Posted inଖେଳ

ଏମ୍‌ସିଏ ନିର୍ବାଚନରେ ଭୋଟ ଦେଇପାରିବେ ତେନ୍ଦୁଲକର, ଭେଙ୍ଗସରକର

ମୁମ୍ବାଇ,୧।୧୦(ପିଟି): ବ୍ୟାଟିଂ କିମ୍ବଦନ୍ତୀ ସଚିନ ତେନ୍ଦୁଲକର ଓ ଦୀଲିପ ଭେଙ୍ଗସରକରଙ୍କ ସହ ୩୯ ଜଣ ଅନ୍ତର୍ଜାତୀୟ କ୍ରିକେଟର ମୁମ୍ବାଇ କ୍ରିକେଟ ଆସୋସିଏଶନ (ଏମ୍‌ସିଏ) ନିର୍ବାଚନରେ ଭୋଟ ଦେବାକୁ ଯୋଗ୍ୟ। କାର୍ଯ୍ୟସୂଚୀ ଅନୁଯାୟୀ, ଆସନ୍ତା ୪ ତାରିଖରେ ଏମ୍‌ସିଏ ନିର୍ବାଚନ ଅନୁଷ୍ଠିତ ହେବ। ଅନ୍ୟମାନଙ୍କ ମଧ୍ୟରେ ଜାହିର ଖାନ, ବିନୋଦ କାମ୍ବଲି, ଅଜିତ ଅଗରକର, ରମେଶ ପାଓ୍ବାର, ସନ୍ଦୀପ ପାଟିଲ, ସଞ୍ଜୟ ବାଙ୍ଗର, ସଞ୍ଜୟ ମାଞ୍ଜରେକରଙ୍କ ଭଳି ପୂର୍ବତନ ଖେଳାଳି ରହିଛନ୍ତି। ଏଥିରେ ମହିଳା କ୍ରିକେଟରଙ୍କ ନାମ ମଧ୍ୟ ରହିଥିବା ଆସୋସିଏଶନ ପକ୍ଷରୁ ଓ୍ବେବସାଇଟ୍‌ରେ ଜାରି ହୋଇଥିବା ଭୋଟରଙ୍କ ତାଲିକାରୁ ଜଣାପଡ଼ିଛି। ଲୋଧା କମିଟି ସୁପାରିସ କାର୍ଯ୍ୟକାରୀ ହେବା ପରେ ପ୍ରଥମ ଥର ପାଇଁ ପୂର୍ବତନ କ୍ରିକେଟରଙ୍କୁ ରାଜ୍ୟ ଆସୋସିଏଶନରେ ଭୋଟ ଦେବାର ଅନୁମତି ଦିଆଯାଇଛି।


All Right Reserved By Dharitri.Com

Posted inଖେଳ View All

ବିଶ୍ୱ ସ୍କ୍ବାଶ ଚାମ୍ପିୟନଶିପ୍‌: ଜୋତ୍ସ୍ନା ପ୍ରି-କ୍ୱାର୍ଟରଫାଇନାଲରେ

କାଇରୋ, ୨୮ା୧୦ (ପି.ଟି.)-ଭାରତର ଅଗ୍ରଣୀ ସ୍କ୍ବାଶ ଖେଳାଳି ଚିନ୍ନାପା ସିଆଇବି ପିଏସ୍‌ଏ ମହିଳା ବିଶ୍ୱ ଚାମ୍ପିୟନଶିପ୍‌ର ପ୍ରି-କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ଏଠାରେ ହଂକଂର ହୋ ତିଜି...

ପ୍ରଥମ ଭାରତୀୟ ଭାବେ ବିରାଟ କୋହଲି କିଣିଲେ ଏହି କାର୍‌

ନୂଆଦିଲ୍ଲୀ,୧୭।୧: ଜର୍ମାନୀର ଲଗଜରୀ ବ୍ରାଣ୍ଡ୍‌ ଅଡି ନୂଆ SUV Audi Q8 ଭାରତରେ ଲଞ୍ଚ୍‌ ହୋଇଛି। ଏହି ଗାଡିର ମୂଲ୍ୟ ୧.୩୩ କୋଟି ଟଙ୍କା ରହିଛି।...

ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ : ନିରାଶ କଲେ ଲଙ୍ଗ ଜମ୍ପର ଶ୍ରୀଶଙ୍କର

ଦୋହା,୨୮।୯(ପି.ଟି.)- କାତାର ରାଜଧାନୀ ଦୋହାରେ ଶୁକ୍ରବାରଠାରୁ ଆରମ୍ଭ ହୋଇଛି ବିଶ୍ୱ ଆଥଲେଟିକ ଚାମ୍ପୟିନଶିପ୍‌। ପ୍ରଥମ ଦିବସରେ ଭାରତ ପାଇଁ ଅଭିଯାନ ଆରମ୍ଭ କରିଥିବା ଲଙ୍ଗ୍‌ ଜମ୍ପର...

ନ୍ୟୁଜିଲାଣ୍ଡ ଟୁର୍‌: ଭାରତୀୟ ମହିଳା ହକି ଦଳରେ ଓଡ଼ିଶାରୁ ୩

ନୂଆଦିଲ୍ଲୀ, ୧୫।୧ (ପି.ଟି.)- ଚଳିତ ମାସ ଶେଷଭାଗରେ ଭାରତୀୟ ମହିଳା ହକି ଦଳ ନ୍ୟୁଜିଲାଣ୍ଡ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ମଙ୍ଗଳବାର ଷ୍ଟ୍ରାଇକର୍‌ ରାଣୀ...

ଧୋନୀ କିଣିଥିଲେ ସେକେଣ୍ଡ ହ୍ୟାଣ୍ଡ ଏସ୍‌ୟୁଭି

କାର୍‌ ହେଉ କିମ୍ବା ବାଇକ୍‌ ପ୍ରତି ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭଲ ପାଇବା କାହାକୁ ଅଛୁପା ନୁହେଁ। ଏପରି କି ସେ...

କ୍ରିକେଟ୍‌ କ୍ୟାରିୟରରେ ଆଦୌ ନୋ ବଲ୍‌ ପକାଇ ନ ଥିଲେ ଏହିସବୁ ମହାନ୍‌ ବୋଲର୍‌

ଖେଳରେ ପ୍ରତିଦିନ ପୁରୁଣା ରେକର୍ଡ ଭାଙ୍ଗି ନୂଆ ରେକର୍ଡ ସୃଷ୍ଟି ହେଉଥିବାର ନଜିର ରହିଛି। କିନ୍ତୁ କ୍ରିକେଟ ଜଗତରେ ଏମିତି କିଛି ରେକର୍ଡ ରହିଛି ଯାହା...

ବିଜୟ ହଜାରେ ଟ୍ରଫି: ତାମିଲନାଡ଼ୁର କ୍ରମାଗତ ୯ମ ବିଜୟ

ଜୟପୁର, ୧୬।୧୦ (ପି.ଟି.): ବିସିସିଆଇ ଆନୁକୂଲ୍ୟରେ ଚାଲିଥିବା ଚଳିତ ବିଜୟ ହଜାରେ ଟ୍ରଫିରେ ତାମିଲନାଡ଼ୁ ଦଳ କ୍ରମାଗତ ୯ମ ବିଜୟ ଲାଭ କରିଛି। ବୁଧବାର ଏଠାରେ...

ଦିନେ କୋହଲିଙ୍କୁ ବିବାହ କରିବାକୁ ଚାହୁଁଥିଲେ, ଏବେ ସଚିନଙ୍କ ପୁଅକୁ କରୁଛନ୍ତି ଡେଟ୍‌

ଦିନେ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ବିବାହ ପସ୍ତାବ ଦେଇଥିବା ଇଂଲଣ୍ଡ ମହିଳା କ୍ରିକେଟ ଖେଳାଳି ଡାନିଏଲ୍‌ ଓ୍ବାଟ୍‌ ଏବେ ସଚିନ ତେନ୍ଦୁଲକରଙ୍କ...

Leave a comment

Your email address will not be published. Required fields are marked *