ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ

ଭଦ୍ରକ ଅଫିସ,୧।୧୦: ଭଦ୍ରକ ପଞ୍ଚାୟତ ସମିତି ଓ ଭଦ୍ରକ ପୌରପାଳିକା ପକ୍ଷରୁ ମଙ୍ଗଳବାର ଟାଉନହଲ ପରିସରରେ ବ୍ଲକସ୍ତରୀୟ ଅନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଜିଲାପାଳ ଜ୍ଞାନରଞ୍ଜନ ଦାସ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଉପଜିଲାପାଳ ପୀତାମ୍ବର ସାମଲ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ହରେନ୍ଦ୍ର ଦେହୁରୀ, ବ୍ଲକ ଅଧ୍ୟକ୍ଷ ରଘୁନାଥ ଧଳ, ଅବସରପ୍ରାପ୍ତ ଡିଏସ୍‌ପି ରଙ୍ଗବଲ୍ଲଭ ଜେନା ପ୍ରମୁଖ ଉପସ୍ଥିତ ରହି ବରିଷ୍ଠ ନାଗରିକମାନଙ୍କୁ ସମ୍ମାନ ଦେବାକୁ ମତବ୍ୟକ୍ତ କରିଥିଲେ। ବିଡିଓ ଉମେଶ ମାଲିକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ ।


All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ଜମିରୁ ବର୍ଷାଜଳ ନିଷ୍କାସିତ କଲେ ଚାଷୀ

ବିିଞ୍ଝାରପୁର,୨୦।୮ (ଡି.ଏନ.ଏ)- ବିଞ୍ଝାରପୁର ଅଞ୍ଚଳରେ ଗତ ସପ୍ତାହରେ ୩୦୦ ମି.ଲି.ରୁ ଊର୍ଦ୍ଧ୍ୱ ବର୍ଷା ହୋଇଥିଲା। ଏହି ବର୍ଷା ଯୋଗୁ ଘଣ୍ଟିଆଳି- ଗୁହାଳୀ ଅଞ୍ଚଳ ଚାଷଜମିରେ ବର୍ଷାଜଳ...

ଅଧପନ୍ତରିଆ ସୁବର୍ଣ୍ଣରେଖା ପ୍ରକଳ୍ପ

ବାରିପଦା ଅଫିସ,୨୭।୭- ବର୍ଷା ଅଭାବରୁ ମୟୂରଭଞ୍ଜ ଜିଲାରେ ଚାଷକାମ ପଛେଇଛି। ମୌସୁମୀର ଚୁଚକାଳି ଖେଳକୁ ନେଇ ଚାଷୀମାନେ ଆଶା ଆଶଙ୍କାରେ ଅଛନ୍ତି। ତେବେ ଜିଲାରେ ଚାଷ...

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ...

ଦକ୍ଷତା ବଢିଲେ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ

ସୋନପୁର,୧୪।୯(ନି.ପ୍ର.) ପ୍ରଶିକ୍ଷଣ ମାଧ୍ୟମରେ ସ୍ବୟଂ ସହାୟକ ଗୋଷ୍ଠୀର ମହିଳାଙ୍କ ଦକ୍ଷତା ବୃଦ୍ଧି କରିବାକୁ ପଡିବ। ଦକ୍ଷତା ବଢିଲେ ହିଁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିବେ ବୋଲି ସୁବର୍ଣ୍ଣପୁର...

ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ହତ୍ୟା, କାରଣ ଅସ୍ପଷ୍ଟ

ଫୁଲବାଣୀ ଅଫିସ/ଫିରିଙ୍ଗିଆ,୩ା୯- କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ଅଞ୍ଚଳରେ ବାଙ୍ଗାଲୋରରୁ ଫେରିଥିବା ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। ମୃତକ ହେଲେ କାଶିନିପଦର ପଞ୍ଚାୟତ ତଳପଡା ଗ୍ରାମର...

ରାମେଶ୍ୱର ଅଞ୍ଚଳରେ ହାତୀ ଆତଙ୍କ: ଫାର୍ମହାଉସ୍‌ କର୍ମଚାରୀଙ୍କୁ ଶୁଣ୍ଡରେ ଟେକି କଚାଡ଼ିଲା ଦନ୍ତା

ନିରାକାରପୁର,୯।୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ରାମେଶ୍ୱର ପଞ୍ଚାୟତସ୍ଥିତ ଏକ ଫାର୍ମହାଉସ୍‌ର ସୁରକ୍ଷା ଦାୟିତ୍ୱରେ ଥିବା କର୍ମଚାରୀ ବୁଧବାର ହାତୀ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ରାମେଶ୍ୱର...

ଗଛ ପକାଇ ରାସ୍ତା ଅବରୋଧ କଲେ ମାଓବାଦୀ

ଦାରିଙ୍ଗବାଡ଼ି,୨୫।୧୦(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି-କ.ନୂଆଗଁା ସୀମାନ୍ତବର୍ତ୍ତୀ କନ୍ଦିବାନ୍ଦା ନିକଟରେ ମାଓବାଦୀମାନେ ଗୁରୁବାର ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଗଛ ପକାଇ ରାସ୍ତା ଅବରୋଧ କରିଛନ୍ତି। ଘଟଣାସ୍ଥଳରେ...

ଜିଲା ମୁଖ୍ୟ ଡାକ୍ତରଖାନାକୁ ଆରମ୍ଭ ହେଲା ନିଃଶୁଳ୍କ ବସ୍‌ ସେବା

ବରଗଡ ଅଫିସ,୨୬।୧: ବରଗଡ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରୁ ଭଟଲି ବ୍ଲକ ଟୁକୁର୍ଲା(ଖେଦାପାଲି)ସ୍ଥିତ ନୂତନ ଜିଲା ମୁଖ୍ୟ ଡାକ୍ତରଖାନାକୁ ରବିବାରରୁ ନିଃଶୁଳ୍କ...

Leave a comment

Your email address will not be published. Required fields are marked *