ପକ୍କା ରାସ୍ତା ନିର୍ମାଣ ପାଇଁ ଶିଳାନ୍ୟାସ

ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ସୋମବାର ଭୂମିପୂଜା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟଅତିଥି ଭାବେ ଯୋଗଦେଇ ଭୂମିପୂଜା କରିଥିଲେ। ଅନ୍ୟତମ ଅତିଥି ଭାବେ ଆଠମଲ୍ଲିକ ବ୍ଲକ ବିଜେଡି ସଭାପତି ମହେଶ୍ୱର ଦେହୁରି, କୁରୁମଟାପ ସରପଞ୍ଚ ସୁମନ୍ତ ବେହେରା, ପୂର୍ବତନ ଜିଲା ପରିଷଦ ସଭ୍ୟ ନିରଜକାନ୍ତ ସାହୁ, ପୂର୍ବତନ ସମିତି ସଭ୍ୟ ଦିଲୀପ ସାହୁ, ମଇମୁରା ସରପଞ୍ଚ ସତ୍ୟାନନ୍ଦ ରାଉତ, ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ହିମାଂଶୁ ମହାଳିକ ପ୍ରମୁଖ ଯୋଗ ଦେଇଥିଲେ।


All Right Reserved By Dharitri.Com

ଅଳିଆପକାକୁ ନେଇ ବିବାଦ: ଡ୍ରାଇଭରଙ୍କୁ ବାନ୍ଧିଲେ, ଗାଡ଼ି ଅଟକ ରଖିଲେ

ଅନୁଗୋଳ ଅଫିସ, ୧୨।୯- ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ କଲୋନୀ ପଛପଟେ ପୌରପାଳିକା ଟ୍ରାକ୍ଟର ଅଳିଆ ପକାଇବାକୁ ନେଇ ବୁଧବାର ସୃଷ୍ଟି ହୋଇଥିଲା ବିବାଦ। କଲୋନୀବାସୀ...

ଫି ବୃଦ୍ଧିକୁ ଜୋରଦାର ବିରୋଧ: କଲେଜ ଗେଟ୍‌ରେ ତାଲା

ତାଳଚେର,୨୧ା୯(ନି.ପ୍ର.) – ରି ଆଡମିଶନ ଫି ବୃଦ୍ଧି ପ୍ରତିବାଦରେ ଶୁକ୍ରବାର ତାଳଚେର ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୨ ଛାତ୍ରୀଛାତ୍ରମାନେ ଆନ୍ଦୋଳନକୁ ଓହ୍ଲାଇଥିଲେ। ଫଳରେ ଦୀର୍ଘ ସମୟ...

ସାପକାମୁଡ଼ାରେ ଦୁଇ ଭଉଣୀଙ୍କ ଜୀବନ ଗଲା

ଅନୁଗୋଳ ଅଫିସ,୨୩।୯: ଅନୁଗୋଳ ସହର ବେନ୍ତପୁର ଅଞ୍ଚଳରେ ଦୁଇ ଭଉଣୀଙ୍କର ସାପ କାମୁଡ଼ାରେ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବେନ୍ତପୁର ଅଞ୍ଚଳର ସୁମନ୍ତ ସାହୁଙ୍କ...

ଚାଷ ଜମିକୁ ମିଳୁନି ସମଲ ପାଣି: ବ୍ୟାରେଜ ଉପରୁ ଆତ୍ମହତ୍ୟା ଚେତାବନୀ

କଣିହାଁ,୩୧।୭(ଡି.ଏନ.ଏ.)-ଅନୁଗୋଳ ଜିଲା କଣିହାଁ ବ୍ଲକସ୍ଥିତ ସମଲ ବ୍ୟାରେଜରୁ ଜମିକୁ ପାଣି ମିଳୁ ନ ଥିବା ପ୍ରତିବାଦରେ କଂଗ୍ରେସ ଯୁବନେତା ତଥା ପୂର୍ବତନ ସମିତି ସଭ୍ୟ ସୁଶାନ୍ତ...

ଦଲାଲ ନାମରେ ଗିରଫଦାରିକୁ ଏମ୍‌ଆର୍‌ଙ୍କ ବିରୋଧ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଅନୁଗୋଳ ଅଫିସ, ୨।୧୦- ଓଡ଼ିଶା ସେଲ୍ସ ରିପ୍ରେଜେଣ୍ଟେଟିଭ ୟୁନିୟନ(ଓଏସ୍‌ଆର୍‌ୟୁ) ଡାକରାରେ ଅନୁଗୋଳ ସହରରେ କାର୍ଯ୍ୟ କରୁଥିବା ସମସ୍ତ ମେଡିସିନ ରିପ୍ରେଜେଣ୍ଟେଟିଭ (ଏମ୍‌ଆର) ମଙ୍ଗଳବାର ଜିଲାପାଳଙ୍କ କାର୍ଯ୍ୟାଳୟ...

ପୁଣି ବାହାରୁ ରୋଗୀ କିଣିଲେ ମେଡିସିନ: ସମ୍ପର୍କୀୟ ତାତିଲା ପରେ ଚେତିଲେ କର୍ତ୍ତୃପକ୍ଷ

ଅନୁଗୋଳ ଅଫିସ, ୧ା୧୧- ୫-ଟି ସଚିବଙ୍କ ତାଗିଦ ପରେ ବି ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆସୁଥିବା ରୋଗୀଙ୍କ ମଧ୍ୟରୁ ଅନେକଙ୍କୁ ବାହାରୁ ଔଷଧ କିଣିବାକୁ...

ଓଲଟି ପଡ଼ିଲା ତେଲ ବୋଝେଇ ଟ୍ୟାଙ୍କର: ତେଲ ବୋହି ନେଲେ ଲୋକେ

ବଇଣ୍ଡା,୩୧।୭(ଡି.ଏନ.ଏ.): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥ ହଣ୍ଡପା ଥାନା ବଇଶିଣା ନିକଟରେ ବୁଧବାର ସକାଳେ ଏକ ପେଟ୍ରୋଲ ଓ ଡିଜେଲ ବୋଝେଇ ଟ୍ୟାଙ୍କର ଭାରସାମ୍ୟ ହରାଇ...

ଟ୍ରକ୍‌ ଧକ୍କାରେ ଛାତ୍ରୀ ଗୁରୁତର: ଟ୍ରକ୍‌ ସହ ଡ୍ରାଇଭର ଅଟକ, ଘଟଣାସ୍ଥଳରେ ଉତ୍ତେଜନା

ଅନୁଗୋଳ ଅଫିସ,୨୦।୯: ଅନୁଗୋଳ ଜିଲା କୁମଣ୍ଡ-ଜରାସିଂହା ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନରେ ଟ୍ରକ୍‌ ଧକ୍କାରେ ନୋଡାଲ ଉଚ୍ଚ ବିଦ୍ୟାଳୟର ଜଣେ ଛାତ୍ରୀ ଗୁରୁତର ହୋଇଛନ୍ତି। ସେ ହେଲେ...

Leave a comment

Your email address will not be published. Required fields are marked *