ଢେଙ୍କାନାଳ ବିଧାନସଭା: ସୁଧୀର ସାମଲ ୭୪୭୭ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୧୩।୫-ଢେଙ୍କାନାଳ ବିଧାନସଭା ଆସନରେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡିର ବିଜେଡିର ସୁଧୀର ସାମଲ ୨୧,୪୪୯ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ସେହିପରି ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୧୩,୯୭୨ ଏବଂ କଂଗ୍ରେସର ନବୀନ ନନ୍ଦ ୭,୦୮୮ ଖଣ୍ଡ ଭୋଟ ସହ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ସୁଧୀର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୭୪୭୭ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By Dharitri.Com

ମୋଦି ଜାପାନରେ ଢ଼ୋଲ ବଜାଇ ପାକିସ୍ତାନରେ ଖାଇଛନ୍ତି ବିରିୟାନୀ: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୫: କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲଗାତାର ଟାର୍ଗେଟ୍‌ କରିବାରେ ଲାଗିଛନ୍ତି। ଏହି ମର୍ମରେ ପ୍ରିୟଙ୍କା କହିଛନ୍ତି ଯେ,...

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁ ରୋଗୀ ମୃତ

ଢେଙ୍କାନାଳ ଅଫିସ, ୧୭।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ଚତୁର୍ଥ ମହଲାରୁ ଡେଇଁବା ଯୋଗୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଟୁନା ବେହେରା(୨୨)।...

କଂଗ୍ରେସର ନିର୍ବାଚନୀ ସଭା : ହେଲିକପ୍ଟରରୁ ଓହ୍ଲାଇ ପାରିଲେନି ନିରଞ୍ଜନ, ରୁଦ୍ରରାଜୁ ଓ ଖୁସ୍‌ବୁ

ରଣପୁର,୨୨ା୪(ସ୍ବ.ପ୍ର.)-ରଣପୁର ତ୍ରିସ୍ତରୀୟ ସାଧାରଣ ନିର୍ବାଚନ ପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ ରାଜ୍ୟସ୍ତରୀୟ ବରିଷ୍ଠ ନେତୃବୃନ୍ଦଙ୍କୁ ଏଠାକୁ ଆଣି ଦଳର ପ୍ରଚାର ସହ ଭୋଟ ଭିକ୍ଷା କରୁଛନ୍ତି।...

ଜଗତ୍‌ସିଂହପୁରରେ ପ୍ରଶାନ୍ତ ମୁଦୁଲି ଆଗୁଆ

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ବିଜେଡି ପ୍ରାର୍ଥୀ ପ୍ରଶାନ୍ତ କୁମାର ମୁଦୁଲି ଆଗରେ ଅଛନ୍ତି। ସେ ୩୯୯୬...

ହରିୟାଣା ନିର୍ବାଚନ: କରନାଲରେ ପ୍ରାର୍ଥିପତ୍ର ଦାଖଲ କଲେ ଖଟ୍ଟର

ଚଣ୍ଡିଗଡ଼,୧।୧୦: ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର କରନାଲ ବିଧାନସଭା ଆସନ ପାଇଁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ସେକ୍ଟର-୧୨ ସ୍ଥିତ...

ଗାନ୍ଧୀ ପରିବାର ବିନା କଂଗ୍ରେସର ଭଲ ପ୍ରଦର୍ଶନ

ଚଣ୍ଡିଗଡ଼,୨୪।୧୦: ହରିୟାଣା ଓ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପୂର୍ବାପେକ୍ଷା ଭଲ ପ୍ରଦର୍ଶନ କରିଛି। ଏମିତିକି ହରିୟାଣାରେ ଭାଜପା ପାଇଁ କଂଗ୍ରେସ ବଡ ସମସ୍ୟା ହୋଇ...

ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଟପ୍ପର ହେଲେ ଶୁଭମ୍‌ ଦାସ

ବଅଁରପାଳ,୨୧।୫(ଡି.ଏନ୍‌.ଏ.): ଚଳିତ ବର୍ଷର ମ୍ୟାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଅନୁଗୋଳ ଜିଲା ନାଲ୍‌କୋ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ଛତ୍ରୀଛାତ୍ର ସଫଳତା ହାସଲ...

ପୂର୍ବାହ୍ନ ୧୧ଟା ସୁଦ୍ଧା ଗଞ୍ଜାମରେ ୨୧.୩୩ ପ୍ରତିଶତ ମତଦାନ

ବ୍ରହ୍ମପୁର ଅଫିସ,୧୮ା୪: ଗଞ୍ଜାମ ଜିଲାର ଆସିକା ଲୋକ ସଭା ଏବଂ ଏହା ଅଧୀନ ୭ଟି ବିଧାନସଭା ଯଥା ଆସିକା, ହିଞ୍ଜିଳି, ସାନଖେମୁଣ୍ଡି, ସୋର ପୋଲସରା, ଖଲିକୋଟ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *