ଶାଳିଆ ଡ୍ୟାମ୍‌ରେ ଭାସୁଛି ମୃତଦେହ, ହତ୍ୟା ସନ୍ଦେହ

ଖୋର୍ଦ୍ଧା ଅଫିସ,୨ା୧୦: ବାଣପୁର ଥାନା ଶାଳିଆ ଡ୍ୟାମରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ଭାସୁଥିବା ଦେଖାଯାଇଛି। ମୃତ ଯୁବକଙ୍କର ବୟସ ୨୫ରୁ ୪୦ ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର ପାଇଁ ପ୍ରଚେଷ୍ଟା ଆରମ୍ଭ କରିଛି। ତେବେ ତାଙ୍କୁ କେହି ହତ୍ୟା କରି ଏଠାରେ ଫୋପାଡି ଦେଇଥିବା ଅନୁମାନ କରାଯାଉଛି।


All Right Reserved By

କାର ଅଟକାଇ କାଚ ଭାଙ୍ଗିଲେ ଟ୍ରାଫିକ୍‌ କନଷ୍ଟେବଳ: ଯୁବ କଂଗ୍ରେସ ପକ୍ଷରୁ ଥାନା ଘେରାଉ

ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଜୟଦେବ ବିହାର ଛକ ନିକଟରେ ଜଣେ ଟ୍ରାଫିକ୍‌ କନଷ୍ଟେବଳଙ୍କ ଦାଦାଗିରି ଦେଖିବାକୁ ମିଳିଛି। ୟୁନିଟ୍‌-୮ ବିପି କଲୋନୀରେ...

ବଢ଼ୁଛି ମାନସିକ ରୋଗୀଙ୍କ ଉତ୍ପାତ : ପ୍ରଶାସନ ପକ୍ଷରୁ ହେଉନି କାର୍ଯ୍ୟାନୁଷ୍ଠାନ

ନିରାକାରପୁର,୯ା୮(ଡି.ଏନ.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ଏବେ ମାନସିକ ରୋଗୀଙ୍କ ଉତ୍ପାତ ବୃଦ୍ଧିପାଉଛି। ରାଜ୍ୟ ଓ ବାହାରୁ ବସ, ଟ୍ରେନ୍‌ ଓ ଅନ୍ୟ ପଥରେ ଏଠାକୁ...

ଜାତୀୟ ରାଜପଥରେ ଲୁଟେରା ସକ୍ରିୟ : ୫ ବର୍ଷରେ ୯ ଜଣଙ୍କ ମୃତ୍ୟୁ

ଖୋର୍ଦ୍ଧା ଅଫିସ,୩୦।୮ : ଖୋର୍ଦ୍ଧା ଜିଲା ଦେଇ ଅତିକ୍ରମ କରିଥିବା କୋଲକାତା-ମାଡ୍ରାସ ୧୬ ନଂ. ଓ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥରେ ଲୁଟେରା ସକ୍ରିୟ...

ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡରେ ଅବକାରୀ ବିଭାଗର ଚଢ଼ାଉ: ଲକ୍ଷାଧିକ ମୂଲ୍ୟର ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା ଅଫିସ, ୧୧।୧୦: ଶୁକ୍ରବାର ପୂର୍ବାହ୍ନରେ ଅବକାରୀ ବିଭାଗର କର୍ମଚାରୀମାନେ ଖୋର୍ଦ୍ଧା ନୂଆ ବସ୍‌ଷ୍ଟାଣ୍ଡ ଉପରେ ଚଢ଼ାଉ କରି ୧୬ ଗ୍ରାମ ବ୍ରାଉନସୁଗାର ଜବତ କରିଛନ୍ତି।...

ମହଙ୍ଗା ପଡ଼ିଲା ଏସ୍‌ଟିଏଫ୍‌ ନୋଟିସ୍‌ : ମେରିଟୋରିୟସ ପଦକ ହରାଇଲେ ଆଇଆଇସି

ଖୋର୍ଦ୍ଧା ଅଫିସ,୧୫।୮: ସ୍ବାଧୀନତା ଦିବସ ଅବସରରେ ଭୁବନେଶ୍ୱର ସୂଚନା ଭବନଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୩୯ଜଣ ପୋଲିସ ଅଧିକାରୀ ଓ...

କୃଷିଭବନକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ: ୫ ‘ଟି’ ସୂତ୍ର ଆଧାରରେ କାର୍ଯ୍ୟ କରିବାକୁ ଆହ୍ବାନ

ଭୁବନେଶ୍ୱର, ୨୭ା୭(ବ୍ୟୁରୋ): କୃଷିମନ୍ତ୍ରୀ ଅରୁଣ ସାହୁ ଶୁକ୍ରବାର କୃଷିଭବନକୁ ଅଚାନକ ଗସ୍ତ କରିଥିଲେ। ସେଠାରେ ପହଞ୍ଚିବା ପରେ ମୁଖ୍ୟ ଫାଟକ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିଲେ।...

ପାରିବାରିକ କଳହ: ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଜୀବନ ହାରିଲେ ସ୍ବାମୀ

ଖୋର୍ଦ୍ଧା ଅଫିସ, ୪।୧୦: ଖୋର୍ଦ୍ଧା ଜିଲା ବାଣପୁର ଥାନା ନଇରି ପଞ୍ଚାୟତ ସାନ-ନଇରି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ...

ବେଆଇନ ମାଙ୍କଡ଼ା ପଥର ବୋଝେଇ ଗାଡ଼ି ଓଲଟିଲା

ବେଗୁନିଆ, ୨୩। ୮ (ଡି.ଏନ.ଏ.)- ବେଆଇନ ଭାବେ ପଥର ଖଣିରୁ ଗୁରୁବାର ବିଳମ୍ବିତ ରାତିରେ ମାଙ୍କଡା ପଥର ବୋଝେଇ କରି ପଳାଇ ଯାଉଥିବା ଏକ ମିନି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *