ବିଭୂତି ପ୍ରଧାନ ୧୮୬୮ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୭,୩୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୨୫,୪୬୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୨୬୫୮ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୮୬୮ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By Dharitri.Com

କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ...

ପାରାଦୀପରେ ବିଜେଡିର ହ୍ୟାଟ୍ରିକ୍‌

ପାରାଦୀପ,୨୪।୫(ସ୍ବ.ପ୍ର.): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ପାରାଦୀପ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ସମ୍ବିତ ରାଉତରାୟ ବିଜୟୀ ହୋଇଛନ୍ତି। ୨୦୦୯ରେ ଏହି ନିର୍ବାଚନମଣ୍ଡଳୀ ପୁନର୍ଗଠିତ ହେବା...

ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ...

ବହୁ ଆଗରେ ସୂର୍ଯ୍ୟ ପାତ୍ର

ବ୍ରହ୍ମପୁର ଅଫିସ,୨୩।୫- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀରେ ବହୁ ଆଗରେ ରହିଛନ୍ତି ବିଜେଡି ପ୍ରାର୍ଥୀ ସୂର୍ଯ୍ୟନାରାୟଣ ପାତ୍ର। ଚତୁର୍ଥ ରାଉଣ୍ଡ ଶେଷ ସୁଦ୍ଧା ତାଙ୍କୁ ମିଳିଛି...

ଭୋଟ ଦେଲେ ପୂର୍ବତନ ରାଷ୍ଟ୍ରପତି

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶନିବାର ସକାଳ ୮ଟାରୁ ଆରମ୍ଭ ହୋଇଥିବା ବେଳେ ଏବେ ମଧ୍ୟ ଜାରି ରହିଛି। ଭୋଟ ଦେଇ ବିଭିନ୍ନ...

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ...

୪୫, ୦୨୭ ଭୋଟରେ ଅନୁଭବ ଆଗରେ

କେନ୍ଦ୍ରାପଡ଼ା ଅଫିସ୍‌, ୨୩।୫- କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତି ୧,୫୩,୦୦୧ ଭୋଟ ପାଇଥିବା ବେଳେ ଭାଜପା...

ମୋଦି, ଶାହଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ: ଇସିଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ଚେନ୍ନାଇ,୧ା୫(ପି.ଟି.):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ବିରୋଧରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ବାଚନ...

Leave a comment

Your email address will not be published. Required fields are marked *