ପ୍ରଫୁଲ୍ଲ ମଲ୍ଲିକ ୬୬୨୭ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୧ ରାଉଣ୍ଡ ଫଳାଫଳ ପ୍ରକାଶିତ ହୋଇଛି। ୨୫,୮୧୮ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଆଗୁଆ ରହିଛନ୍ତି। ଭାଜପାର ଶତ୍ରୁଘ୍ନ ଜେନା ୧୯,୧୯୧ ଭୋଟ ସହ ଦ୍ୱିତୀୟ ଏବଂ କଂଗ୍ରେସ ପ୍ରାର୍ଥୀ ଭବାନୀ ଶଙ୍କର ମହାପାତ୍ର ୨,୧୫୮ ଖଣ୍ଡ ଭୋଟ ସହ ତୃତୀୟ ସ୍ଥାନରେ ଅଛନ୍ତି। ପ୍ରଫୁଲ୍ଲ ଭାଜପା ପ୍ରାର୍ଥୀଙ୍କ ଠାରୁ ୬୬୨୭ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।


All Right Reserved By Dharitri.Com

ଲଙ୍ଗୁଳିଆବେଡ଼ା ଗ୍ରାମବାସୀଙ୍କ ଖବରଦାତା ସମ୍ମିଳନୀ : ଦାବି ପୂରଣ ନ ହେଲେ ଆନ୍ଦୋଳନ

ବଅଁରପାଳ, ୬।୬ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ହେଉଥିବା ଆଲୁମିନିୟମ ପାର୍କ ପାଇଁ ଇଡ୍‌କୋ ପକ୍ଷରୁ ଜମି ଅଧିଗ୍ରହଣ କରାଯାଇଛି। ଲଙ୍ଗୁଳିଆବେଡାର ୧୮...

ପାରାଦୀପରେ ସମ୍ବିତ ଆଗରେ

ଜଗତ୍‌ସିଂହପୁର ଅଫିସ,୨୩ା୫ : ପାରାଦୀପ ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ୩୧୫୨ ଭୋଟ୍‌ ପାଇ ଆଗରେ...

ପ୍ରି-ଲିଟିଗେଶନ୍‌ ଡେସ୍କ ଉଦ୍‌ଘାଟିତ: ମାମଲା ହ୍ରାସ ସହ କମିବ ଅଭିଯୋଗକାରୀଙ୍କ ଖର୍ଚ୍ଚ

ଅନୁଗୋଳ ଅଫିସ, ୧।୬: ଅନୁଗୋଳ ଜିଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟରେ ପ୍ରାକ୍‌ ବିବାଦ ସମାଧାନ କେନ୍ଦ୍ର ବା ପ୍ରି-ଲିଟିଗେଶନ୍‌ ଡେସ୍କ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ...

୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ...

ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨...

ହିଙ୍ଗୁଳା ଲୋକ ମହୋତ୍ସବର ୨ୟ ସନ୍ଧ୍ୟା : କଳାକାରଙ୍କ ନୃତ୍ୟରେ ଝୁମିଲେ ଦର୍ଶକ

ତାଳଚେର, ୨୧ା୪(ନି.ପ୍ର.)- ତାଳଚେର ଗୋପାଳପ୍ରସାଦସ୍ଥିତ ମା’ ହିଙ୍ଗୁଳା ପୀଠରେ ଚାଲିଥିବା ୧୭ତମ ଲୋକ ମହୋତ୍ସବର ଶନିବାର ଥିଲା ୨ୟ ସା। ହିଙ୍ଗୁଳା କ୍ଷେତ୍ର ମହାପ୍ରବନ୍ଧକ ପି.ବି....

ଭୋଟିଂ ବନ୍ଦ, ରି-ପୋଲିଂ ପାଇଁ ଚିଠି ଲେଖିଲେ ରିଟର୍ଣ୍ଣି ଅଫିସର

ସୁନ୍ଦରଗଡ଼,୧୮।୪: ସୁନ୍ଦରଗଡ଼ରେ ଲୋକ ସଭା ନିର୍ବାଚନ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ଆରମ୍ଭ ହୋଇଥିଲା। ହେଲେ ଇଭିଏମ ତୃଟି ପାଇଁ ସକାଳୁ ଭୋଟ ଗ୍ରହଣ...

ପାଟକୁରା ନିର୍ବାଚନ: ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ବହୁ ପ୍ରତୀକ୍ଷିତ ପାଟକୁରା ନିର୍ବାଚନର ଭୋଟ ଗଣତି ଜାରି ରହିଛି। ୯ମ ରାଉଣ୍ଡ ସୁଦ୍ଧା ବିଜେଡି ୧୪୦୭୭ ଖଣ୍ଡ ଭୋଟରେ ଆଗୁଆ...

Leave a comment

Your email address will not be published. Required fields are marked *