ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ ୨୩୫୧ ଏବଂ ଭାଜପାର ଗୌତମ ସାମନ୍ତରାୟ ୯୭୧ ଭୋଟ୍‌ ପାଇଛନ୍ତି।


All Right Reserved By Dharitri.Com

ରେଳ ଚଳାଚଳ ଉପରେ ପଡ଼ିଲାନି ବିଶେଷ ପ୍ରଭାବ: ଅଧଘଣ୍ଟାରୁ ଦୁଇ ଘଣ୍ଟା ବିଳମ୍ବରେ ଚାଲିଲା ଟ୍ରେନ୍‌

ଭୁବନେଶ୍ୱର, ୮ା୧(ବ୍ୟୁରୋ): ବୁଧବାର ବାମପନ୍ଥୀ ଦଳ ଓ ଶ୍ରମିକ ସଂଗଠନ ପକ୍ଷରୁ ବନ୍ଦ ଡାକରା ରେଳ ଚଳାଚଳ ଉପରେ ବିଶେଷ ପ୍ରଭାବ ପକାଇନି। ପୂର୍ବତଟ ରେଳପଥରେ...

ନୂଆବର୍ଷରୁ ଭୁବନେଶ୍ୱରରୁ ସୁରଟକୁ ଉଡ଼ିବ ବିମାନ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ): ନୂଆବର୍ଷ ଅର୍ଥାତ୍‌ ଜାନୁଆରୀ ୧ରୁ ଭୁବନେଶ୍ୱରରୁ ସୁରଟକୁ ବିମାନ ଉଡ଼ିବ। ସପ୍ତାହକୁ ୩ଦିନ ଏୟାର ଇଣ୍ଡିଆ ବିମାନ ଚାଲିବ। ଏ ନେଇ ଗୁରୁବାର...

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ କାର୍ଯ୍ୟାଳୟରେ ତାଲା ପକାଇବା ଘଟଣା : ପୋଲିସ ଉପସ୍ଥିତିରେ ଖୋଲାଗଲା କାର୍ଯ୍ୟାଳୟ

ପୁରୁଣା ଭୁବନେଶ୍ୱର,୧।୧୧(ଡି.ଏନ.ଏ.) : ବୁଧବାରଠାରୁ ଏକ ଦାବିକୁ ନେଇ ପୂଜାପଣ୍ଡା ସେବାୟତ ସଚ୍ଚିକାନ୍ତ ପୂଜାପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ସେବାୟତ ବିରଞ୍ଚତ୍ ନାରୟଣ ପତି କାର୍ଯ୍ୟନିର୍ବାହୀ...

ଦହିବରା ଖାଇ ୩ ଗ୍ରାମର ୬୮ ଅସୁସ୍ଥ: ଗଣିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ନୟାଗଡ଼ ଅଫିସ, ୭ା୧୧: ନୟାଗଡ଼ ଜିଲା ଗଣିଆ ବ୍ଲକର ବିଜୟନଗର, ଗଣିଆ ଓ ବେଲଗଡ଼ ଗ୍ରାମର ୬୮ଜଣ ଦହିବରା ଖାଇ ଗୁରୁବାର ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ...

ସବୁଠୁ ବଳିଗଲା ସ୍ମାର୍ଟ ଜନପଥର ଦୃଶ୍ୟ

ଭୁବନେଶ୍ୱର,୨୪।୮ (ବ୍ୟୁରୋ): ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡ଼ (ବିଏସ୍‌ସିଏଲ) ପକ୍ଷରୁ ଜନପଥକୁ ସ୍ମାର୍ଟ କରିବା ଲାଗି ପ୍ରଚେଷ୍ଟା ଚାଲିଛି। ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ବିଭିନ୍ନ ପ୍ଲାନିଂ...

ଶ୍ରବଣ ଶକ୍ତି ଫେରିପାଇଲେ ୨ ଝିଅ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ସାରା ଜୀବନ ପାଇଁ ବଧିର ହୋଇଯିବା ଆଶଙ୍କାରେ ଥିବା କୋରାପୁଟର ଦୁଇଜଣ କୁନି ଝିଅ ନିଜର ଶ୍ରବଣ ଶକ୍ତି ଫେରିପାଇଛନ୍ତି। ରାଜ୍ୟ ସରକାରଙ୍କ ସହାୟତାରେ...

ଟଙ୍କା ଭର୍ତ୍ତି ପର୍ସ ପାଇ ଫେରାଇଲେ ମହିଳା କନଷ୍ଟେବଳ ଲକ୍ଷ୍ମୀପ୍ରିୟା

ଭୁବନେଶ୍ୱର,୨୧।୭(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନରେ ଶନିବାର ଏକ ପ୍ରଶଂସନୀୟ ଘଟଣା ଦେଖିବାକୁ ମିଳିଛି। ଟଙ୍କା ଭର୍ତ୍ତି ପର୍ସ ପାଇ ଜଣେ ଆରପିଏଫ କନ୍‌ଷ୍ଟେବଳ ସମ୍ପୃକ୍ତ ବ୍ୟକ୍ତିଙ୍କୁ...

ନିମ୍ନମାନର ଚାଉଳ ଯୋଗାଣ ଓ ପରିଚାଳନା ସମସ୍ୟା ନେଇ ସ୍କୁଲରେ ତାଲା: ୪ଦିନ ବିତିଲା, ସମାଧାନ ନାହିଁ

ଝୁମ୍ପୁରା, ୭।୮ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ଉଚ୍ଚ ବିଦ୍ୟାଳୟର ସମସ୍ୟା ନେଇ ଅଭିଭାବକ ଓ ଗ୍ରାମବାସୀ ମୁଖ୍ୟ ଫାଟକରେ ତାଲା ପକାଇ...

Leave a comment

Your email address will not be published. Required fields are marked *