ଅନୁଗୋଳରେ ରଜନୀକାନ୍ତ ସିଂ ୫୨୬ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ୨ୟ ରାଉଣ୍ଡ ଶେଷ ସୁଦ୍ଧା ୫୨୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରଜନୀକାନ୍ତ ସିଂ ୫୧୬୬ ଓ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନ ୪୬୪୦ ଏବଂ କଂଗ୍ରେସ ପ୍ରାର୍ଥୀ ବିପ୍ଳବ ଜେନା ୨୭୭୨ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ଅଧିକ ସହାୟତା ଦାବି କଲା ଆଇନସେବା ପ୍ରାଧିକରଣ

ଢେଙ୍କାନାଳ ଅଫିସ,୧୧ା୬ଢେଙ୍କାନାଳ ଅଳସୁଆ ହାଟଠାରେ ରବିବାର ଏକ ପରିତ୍ୟକ୍ତ ରାଇସ୍‌ ମିଲ୍‌ ପାଚେରି ଭୁଶୁଡି ୪ଜଣ ପରିବା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୫ଜଣ ଆହତ...

୫ ବର୍ଷରେ ହରିୟାଣା କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ହୋଇଛି ୨ ଗୁଣା: ମହାରାଷ୍ଟ୍ରରେ ବଢ଼ିଛି ୬୨ ପ୍ରତିଶତ

ନୂଆଦିଲ୍ଲୀ,୧୯।୧୦: ହରିୟାଣାରେ ଗତ ୫ ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସମ୍ପତ୍ତି ଦୁଇଗୁଣା ବଢ଼ିଛି। ଅପରପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର...

ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ

ବଇଣ୍ଡା,୪।୬(ଡି.ଏନ.ଏ.)ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରୋଗୀ ତଥା ବାଟୋଇଙ୍କୁ ଥଣ୍ଡା ପାନୀୟ ଜଳ ଯୋଗାଇ ଦେବା ପାଇଁ ସରକାର ଏକ ଥଣ୍ଡା...

ଦେଶ ପାଇଁ ଆବଶ୍ୟକ ଜଣେ ଭଲ ପ୍ରଧାନମନ୍ତ୍ରୀ; ଚୌକିଦାର ନୁହେଁ: ପ୍ରକାଶ ରାଜ୍‌

ପାଟନା,୨୮।୪: ଦେଶ ପାଇଁ ଜଣେ ପ୍ରଧାନମନ୍ତ୍ରୀଙ୍କ ଆବଶ୍ୟକ; ଚୌକିଦାର ନୁହେଁ। ଚୌକିଦାର ଖୋଜିବା ଲାଗି କୋଟି କୋଟି ଟଙ୍କା ଖର୍ଚ୍ଚ କରାଯାଇ ନ ଥାଏ। ଚୌକିଦାର...

ବ୍ୟସ୍ତବହୁଳ ସଡ଼କରେ ଝାଡ଼ଖଣ୍ଡୀ ହାତୀପଲ ଆତଙ୍କ: ରାସ୍ତାପାର୍ଶ୍ୱ ବୁଦା ସଫା କରିବାକୁ ଦାବି

ଭାପୁର, ୨୧।୭(ଡି.ଏନ.ଏ.) – ଢେଙ୍କାନାଳ ସଦର ଏବଂ ଓଡ଼ାପଡ଼ା ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ବ୍ୟସ୍ତବହୁଳ ରାସ୍ତାରେ ହାତୀଙ୍କ ବିଚରଣ ପଥଚାରୀଙ୍କ ଜୀବନକୁ...

ଆଠମଲ୍ଲିକରେ ରମେଶ ସାଏ ୧୧୬୫୭ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୧୦ ରାଉଣ୍ଡ ଶେଷସୁଦ୍ଧା ୧୧୬୫୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ଗତ ସାଧାରଣ ନିର୍ବାଚନରେ ସ୍ଥଗିତ ରହିଥିବା ପାଟକୁରା ବିଧାନସଭା ଆସନର ଭୋଟ ଗ୍ରହଣ ଗତ ୨୦ ତାରିଖରେ ହୋଇଥିଲା। କେନ୍ଦ୍ରାପଡ଼ା ସ୍ବଂୟ...

ଖୋର୍ଦ୍ଧା ବିଧାନସଭା ୮ଆସନରୁ ୭ରେ ବିଜୟୀ ହୋଇ ସ୍ଥିତି ବଜାୟ ରଖିଲା ବିଜେଡି

ଖୋର୍ଦ୍ଧା ଅଫିସ,୨୪।୫:ଖୋର୍ଦ୍ଧା ଜିଲାର ୮ଟି ବିଧାନସଭା ଆସନ ମଧ୍ୟରୁ ୭ ଟିକୁ ଦଖଲକୁ ଆଣି ବିଜେଡ ସ୍ଥିତି ବଜାୟ ରଖିଛି । ୨୦୧୪ ନିର୍ବାଚନରେ ଚିଲିକା...

Leave a comment

Your email address will not be published. Required fields are marked *