ବିଭୂତି ପ୍ରଧାନ ୨୦୨୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୨,୭୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ ମନ୍ତ୍ରୀ ତଥା ବିଜେଡି ଡା. ନୃସିଂହ ଚରଣ ସାହୁ ୨୦,୭୦୪ ଏବଂ କଂଗ୍ରେସର ଯଶସ୍ବିନୀ ରାଉତ ୨୩୦୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୨୦୨୪ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By Dharitri.Com

ବିପଦ ସୃଷ୍ଟି କରୁଛି ରାଜପଥ ପାର୍ଶ୍ୱ ଶୁଖିଲା ଗଛ

ଛେଣ୍ଡିପଦା,୩।୬(ସ୍ବ.ପ୍ର.) ଅନୁଗୋଳ ଛେଣ୍ଡିପଦା ୬୩ନଂ. ରାଜ୍ୟ ରାଜପଥର ଉଭୟ ପାର୍ଶ୍ୱରେ ଥିବା ଅନେକ ଶୁଖିଲା ଗଛ କଟାଯାଉ ନ ଥିବାରୁ ଏହା ଯାତ୍ରୀଙ୍କ ପାଇଁ ବିପଦ...

ପାଲଲହଡ଼ାରେ ମୁକେଶ ୬୬୫୩ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୬୫୩ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୩୯୪୪୮...

ଅନୁଗୋଳରେ ରଜନୀକାନ୍ତ ୩୯୦୮ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

ବିଜୟ ପରେ ନେତାଙ୍କ ପ୍ରଥମ ପ୍ରତିକ୍ରିୟା: ଅଧୁରା କାର୍ଯ୍ୟ କରିବେ ସମ୍ପୂର୍ଣ୍ଣ

ଅନୁଗୋଳ ଅଫିସ, ୨୫।୫-ଅନୁଗୋଳ ଜିଲାରେ ବିଜେଡି ବାଜିମାତ୍‌ କରିବା ପରେ ଏବେ ଭୋଟରମାନଙ୍କୁ ଧନ୍ୟବାଦ ଜଣାଉଛନ୍ତି ନବନିର୍ବାଚିତ ବିଧାୟକମାନେ। ଜିଲାର ୫ ବିଧାୟକ ସେମାନଙ୍କ ବିଜୟର...

ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ: ବଅଁରପାଳରେ ପ୍ରଭାବ

ବଅଁରପାଳ,୨୪।୭(ଡି.ଏନ୍‌.ଏ.): ମୃତଦେହ ବ୍ୟବଚ୍ଛେଦ, ସଂରକ୍ଷଣ ଗୃହରୁ ୨ ମୃତଦେହରୁ ଆଖି ଗାଏବ, ନାବାଳିକାଙ୍କୁ ବଳାତ୍କାର ଓ ଅନୁଗୋଳ ସହରରେ ଆବର୍ଜନା ଭର୍ତ୍ତି ହେବା ଆଦି ଘଟଣାକୁ...

ଆର୍ଥିକ ଅନିୟମିତତା ଅଭିଯୋଗ : ସମବାୟ ବ୍ୟାଙ୍କର ୨ଜଣଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

କାମାକ୍ଷାନଗର, ୧୮।୫(ଡି.ଏନ୍‌.ଏ.)-ଆର୍ଥିକ ହେର୍‌ଫେର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କର ଜଣେ ପୂର୍ବତନ କର୍ମଚାରୀଙ୍କ ସମେତ ୨ଜଣଙ୍କୁ...

ମାଧପୁର ଅଞ୍ଚଳରେ ମନମୁଖି ବିଦ୍ୟୁତ୍‌ କାଟ: ଅତିଷ୍ଠ ହୋଇପଡ଼ିଲେଣି ଅଞ୍ଚଳବାସୀ

ମାଧପୁର,୨।୬: ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ ମାଧପୁର ଅଞ୍ଚଳରେ ବାରମ୍ବାର ବିଦ୍ୟୁତ କାଟ ହେଉଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗର ମନମୁଖି କାର୍ଯ୍ୟରେ ଅଞ୍ଚଳବାସୀ...

ନାଲ୍‌କୋ ପ୍ଲାଣ୍ଟରେ ଦୁର୍ଘଟଣା, ୪ ଗୁରୁତର

ଅନୁଗୋଳ ଅଫିସ, ୨୩।୭: ଅନୁଗୋଳ ସ୍ଥିତ ନାଲ୍‌କୋ ପ୍ଲାଣ୍ଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟି ୪ କର୍ମଚାରୀ ଗୁରୁତର ହୋଇଛନ୍ତି। ସ୍ମେଲଟରର କାଷ୍ଟ ହାଉସ ବି’ରେ...

Leave a comment

Your email address will not be published. Required fields are marked *