ପାକିସ୍ତାନ ସମେତ ୪ ଦେଶରେ ଅଛି ଦେବୀ ମା’ଙ୍କ ମନ୍ଦିର

ସାରା ଦେଶରେ ନବରାତ୍ରୀର ଧୂମ୍‌ ଚାଲିଛି। ଦୀର୍ଘ ୯ ଦିନ ଧରି ମହାମାୟା ପୂଜା ପାଇବେ। କୁହାଯାଏ, ମା’ଙ୍କ ୯ଟି ରୂପକୁ ପୂଜା କଲେ ଶୁଭଫଳ ମିଳେ। କେବଳ ଭାରତରେ ନୁହେଁ, ସାରା ବିଶ୍ୱର ଅନେକ ସ୍ଥାନରେ ଦେବୀ ମା’ଙ୍କ ମନ୍ଦିର ରହିଛି। ଭାରତରେ ୪୧ ଶକ୍ତିପୀଠ ଥିବାବେଳେ ଅନ୍ୟ ୫ଟି ଦେଶରେ ୯ଟି ଶକ୍ତିପୀଠ ରହିଛି। ପାକିସ୍ତାନରେ ୧, ବାଲାଂଦେଶରେ ୪ଟି, ଶ୍ରୀଲଙ୍କାରେ ୧, ତିବ୍ଦତରେ ୧ ଏବଂ ନେପାଳରେ ୨ଟି ଶକ୍ତିପୀଠରେ ମା’ ପୂଜା ପାଉଛନ୍ତି। ଏହିସବୁ ପୀଠଗୁଡିକରେ ନବରାତ୍ର ସମୟରେ ଭିଡ ଜମେ। ଦେଶବିଦେଶରୁ ଅନେକ ଶ୍ରଦ୍ଧାଳୁ ମା’ଙ୍କ ପୂଜା ପାଇଁ ସେଠାରେ ପହଞ୍ଚତ୍ଥାନ୍ତି।


All Right Reserved By

ନିରାଡ଼ମ୍ବର ପୂଜା କରିବ ଡିଷ୍ଟ୍ରିକ୍ଟ ସେଣ୍ଟର ପୂଜା କମିଟି : ନବମୀରେ ନିଆରା କୁମାରୀ ପୂଜା

ଭୁବନେଶ୍ୱର,୨୩ା୯(ବ୍ୟୁରୋ) : ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ଏଥିପାଇଁ ଚଳଚଞ୍ଚଳ ହେଲାଣି ଭୁବନେଶ୍ୱର। ପୂଜା କମିଟିର ପ୍ରସ୍ତୁତି ଜୋର୍‌ଦାର ଚାଲିଥିବାବେଳେ ତୋରଣ ବନ୍ଧା ସହ...

ମା’ ଦୁର୍ଗାଙ୍କ ଗହଣା ଉପରେ ନଜର ପକାଇଲେ ଚୋର, ପରିଣତି କ’ଣ ହେଲା ଜାଣନ୍ତୁ…

ମା’ ଦୁର୍ଗାଙ୍କ ମହିମା ଅପାର। ତାଙ୍କ ଉପରେ ଭରସା କରି ମାନସିକ ପୂରଣ ପାଇଁ ଧାଇଁ ଆସିଥାନ୍ତି ଭକ୍ତ। ଆଜି ମା’ଙ୍କ ଏପରି ଏକ ଚମତ୍କାରିତା...

ଚଣ୍ଡିଗଡ଼ରେ ୨୧ ଫୁଟ ଉଚ୍ଚର ରାବଣ

ଚଣ୍ଡିଗଡ଼,୪।୧୦: ସମଗ୍ର ଦେଶରେ ଦୁର୍ଗାପୂଜା ପାଳନ କରାଯାଉଥିବା ବେଳେ ଶୁକ୍ରବାର ଷଷ୍ଠୀ ହୋଇଥିବାରୁ ବିଭିନ୍ନ ମଣ୍ଡପ ଗୁଡିକରେ ସ୍ବତନ୍ତ୍ର ପୂଜାର୍ଚ୍ଚନା କରାଯାଇଛି। ଚଳିତ ବର୍ଷ ଦଶହାର...

ଶହୀଦନଗର ଦୁର୍ଗାପୂଜା ସମିତି:ତୋରଣରେ ଲକ୍ଷ୍ନୌ ରାଜପ୍ରାସାଦ

ଭୁବନେଶ୍ୱର,୧୭-୯(ବ୍ୟୁରୋ):ଶାରଦୀୟ ଦୁର୍ଗାପୂଜା ପ୍ରସ୍ତୁତିରେ ନିଜକୁ ସାମିଲ କରିଛି ଭୁବନେଶ୍ୱରର ଅନ୍ୟତମ ପ୍ରମୁଖ ପୂଜାମଣ୍ଡପ ଶହୀଦନଗର। ଶହୀଦନଗର ଦୁର୍ଗାପୂଜା ସମିତି ପକ୍ଷରୁ ଏବେ ସୁଦ୍ଧା ମା’ଙ୍କ ମୃଣ୍ମୟୀ...

ଚାଉଳିଆଗଞ୍ଜ ପୂଜା କମିଟି : ଦଶମୀରେ ହୁଏ ଦହି ପଖାଳ

କଟକ ଅଫିସ,୧୬ା୯ : ଷୋଡ଼ଶ ଉପଚାରରେ ହୁଏ ଜନଗହଳି। କେବଳ ଗୋଟିଏ ଦିନ ନୁହେଁ, ସମ୍ପୂର୍ଣ୍ଣ ଷୋଡ଼ଶ ଉପଚାରରେ ଏଠାରେ ଜନଗହଳି ହୁଏ। ଚଳିତଥର ଷୋଡ଼ଶ...

ମା’ ଦୁର୍ଗାଙ୍କୁ କେଉଁ ଦେବତା କେଉଁ ଅସ୍ତ୍ର ପ୍ରଦାନ କରିଥିଲେ ଜାଣନ୍ତୁ…

ମା’ ଦୁର୍ଗାଙ୍କ ଆବାହନରେ ପୁରପଲ୍ଲୀ ହୋଇଉଠିଛି ଚଳଚଞ୍ଚଳ। ଆଶ୍ୱୀନ ମାସ ଶୁକ୍ଳପକ୍ଷ ୬ଷ୍ଠୀ ତିଥିରୁ ଆରମ୍ଭ ହୋଇଛି ମା’ଙ୍କର ଏହି ପୂଜାର୍ଚ୍ଚନା। ଆଜି ଅର୍ଥାତ ରବିବାର...

ଶୋଭାପାଇବ ପ୍ୟାରିସ୍‌ର ଡିଜ୍‌ନିଲ୍ୟାଣ୍ଡ ପାର୍କ

କଟକ ରୋଡ,୧୯।୯(ଡି.ଏନ୍‌.ଏ.): ଚଳିତବର୍ଷ ଝାରପଡ଼ା ଦୁର୍ଗାପୂଜା ସମିତି ନବମ ବର୍ଷରେ ପହଞ୍ଚିଛି। ପୂର୍ବରୁ ବିଭିନ୍ନ ସମୟରେ ଆକର୍ଷଣୀୟ ତୋରଣ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ପୂଜା...

ଭୋପାଳରେ ପୂଜା ହେବେନି ୬ ଫୁଟ୍‌ରୁ ଊର୍ଦ୍ଧ୍ୱ ଉଚ୍ଚତାର ଦୁର୍ଗାମୂର୍ତ୍ତି

ଭୋପାଳ,୧୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ଖଟଲାପୁରରେ ଗତ ଗଣେଶ ପୂଜା ସମୟରେ ହୋଇଥିବା ଦୁର୍ଘଟଣାକୁ ନେଇ ମଧ୍ୟପ୍ରଦେଶ ସରକାର ଏବେ ଏକ ବଡ ନିଷ୍ପତ୍ତି ନେଇଛନ୍ତି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *