ତାଳଚେରରେ ବ୍ରଜକିଶୋର ୨୭୨୫ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୮୩୦୯ ଖଣ୍ଡ ଭୋଟ ପାଇଛନ୍ତି। ଭାଜପାର କାଳନ୍ଦୀ ସାମଲ ୫୫୮୪ ଖଣ୍ଡ ଭୋଟ ପାଇଛନ୍ତି। ଫଳରେ ବ୍ରଜ କାଳନ୍ଦୀଙ୍କଠାରୁ ୨୭୨୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By Dharitri.Com

ଶୋଭାଯାତ୍ରା, ପଦଯାତ୍ରାରେ କମ୍ପୁଛି ଗ୍ରାମାଞ୍ଚଳ: ସହରରେ ବିଜେଡିର ଥ୍ରୀ ଡି ପ୍ରଚାର

ଅନୁଗୋଳ ଅଫିସ, ୧୯।୪- ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଶେଷ ହୋଇଥିବାରୁ ତୃତୀୟ ପର୍ଯ୍ୟାୟ ପାଇଁ ପ୍ରସ୍ତୁତି ଜୋର ଧରିଛି। ଇତିମଧ୍ୟରେ ପ୍ରଚାର ପାଇଁ ପ୍ରାର୍ଥୀଙ୍କ...

ପତ୍ନୀଙ୍କ ଜନ୍ମଦିନରେ କେଜରିଓ୍ବାଲଙ୍କ ବିଶେଷ ଉପହାର

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପାଇଁ ମଙ୍ଗଳବାର ହେଉଛି ଏକ ବିଶେଷ ଦିନ। ମଙ୍ଗଳବାର ସକାଳୁ ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ପାଇଁ ଭୋଟ...

ଦିନକ ପରେ ନିର୍ବାଚନ ଫଳ: ଭୋଟଗଣତି କେନ୍ଦ୍ରରେ କଡ଼ା ସୁରକ୍ଷା

ଢେଙ୍କାନାଳ ଅଫିସ, ୨୨।୫- ଖୋଲିବ ଇଭିଏମ୍‌ରେ ବନ୍ଦ ଥିବା ପ୍ରାର୍ଥୀଙ୍କ ଭାଗ୍ୟ। ଘଟିବ ସବୁ କଳ୍ପନାଜଳ୍ପନାର ଅନ୍ତ। କାହା ମୁଣ୍ଡରେ ଭୋଟର ସୁନାକଳସ ଢାଳିଛନ୍ତି ଏବଂ...

ମନ୍ତ୍ରୀଙ୍କ ଭୁବନ ବ୍ଲକ ଗସ୍ତ: ପାନୀୟ ଜଳ ପ୍ରକଳ୍ପ ଲୋକାର୍ପିତ

ଭୁବନ, ୫।୬(ଡି.ଏନ୍‌.ଏ.)- ରାଜ୍ୟ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ ପାହ୍ୟା ମିଳିବା ପରେ ମଙ୍ଗଳବାର ପ୍ରଥମ ଥର ଭୁବନ ବ୍ଲକ ଗସ୍ତ କରିଛନ୍ତି ଖଣି, ଇସ୍ପାତ ଏବଂ ପୂର୍ତ୍ତ...

ବର୍ଷା ଜଳ ଘେରରେ ଉତ୍ତରପଡ଼ା ବିଦ୍ୟାଳୟ; ଶ୍ରେଣୀ ଗୃହରେ ଆଣ୍ଠୁଏ ଉଚ୍ଚର ପାଣି

ଅନୁଗୋଳ ଅଫିସ, ୨୬।୮:  ଅନୁଗୋଳରେ ରବିବାର ମଧ୍ୟାହ୍ନରେ ପ୍ରବଳ ବର୍ଷା ହୋଇଥିଲା। ଫଳରେ ସହରର ବିଭିନ୍ନ ରାସ୍ତାରେ ଦୀର୍ଘ ସମୟ ଧରି ବର୍ଷା ପାଣିର ସୁଅ ଛୁଟିଥିଲା।...

ପାଲଲହଡ଼ାରେ ମୁକେଶ ୬୪୦୨ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୪୦୨ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୧୩ତମ ରାଉଣ୍ଡରେ...

ତାଳଚେରରେ ବ୍ରଜକିଶୋର ୧୪୦୩୭ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୧୪୦୩୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଏହି ରାଉଣ୍ଡରେ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରଙ୍କ ଘରୋଇ ସେବା ଅଭିଯୋଗ : ତଦନ୍ତ ପରେ ହେବ କାର୍ଯ୍ୟାନୁଷ୍ଠାନ

ଅନୁଗୋଳ ଅଫିସ, ୧୧।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ଜଣେ ମହିଳା ଡାକ୍ତର ବୁଧବାର ମେଡିକାଲରେ ଥାଇ ବି ଏକ ଘରୋଇ ଚିକିତ୍ସାଳୟର କାର୍ଯ୍ୟ...

Leave a comment

Your email address will not be published. Required fields are marked *