Posted inଜାତୀୟ

କମିଲା ସୁନା ଦର

ନୂଆଦିଲ୍ଲୀ,୧।୧୦: ସୁନା ଓ ରୂପା ଦର ଗତ କିଛି ମାସ ତଳେ ବୃଦ୍ଧି ପାଇବାରେ ଲାଗିଥିଲା। ସୁନା ୧୦ ଗ୍ରାମକୁ ୪୦ହଜାର ଟଙ୍କା ପାର କରିଥିଲା। ଏବେ କିନ୍ତୁ ଗତ କିଛି ସପ୍ତାହ ହେବ ଉଭୟ ସୁନା ଓ ରୂପା ଦର ହ୍ରାସ ପାଇବାରେ ଲାଗିଛି। ମଙ୍ଗଳବାର ଦିଲ୍ଲୀରେ ସୁନାର ମୂଲ୍ୟ ୧୦ ଗ୍ରାମ ପ୍ରତି ୫୫୦ ଟଙ୍କା ହ୍ରାସ ପାଇଁ ୩୮.୪୭୦ଟଙ୍କାରେ ପହଞ୍ଚିଛି। ସେହପର ରୂପା ଦର କିଲୋ ପିଛା ୬୦୦ଟଙ୍କା ହ୍ରାସ ପାଇ ୪୫,୨୦୦ଟଙ୍କାରେ ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ସୁନା ଏବଂ ରୂପା ଦର କମିଥିବାର ଭାରତୀୟ ବଜାରରେ ତାର ପ୍ରଭାବ ପଡିଛି।


All Right Reserved By Dharitri.Com

ସ୍ପଷ୍ଟଦିବାଲୋକରେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁଳି କରି ହତ୍ୟା: ୧୦ ଗୁଳି ମାଡ଼

ଚଣ୍ଡିଗଡ଼,୨୭।୬: ହରିୟାଣାରେ ଜଣେ କଂଗ୍ରେସ ପ୍ରବକ୍ତାଙ୍କୁ ଗୁରୁବାର ସ୍ପଷ୍ଟଦିବାଲୋକରେ ଗୁଳି କରି ହତ୍ୟା କରାଯାଇଛି। ସ୍ଥାନୀୟ ଫରଦାବାଦ୍‌ର ସେକ୍ଟର-୯ଠାରେ କଂଗ୍ରେସ ପ୍ରଦେଶ ପ୍ରବକ୍ତା ବିକାଶ ଚୌଧୁରୀ...

ପୁଅ ବାହାଘରରେ ଉଡ଼ାଗଲା ୯୦ ଲକ୍ଷ ଟଙ୍କାର ନୋଟ୍‌

ଜାମନଗର,୧।୧୨: ଗୁଜରାଟ ଜାମନଗରରେ ପୁଅ ବାହାଘରରେ ୯୦ ଲକ୍ଷ ଟଙ୍କାର ନୋଟ୍‌ ଉଡ଼ାଯାଇଛି। ସ୍ଥାନୀୟ କୁନଡ ଗାଁରେ ଜାଡ଼େଜା ପରିବାର ପକ୍ଷରୁ ଏଭଳି କରାଯାଇଛି। ବର...

୧୪୦୦ କି.ମି. ସବୁଜ ପ୍ରାଚୀର ନିର୍ମାଣ ଯୋଜନା

ନୂଆଦିଲ୍ଲୀ,୧୦ା୧୦(ପି.ଟି.): ଗୁଜରାଟରୁ ଦିଲ୍ଲୀ-ହରିୟାଣା ସୀମା ପର୍ଯ୍ୟନ୍ତ ୧୪୦୦ କିଲୋମିଟର ଦୀର୍ଘ ଓ ୫ କିଲୋମିଟର ପ୍ରସ୍ଥ ବିଶିଷ୍ଟ ସବୁଜ ବେଲ୍ଟ ନିର୍ମାଣ ଲାଗି କେନ୍ଦ୍ର ସରକାର...

ମାନସିକ ଭାରସାମ୍ୟ ହରାଇଛନ୍ତି କୁମାରସ୍ବାମୀ: ପ୍ରହ୍ଲାଦ ଯୋଶୀ

ନୂଆଦିଲ୍ଲୀ,୨୭।୬: କର୍ନାଟକ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀ ତାଙ୍କ ମାନସିକ ସନ୍ତୁଳନ ହରାଇ ବସିଛନ୍ତି ବୋଲି ଗୁରୁବାର କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀ କହିଛନ୍ତି । ବିଶେଷ କରି...

ଫଟୋଗ୍ରାଫରରୁ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୨୯।୧୧(ପି.ଟି.):ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକ୍‌ରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ ଗୁରୁବାର ଶପଥ ନେଇଛନ୍ତି। ଜଣେ ପେସାଦାର ଫଟୋଗ୍ରାଫରରୁ ଉଦ୍ଧବ ସବୁଠୁ ଧନୀ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇପାରିଛନ୍ତି।...

ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ: ରବିଚନ୍ଦ୍ରନ୍‌ଙ୍କୁ ୧୫ ଦିନ ପାରୋଲ

ମଦୁରାଇ,୭ା୧(ପି.ଟି.): ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀ ହତ୍ୟାକାଣ୍ଡ ମାମଲାରେ ୭ ଆଜୀବନ ଜେଲଦଣ୍ଡ ଭୋଗୁଥିବା ଅପରାଧୀଙ୍କ ମଧ୍ୟରୁ ରବିଚନ୍ଦ୍ରନଙ୍କୁ ମାଡ୍ରାସ ହାଇକୋର୍ଟ ୧୫ ଦିନ ଲାଗି...

କାଉଡି ଯାତ୍ରା ଉପରେ ନଜର ରଖିବାକୁ ଡ୍ରୋନ୍‌ ବ୍ୟବହାର କରୁଛି ଉତ୍ତର ପ୍ରଦେଶ ପୋଲିସ

ଲକ୍ଷ୍ନୌ,୨୯।୭: ଶ୍ରାବଣର କାଉଡି ଯାତ୍ରା ପାଇଁ କାଉଡିଆଙ୍କୁ ସୁରକ୍ଷା ଓ ଶାନ୍ତି ଶୃଙ୍ଖଳାର ସହ ଯାତ୍ରା ସାରିବାକୁ ଚେଷ୍ଟା କରିଛନ୍ତି ଉତ୍ତର ପ୍ରଦେଶ ସରକାର। କାଉଡିଆ...

ନକ୍ସଲ ପ୍ରଭାବିତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କଲେ ଅମିତ ଶାହ, ଆସିଲେନି ମମତା

ନୂଆଦିଲ୍ଲୀ, ୨୬।୮: ଦିଲ୍ଲୀର ବିଜ୍ଞାନ ଭବନରେ ନକ୍ସଲ ପ୍ରଭାବିତ ରାଜ୍ୟଗୁଡିକର ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ। ବୈଠକକୁ ୧୦ ନକ୍ସଲ...

Leave a comment

Your email address will not be published. Required fields are marked *