ଓଏସଆରଟିସିର ଟୋଲ ଫ୍ରି ନମ୍ବର

ଭୁବନେଶ୍ୱର, ୨-୯(ବ୍ୟୁରୋ): ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ(ଓଏସଆରଟିସି) ପକ୍ଷରୁ ଯାତ୍ରୀମାନଙ୍କ ପାଇଁ ୨୪ ଘଣ୍ଟିଆ ଟୋଲ ଫ୍ରି ନମ୍ବର ଜାରି କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଲକ୍ଷ୍ୟ ହାସଲ ଓ ଓଏସଆରଟିସିରେ ସ୍ବଚ୍ଛତା ଆଣିବା ପାଇଁ ଏହି ଟୋଲ ଫ୍ରି ସେବା ଆରମ୍ଭ କରାଯାଇଛି ବୋଲି ଓଏସଆରଟିସି ପକ୍ଷରୁ କୁହାଯାଇଛି। ୧୮୦୦-୩୪୫-୧୧୨୨ରେ ଯାତ୍ରୀମାନେ ଫୋନ କରି ବସ୍‌ ସଂପର୍କିତ ସୂଚନା ପାଇପାରିବେ। ତା’ସହ ବସ୍‌ଯାତ୍ରାର ଫିଡ୍‌ବ୍ୟାକ୍‌ ଓ ଅଭିଯୋଗ ମଧ୍ୟ ଯାତ୍ରୀ ଏହି ନମ୍ବରରେ କରିପାରିବେ। ଏହି ନମ୍ବରରେ ମିଳିବାକୁ ଥିବା ଯାତ୍ରୀମାନଙ୍କ ଅଭିଜ୍ଞତାରୁ ବସ୍‌ ସେବାରେ ସୁଧାର ଅଣାଯିବ ବୋଲି କୁହାଯାଇଛି। ଏହି ଟୋଲଫ୍ରି ନମ୍ବର ଭୁବନେଶ୍ୱରସ୍ଥିତ ପରିବହନ ଭବନରେ ପରିଚାଳିତ ହେବ।


All Right Reserved By Dharitri.Com

ପୁଣି କୋହଳ ହେଲା ଗାଡ଼ି କାଗଜପତ୍ର ଯାଞ୍ଚ ନିୟମ: ଆଉ ତିନି ମାସ ଘୁଞ୍ଚିଲା ଡେଡ୍‌ଲାଇନ୍‌

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ପୁଣି ଘୁଞ୍ଚିଲା ଡେଡ୍‌ଲାଇନ୍‌। ଡିସେମ୍ବର ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ୨୦୧୯ ଲାଗୁ ପାଇଁ ଯେଉଁ ଘୋଷଣା କରାଯାଇଥିଲା ତାହା ଘୁଞ୍ଚିଛି। ଏହାକୁ...

ଆଉ ନୂଆ ୧୭ ଏନ୍‌ଏସି ଗଠନ ହେବ

ଭୁବନେଶ୍ୱର, ୩୦।୭(ବ୍ୟୁରୋ):ରାଜ୍ୟରେ ଆଉ ୧୭ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି) ଖୋଲିବା ପାଇଁ କେବଳ ଜନସଂଖ୍ୟା ନୁହେଁ, ସେଠାକାର ଭୌଗୋଳିକ ପରିସ୍ଥିତି, ରାଜସ୍ବ ଆୟ ଓ...

ପିଆଜ ପରେ ଆଳୁ ମାଡ: ୨ ଦିନ ମଧ୍ୟରେ ବଢିଲାଣି ୧୦ ଟଙ୍କା

କଟକ ଅଫିସ୍‌, ୧୮।୧୨: ପିଆଜ ପରେ ଏବେ ଆଳୁ ପାଳି। ପିଆଜର ଅହେତୁକ ମୂଲ୍ୟ ବୃଦ୍ଧିରେ ଗ୍ରାହକ ଅସନ୍ତୁଷ୍ଟ ଥିବାବେଳେ ଏବେ ଆଳୁ ମୂଲ୍ୟ ଧୀରେ...

ବାଉରୀ ନାଳରେ ପୋଲ ନିର୍ମାଣ ହେଉନି: ବର୍ଷା ହେଲେ ଯାତାୟାତ ଠପ୍‌

ଛେଣ୍ଡିପଦା,୨୮ା୬(ଡି.ଏନ.ଏ.)- ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡା-ପରା ପଥରପୁଞ୍ଜି ଗ୍ରାମ ରାସ୍ତାର ମଧ୍ୟଭାଗରେ ପ୍ରବାହିତ ବାଉରୀ ନାଳ ଉପରେ ଦୀର୍ଘଦିନର ଦାବି ସତ୍ତ୍ୱେ ସ୍ଥାୟୀ ପୋଲ...

୪ ସ୍ବାବ୍‌ ଗ୍ରହଣ କେନ୍ଦ୍ରରେ ୨୭୨ ଜଣଙ୍କ ନମୁନା ସଂଗ୍ରହ

ବିଞ୍ଝାରପୁର,୨୭।୪(ଡି.ଏନ.ଏ): ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବିଞ୍ଝାରପୁର ବ୍ଲକରେ କୋଲକାତା ଫେରନ୍ତାଙ୍କ ପାଇଁ ୪ଟି ସ୍ବାବ୍‌ ଗ୍ରହଣ କେନ୍ଦ୍ର କରାଯାଇଛି। ବ୍ଲକର ସୟଦପୁରସ୍ଥିତ ବ୍ରଜସୁନ୍ଦର...

ସିଇଟିରେ ହେବ ‘କ୍ରିଟିକାଲ ମେଶିନ୍‌ ଲର୍ନିଂ’ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ

ଭୁବନେଶ୍ୱର,୧୯ା୧୦(ବ୍ୟୁରୋ): ଦକ୍ଷତା ବିକାଶ ନିମନ୍ତେ ମୁମ୍ବାଇସ୍ଥିତ ସେମାରୁ ଚଳଚ୍ଚିତ୍ର ସଂସ୍ଥା ପକ୍ଷରୁ ଖୁବ୍‌ଶୀଘ୍ର ଭୁବନେଶ୍ୱରଠାରେ ଏକ ଦକ୍ଷତା କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହାସହ ଟେକ୍‌ ମହିନ୍ଦ୍ରା...

କ୍ୱାର୍ଟର୍ସ ନ ଛାଡ଼ିଲେ ପାଣି, ବିଜୁଳି ବନ୍ଦ: ବାଚସ୍ପତି

ଭୁବନେଶ୍ୱର, ୧୬।୯(ବ୍ୟୁରୋ): ନିର୍ବାଚନ ସରିବାର ଦୀର୍ଘ ମାସ ପରେ ବି ପୂର୍ବତନ ବିଧାୟକମାନେ ସରକାରୀ କ୍ୱାର୍ଟର୍ସ ଛାଡ଼ି ନାହାନ୍ତି। ତେଣୁ ତୁରନ୍ତ କ୍ୱାର୍ଟରସ ଛାଡ଼ିବାକୁ ବାଚସ୍ପତି...

ବ୍ୟବସାୟୀଙ୍କୁ ଅପହରଣ ମାମଲା: ୪ ଗିରଫ: ୩ କାର୍‌,୨ ବାଇକ୍‌, ବନ୍ଧୁକ ଜବତ

ଭୁୁବନେଶ୍ୱର,୨ା୮(ବ୍ୟୁରୋ): ଭୁୁବନେଶ୍ୱର,୨ା୭(ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଲେନ୍‌ ଏନ୍‌-୧ରେ ରହୁଥିବା ବ୍ୟବସାୟୀ ଶିବସୁନ୍ଦର ଦାଶଙ୍କୁ ଗତ ୭ ତାରିଖ ରାତିରେ କେତେଜଣ ଦୁର୍ବୃତ୍ତ କାର୍‌ ସହ...

Leave a comment

Your email address will not be published. Required fields are marked *