକ ହେଲେ ଖଣି କର୍ମଚାରୀ ଅଜୟ କୁମାର ସାହୁ (୨୫)। ସେ ଆଜି ସକାଳେ ଡ୍ୟୁଟି କରିବାକୁ ଯାଉଥିବାବେଳେ ହିଲୋଇ ଗ୍ରାମ ପାଣିଟାଙ୍କି ନିକଟରେ ବଜ୍ରପାତ ହେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ତାଳଚେର ପୋଲିସ ପହଞ୍ଚି ଅନୁସନ୍ଧାନ ଚଳାଇଛି।


All Right Reserved By Dharitri.Com

ପରିତ୍ୟକ୍ତ ହୋଇପଡିଛି ସୀତାସାଗର: କୂଳ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳୀ

ପାରଳାଖେମୁଣ୍ଡି,୨୨।୪ (ସ୍ବ.ପ୍ର.)-  ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଐତିହାସିକ ସୀତାସାଗର ପୋଖରୀ ଏବେ ପରିତ୍ୟକ୍ତ ଅବସ୍ଥାରେ ପଡିଛି। ଏହାର କୂଳ ଏବେ ଅସାମାଜିକ ଲୋକଙ୍କ...

ଭୋର ୫ଟାରେ ଏସସିବି ମେଡିକାଲରେ ଅଚାନକ ପହଞ୍ଚିଲେ ଭି.କେ ପାଣ୍ଡିଆନ

କଟକ ଅଫିସ୍‌,୬।୧୧:କଟକ ଏସସିବି ମେଡିକାଲରେ ଭୋର ୫ଟାରେ ପହଞ୍ଚିଲେ ୫ଟି ସଚିବ ଭି.କେ ପାଣ୍ଡିଆନ। ଅଚାନକ ବଡ଼ ମେଡିକାଲରେ ପହଞ୍ଚି ବିଭିନ୍ନ ୱାର୍ଡ ବୁଲି ରୋଗୀଙ୍କ...

ଔଷଧ ଖାଇ ୧୮ ଛାତ୍ରୀଛାତ୍ର ଅସୁସ୍ଥ

କାମାକ୍ଷାନଗର, ୯।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ବାରୁଆ (କା) ପଞ୍ଚାୟତ ଅଧୀନ ଆଞ୍ଚଳିକ ହାଇସ୍କୁଲରେ ଶୁକ୍ରବାର କୃମିନାଶକ ବଟିକା ଖାଇ ୧୮ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ...

ଅଙ୍ଗନୱାଡ଼ି ଶିଶୁଙ୍କ ଜଳଖିଆରେ ପୋକ

ରୂପ୍‌ସା, ୭।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ବସ୍ତା ବ୍ଲକ ସାନଖୁଡ଼ି ଅଙ୍ଗନୱାଡ଼ି କେନ୍ଦ୍ର-୨ରେ ଶନିବାର ଶିଶୁଙ୍କୁ ଦିଆଯାଇଥିବା ଜଳଖିଆରେ ପୋକ ବାହାରିବାରୁ ଉତ୍ତେଜନା ଦେଖାଦେଇଛି। ଏହି ଖବର ପ୍ରଚାରିତ...

ଥମୁନି ହାତୀ ଉପଦ୍ରବ: ମଞ୍ଚାରେ କଟୁଛି ରାତି

କେନ୍ଦୁଝର,୧୪।୮( ସ୍ବ.ପ୍ର.)-ଦିନରେ କଠିନ ପରିଶ୍ରମ ଓ ରାତିରେ ହାତୀ ପାଇଁ ଉଜାଗର । ଏଭଳି କଷ୍ଟ ଯନ୍ତ୍ରଣାରେ ଗରିବ ଚାଷୀ ମାନେ ଦିନ ଓ ରାତି...

ଢେଙ୍କିକୋଟରେ ସଚେତନତାର ବାର୍ତ୍ତା ଦେଲେ ଅରବିନ୍ଦ

ଢେଙ୍କିକୋଟ, ୨୩।୧୧(ଡି.ଏନ୍‌.ଏ.)-ଦିବ୍ୟାଙ୍ଗହେଲେ ବି ମନରେ ଅଦମ୍ୟ ସାହସ। ‘ଝିଅ ବଞ୍ଚାଅ- ଦେଶ ବଞ୍ଚାଅ’, ‘ରକ୍ତଦାନ – ମହାପୁଣ୍ୟ’ ଏବଂ ‘ଯେକୌଣସି ଗାଡ଼ି ଚଳାଇବାବେଳେ ମୋବାଇଲ୍‌ ଫୋନ୍‌ରେ...

୬୦ ନଂ.ଜାତୀୟ ରାଜପଥରେ ଡକାୟତି ଘଟଣା: ମାଷ୍ଟରମାଇଣ୍ଡ ସମେତ ୫ ଗିରଫ

ଜଳେଶ୍ୱର, ୭।୧୨(ଡି.ଏନ.ଏ./ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ୬୦ନଂ. ଜାତୀୟ ରାଜପଥ ଏକତାଳିଠାରେ ଗୋରୁ ବ୍ୟବସାୟୀଙ୍କୁଠାରୁ ଲୁଟ୍‌ ଘଟଣାରେ ପୋଲିସ ଶୁକ୍ରବାର ମାଷ୍ଟରମାଇଣ୍ଡ ସମେତ ୫ଜଣଙ୍କୁ ଗିରଫ...

ନବରଙ୍ଗପୁରରେ ୭୩ତମ ସ୍ବାଧୀନତା ଦିବସ

ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ...

Leave a comment

Your email address will not be published. Required fields are marked *