କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାକୁ ୨୫୬୨ ଭୋଟ୍‌ ମିଳିଥିବା ବେଳେ କଂଗ୍ରେସର ଚନ୍ଦ୍ରଶେଖର ମାଝିଙ୍କୁ ୫୭୯୩ ଓ ବିଜେଡିର ପଦ୍ମିନୀ ଦିଆନଙ୍କୁ ୫୬୨୭ ଭୋଟ୍‌ ମିଳିଛି।


All Right Reserved By Dharitri.Com

ଭୁବନେଶ୍ୱରରେ ବଢ଼ିବ ପରୀକ୍ଷଣ ସୁବିଧା: ସଂଗ୍ରହ ହେବ ଇଚ୍ଛୁକ ବ୍ୟକ୍ତିଙ୍କ ନମୁନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ୱରରେ ବସବାସ କରୁଥିବା ଲୋକଙ୍କ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ଇଚ୍ଛୁକ ବ୍ୟକ୍ତିଙ୍କର ନମୁନା ସଂଗ୍ରହ କରାଯିବ। ସ୍ବାସ୍ଥ୍ୟ ପରୀକ୍ଷା ଓ ନମୁନା ପରୀକ୍ଷଣ...

ଧାନ କିଣାବିକାରେ ଟୋକନ ବ୍ୟବସ୍ଥାକୁ ବିରୋଧ: ରାଜପଥ ଉପରେ ଧାନ ଗଦା କଲେ ଚାଷୀ

ବରଗଡ ଅଫିସ,୨୧।୧୧: ଚଳିତ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଟୋକନ ବ୍ୟବସ୍ଥାକୁ ବାଧ୍ୟତାମୂଳକ କରାଯାଇଛି। ଏହାକୁ ନେଇ ଚାଷୀ ମହଲରେ ଅସନ୍ତୋଷ...

୨୬ ପ୍ରକଳ୍ପର ଗ୍ରାଉଣ୍ଡ ବ୍ରେକିଂ, ଶୁଭାରମ୍ଭ: ୫୫୬୭.୫ କୋଟିର ପୁଞ୍ଜିନିବେଶ, ୯୧୬୮ ନିଯୁକ୍ତ

ଭୁବନେଶ୍ୱର, ୮।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୯ମ ପର୍ଯ୍ୟାୟ ଗ୍ରାଉଣ୍ଡ ବ୍ରେକିଂ କାର୍ଯ୍ୟକ୍ରମ ଜରିଆରେ ୨୬ଟି ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା କାର୍ଯ୍ୟକାରୀ ହୋଇପାରିଲେ...

ଦିଲ୍ଲୀ ଜଳୁଥିବା ବେଳେ ସିଏଏ ସପକ୍ଷ ରାଲି ଦୁର୍ଭାଗ୍ୟଜନକ: ସୁରେଶ

ଭୁବନେଶ୍ୱର,୧।୩(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ଭାଜପା ପକ୍ଷରୁ ଆୟୋଜିତ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସପକ୍ଷ ରାଲିରେ...

ବିଦ୍ୟାଳୟ ଜମିରେ ଜବର ଦଖଲକୁ ବିରୋଧ: କାଟିଙ୍ଗିଆ ବନ୍ଦ, ସ୍କୁଲ, ସରକାରୀ କାର୍ଯ୍ୟାଳୟରେ ତାଲା

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୧।୬(ଡି.ଏନ.ଏ.)- କନ୍ଧମାଳ ଜିଲା ଦୁର୍ଗମ ପଞ୍ଚାୟତ କାଟିଙ୍ଗିଅ ମହର୍ଷି ଦୟାନନ୍ଦ ଉଚ୍ଚ ବିଦ୍ୟାଳୟର ଜମିରେ ଗତ ୧୦ବର୍ଷ ହେଲା ଜବରଦଖଲ କରି ଜଣେ ବ୍ୟକ୍ତି ଘର...

ଭଦ୍ରକ କାଳୀପୂଜାର ୫ମ ଦିନ: ପୂଜା ମଣ୍ଡପରେ ପ୍ରବଳ ଭିଡ଼

ଭଦ୍ରକ ଅଫିସ, ୧।୧୧ – ଭଦ୍ରକ ଐତିହାସିକ କାଳୀପୂଜା ପାଇଁ ଚରମ୍ପା ଅଞ୍ଚଳ ଝଲସୁଛି। ଗୁରୁବାର ଥିଲା ପୂଜାର ୫ମ ଦିନ। ଲକ୍ଷାଧିକ ଜନସମାଗମକୁ ନିୟନ୍ତ୍ରଣ...

ସମ୍‌ ଅଲ୍ଟିମେଟ୍‌ ମେଡିକେୟାର ଲୋକାର୍ପିତ; ସ୍ବାସ୍ଥ୍ୟସେବାରେ ଓଡ଼ିଶାବାସୀଙ୍କୁ ବିଶେଷ ସହାୟକ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧।୩(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ (ସୋଆ) ଦ୍ୱାରା ଶନିବାର ଅତ୍ୟାଧୁନିକ ସମ୍‌ ଅଲ୍ଟିମେଟ୍‌ ମେଡିକେୟାର(ସମ୍ମମ୍‌) ଲୋକାର୍ପିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ,...

ବାଲିଅନ୍ତାରେ ଯୁବକଙ୍କୁ ଗୋଡ଼ାଇ ଖଣ୍ଡାରେ ହାଣିବା ଘଟଣା: ଅଭିଯୁକ୍ତ ବଡ଼ ଭାଇ ଗିରଫ, କେନାଲରୁ ହତ୍ୟାକାଣ୍ଡରେ ବ୍ୟବହୃତ ଖଣ୍ଡା ଜବତ

ବାଲିଅନ୍ତା,୯।୬(ଡି.ଏନ୍‌.ଏ.): ବାଲିଅନ୍ତା ଥାନା ପାହାଳ ଫାଣ୍ଡି ପଞ୍ଚମୁଖୀ ବିହାର ଆପାର୍ଟମେଣ୍ଟ ମୁଖ୍ୟ ଫାଟକ ନିକଟରେ ଶୁକ୍ରବାର ପ୍ରୀତମ କୁମାର ରାଉତରାୟ ନାମକ ଜଣେ ଯୁବକଙ୍କୁ ଗୋଡ଼ାଇ...

Leave a comment

Your email address will not be published. Required fields are marked *