ବିଭୂତି ପ୍ରଧାନ ୧୬୯୧ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୩ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୩୦,୩୭୫ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୨୮,୬୮୪ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୨୮୪୨ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୧୬୯୧ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By Dharitri.Com

୫ମ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୫ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୩୯୭ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ଭାଜପାର ଅଶୋକ...

ନଦୀ ପାର ଦନ୍ତାର ନରସଂହାର

ଅନୁଗୋଳ ଜିଲାରେ ଅନେକ ସମୟରେ ହାତୀକୁ ନେଇ ଆତଙ୍କ ଦେଖାଯାଉଛି। କେତେବେଳେ ହାତୀ ଗଁ। ନିକଟକୁ ଆସି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି ତ...

କେନ୍ଦ୍ରାପଡ଼ା ଲୋକ ସଭା ନିର୍ବାଚନ ମଣ୍ଡଳୀରେ ଜମୁଛି ପ୍ରଚାର

କେନ୍ଦ୍ରାପଡ଼ା ଅଫିସ୍‌, ୧୭।୪: ଆସନ୍ତା ୧୮ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୧୬ ତାରିଖରୁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି।...

ସୁଧୀର ୮୫୮୨ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୯ମ ରାଉଣ୍ଡ ସୁଦ୍ଧା ୬୫,୫୬୦ ଭୋଟ କାଉଣ୍ଟ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୩୦,୬୯୨ ଖଣ୍ଡ ଭୋଟ...

ପାଲଲହଡ଼ାରେ ମୁକେଶ ୬୭୯୧ ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୨୧ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୭୯୧ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ମୁକେଶ ୪୧୬୬୮...

କାମାକ୍ଷାନଗରରେ ନୀତି ଆୟୋଗ ସଦସ୍ୟ: ଶିକ୍ଷା, ବିଦ୍ୟୁତ୍‌ ବ୍ୟବସ୍ଥା ସ୍ଥିତି ପରିଖିଲେ

କାମାକ୍ଷାନଗର, ୧୮।୭(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଅଞ୍ଚଳକୁ ଗୁରୁବାର ପରିଦର୍ଶନରେ ଆସିଥିଲେ ନୀତି ଆୟୋଗ ସଦସ୍ୟା ମାନ୍‌ସୀ ସିଂ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ,...

ଭୁବନେଶ୍ୱରରେ ହେବ ସାତକୋଶିଆ ମାନସମନ୍ଥନ ୧୫ରେ ବାଘୁଣୀ ସୁନ୍ଦରୀର ଭାଗ୍ୟ ନିର୍ଦ୍ଧାରଣ

ବନ୍ତଳା,୧୧ା୭ : ଆସନ୍ତା ୧୫ ତାରିଖରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ଭୁବନେଶ୍ୱରରେ ହେବ ମାନସମନ୍ଥନ। ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଥିବା ଏହି ବୈଠକରେ ସାତକୋଶିଆ...

ଅନୁଗୋଳ, ବଅଁରପାଳ ଖେଳାଳିଙ୍କୁ ଉପେକ୍ଷା : ନିର୍ମାଣ ହୋଇନି ମିନି ଷ୍ଟାଡିୟମ

ଅନୁଗୋଳ ଅଫିସ, ୧୧।୭ – କ୍ରୀଡ଼ାର ବିକାଶ ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। ବିଶେଷକରି ଗ୍ରାମାଞ୍ଚଳରେ କ୍ରୀଡ଼ା ପ୍ରତିଭା ସୃଷ୍ଟି କରିବା...

Leave a comment

Your email address will not be published. Required fields are marked *