ଜିଲା ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି

ମାର୍ଶାଘାଇ,୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ବ୍ଲକ ସଭାଗୃହଠାରେ ସୋମବାର ଜିଲା ପ୍ରଶାସନର ମିଳିତ ଜନଶୁଣାଣି ଅଭିଯୋଗ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୧୯୧ ଅଭିଯୋଗର ଶୁଣାଣି ହୋଇଥିବା ବେଳେ ସେଥିରୁ ବ୍ୟକ୍ତିଗତ ୧୭୧ ଓ ସାମୁହିକ ୨୦ଟି ଅଭିଯୋଗ ରହିଛି। ଏଥିରେ ଜିଲାପାଳ ସମର୍ଥ ବର୍ମା, ମାର୍ଶାଘାଇ ତହସିଲଦାର ନିରଞ୍ଜନ ସାହୁ, ପ୍ରକଳ୍ପ ନିର୍ଦ୍ଦେଶକ ଦିଲୀପ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ।


All Right Reserved By

ଚର୍ଚ୍ଚାରେ ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ମୃତଦେହ ବ୍ୟବଚ୍ଛେଦ କଲେ ଆୟୁଷ ଡାକ୍ତର

ପରଜଙ୍ଗ, ୨୫।୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଆୟୁଷ ଡାକ୍ତର ମୃତଦେହ ବ୍ୟବଚ୍ଛେଦ (ପୋଷ୍ଟମର୍ଟମ) କରିଛନ୍ତି। ଏମ୍‌ବିବିଏସ୍‌ ଡାକ୍ତର ହିଁ ଶବ ବ୍ୟବଚ୍ଛେଦ କରିପାରିବେ...

ମ୍ୟାଲେରିଆ ନିରାକରଣ ନେଇ ବୈଠକ

ଛତ୍ରପୁର,୧ା୬(ଡି.ଏନ.ଏ.) -ଗଞ୍ଜାମ ଜିଲାରେ ମ୍ୟାଲେରିଆ ପ୍ରତିରୋଧକ ଅଭିଯାନ ତଥା ଦୁର୍ଗମ ଅଞ୍ଚଳରେ ମ୍ୟାଲେରିଆ ନିରାକରଣ ପାଇଁ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ କ୍ରିୟାନୁଷ୍ଠାନ କମିଟି...

ସରଳିଆ ହୋଣ୍ଡା ଶୋ’ରୁମ ଉଦ୍‌ଘାଟିତ

ଛେଣ୍ଡିପଦା,୧।୧୦(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଗୋପୀନାଥପୁର ଠାରେ ଅନୁଗୋଳ ଲକ୍ଷ୍ମୀ ହୋଣ୍ଡା ପକ୍ଷରୁ ଦଶହରା ଉପଲକ୍ଷେ ସରଳିଆ ହୋଣ୍ଡା ଶୋ’ରୁମ ସୋମବାର ଉଦ୍‌ଘାଟିତ ହୋଇଯାଇଛି।...

କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ: ଗୋପ ବ୍ଲକରୁ ଫେରିବ ୬୧୧ ଆବାସ ଗୃହ

ଗୋପ, ୧୦।୯(ଡି.ଏନ୍‌.ଏ.)-ଗୋପ ବ୍ଲକ କର୍ତ୍ତୃପକ୍ଷଙ୍କ ଖାମଖିଆଲ ମନୋଭାବ ଯୋଗୁ ଆବାସ ଗୃହ ଫେରିଯିବା ନେଇ ଆଶଙ୍କା ସୃଷ୍ଟି ହୋଇଛି। ଆବାସ ଯୋଜନା ଗୃହ ପାଇଁ ବ୍ଲକ୍‌...

ଓଡ଼ିଆଙ୍କ କଳାକୃତି ଦକ୍ଷିଣ ଭାରତରେ ଭାଇରାଲ

କେନ୍ଦୁଝର, ୨୮ା୮(ସ୍ବ.ପ୍ର.)-ରୁବିକ୍‌ସ କ୍ୟୁବ୍‌ରେ ପ୍ରସ୍ତୁତ ଦକ୍ଷିଣ ଭାରତ ସୁପର ଷ୍ଟାର ତଥା ବାହୁବଳୀ ସିନେମା ଅଭିନେତା ପ୍ରଭାସଙ୍କ ଚିତ୍ର ଓ ଭିଡିଓ ଦକ୍ଷିଣ ଭାରତରେ ଭାଇରାଲ...

ପୁରସ୍କାର ବିତରଣ ସମୟରେ ଅସୁସ୍ଥ ହୋଇପଡ଼ିଲେ ଆର୍‌ଡିସି

ଖୋର୍ଦ୍ଧା ଅଫିସ,୧୫।୮: ଖୋର୍ଦ୍ଧା ବିଜେବି ହାଇସ୍କୁଲ ଖେଳ ପଡ଼ିଆରେ ୭୩ତମ ଜିଲାସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ(ଆରଡିସି) ଅନୀଲ କୁମାର...

ଦୋକାନ ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ୫୦ ହଜାର

ବଅଁରପାଳ,୧୩।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ଟାଉନ୍‌ ପିସି ବଜାରରୁ ଶନିବାର ରାତିରେ ଚୋରି ହୋଇଛି। ବଜାରରେ ଥିବା କୁଳମଣି ପୁଷ୍ଟିଙ୍କ ଭେରାଇଟି ଷ୍ଟୋର ତାଲା ଭାଙ୍ଗି...

ଜଙ୍ଗଲରେ ନାବାଳିକାଙ୍କ ମୃତଦେହ

ସୋରଡା,୨୦ା୯(ଡି.ଏନ୍‌.ଏ.)- ସୋରଡା-ଅସୁରବନ୍ଧ ବାଉଁଶିଆ ଜଙ୍ଗଲରେ ଜଣେ ନାବାଳିକାଙ୍କ ମୃତଦେହ ପଡିଥିବା ଖବର ପାଇ ସୋରଡା ତାନା ଅଧିକାର ପ୍ରଭାତ ସାହୁ, ବଡଗଡ ଥାନା ଅଧିକାରୀ ପ୍ରତାପ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *