Posted inଜାତୀୟ

ଭାରତ ଆସିବେ ଚୀନ ରାଷ୍ଟ୍ରପତି ଶି. ଜିନପିଙ୍ଗ୍‌

ଚେନ୍ନାଇ,୨।୧୦: ଅକ୍ଟୋବର ଦ୍ୱିତୀୟ ସପ୍ତାହରେ ଚୀନ ରାଷ୍ଟ୍ରପତି ଶି. ଜିନପିଙ୍ଗ୍‌ ଭାରତ ଗ୍ରସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଚେନ୍ନାଇର ମହାବଳୀପୁରମ ଗସ୍ତ କରିବେ ବୋଲି ସୂଚନା ମିଳିଛି। ଏହି ଦୁଇନେତାଙ୍କ ସ୍ବାଗତ ପାଇଁ ସେଠାରେ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସୂଚନାଯୋଗ୍ୟ,ଏହି ଦୁଇ ନେତା ଗତବର୍ଷ ଚୀନର ବୁହାନରେ ଆୟୋଜିତ ଏକ ସମ୍ମିଳନୀରେ ଭେଟ ହୋଇଥିଲେ।


All Right Reserved By Dharitri.Com

ପୋଖରାନରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଜନାଥ

ଜଇପୁର,୧୬।୮: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ରାଜସ୍ଥାନର ପୋଖରାନଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। କାରଣ ୧୯୯୮ରେ ବାଜପେୟୀ...

କୌରବଙ୍କ ରାଜଧାନୀର ପୁନଃ ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୬।୧: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବେ ମିରଟ ଜିଲାରେ ଥିବା କୌରବଙ୍କ ରାଜଧାନୀ ହସ୍ତିନାପୁରର ପୁନଃ ନିର୍ମାଣ ପାଇଁ ଦାୟିତ୍ୱ ନେଇଛନ୍ତି। ମହାଭାରତ ସମୟରୁ...

ଜୟପୁର ବୋମା ବିସ୍ଫୋରଣ ମାମଲା: ୪ ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ

ନୂଆଦିଲ୍ଲୀ,୨୦।୧୨: ରାଜସ୍ଥାନ ଜୟପୁର ବୋମା ବିସ୍ଫୋରଣ ମାମଲାର ଦୀର୍ଘ ୧୧ ବର୍ଷ ପରେ ୪ ଦୋଶୀଙ୍କୁ ଫାଶୀ ଦଣ୍ଡ ମିଳିଛି। ସ୍ପେଶାଲ କୋର୍ଟର ବିଚାରପତି ଅଜୟ...

୭୫ ପ୍ରତିଶତ ଭାରତବାସୀ ଧର୍ମନିରପେକ୍ଷତା ଉପରେ କରନ୍ତି ବିଶ୍ୱାସ: ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୧୩।୬: ଦେଶର ତିନି ଚତୁର୍ଥାଂଶ ଲୋକ ଅର୍ଥାତ୍‌ ୭୫ ପ୍ରତିଶତ ଲୋକ ଧର୍ମନିରପେକ୍ଷତା ଉପରେ ବିଶ୍ୱାସ କରନ୍ତି। ସେଣ୍ଟର ଫର୍‌ ଷ୍ଟଡିଜ୍‌ ଅଫ୍‌ ଡେଭଲପିଙ୍ଗ୍‌ ସୋସାଇଟିଜ୍‌(ସିଏସ୍‌ଡିଏସ୍‌)...

ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳ: ୧୦ ମନ୍ତ୍ରଣାଳୟ ଉପରେ ୫ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୧୦।୨: ଖାଦ୍ୟ ସୁରକ୍ଷା ଆଇନ ଲାଗୁ କରିବାରେ ବିଫଳତା ନେଇ କେନ୍ଦ୍ର ସରକାରଙ୍କ ଉପରେ ସୁପ୍ରିମ୍‌କୋର୍ଟ ବର୍ଷିଛନ୍ତି। କେନ୍ଦ୍ରର ୧୦ଟି ମନ୍ତ୍ରଣାଳୟ ଉପରେ ଏନେଇ ସୁପ୍ରିମ୍‌କୋର୍ଟ...

ଇତିହାସ ରଚିବାକୁ ଯାଉଛି ଇସ୍ରୋ: ‘ଚନ୍ଦ୍ରଯାନ-୨’ର କାଉଣ୍ଟଡାଉନ୍‌ ଆରମ୍ଭ

ନୂଆଦିଲ୍ଲୀ, ୨୧।୦୭: ମହାକାଶ ଇତିହାସରେ ଭାରତ ଆଉ ଏକ ସଫଳ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଜୁଲାଇ ୨୨ ତାରିଖ ଅପରାହ୍ନ ୨ଟା ୪୩ ମିନିଟରେ ମହାକାଶକୁ...

ଏମିତି ନଦୀ ଯାହାର ବାଲିରୁ ମିଳେ ମୁଠା ମୁଠା ସୁନା…

ଝାଡ଼ଖଣ୍ଡରେ ରହିଛି ସୁବର୍ଣ୍ଣ ରେଖା ନଦୀ। ରତ୍ନଗର୍ଭାଠାରୁ ୧୫ କିମି ଦୂରରେ ରହିଛି ଏହି ନଦୀ। ସୂର୍ଯ୍ୟାଲୋକ ପଡ଼ିଲେ ନଦୀର ଜଳ ସୁନା ପରି ଚକଚକ...

ସ୍ଥଳ, ବାୟୁସେନାର ବୃଦ୍ଧି ପାଇବ ପରାକ୍ରମ: ଡିଆର୍‌ଡିଓ ନିର୍ମାଣ କରୁଛି ‘ପ୍ରନାଶ’ କ୍ଷେପଣାସ୍ତ୍ର

ନୂଆଦିଲ୍ଲୀ,୧୦।୨: ଅଗାମୀ ଦିନରେ ସ୍ଥଳସେନା ଏବଂ ବାୟୁସେନାର ପରାକ୍ରମ ବୃଦ୍ଧି ପାଇବ। ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍‌ଡିଓ) ପକ୍ଷରୁ ପ୍ରହାର କ୍ଷେପଣାସ୍ତ୍ର ଶ୍ରେଣୀର ନୂଆ...

Leave a comment

Your email address will not be published. Required fields are marked *