ଜିଲା ପ୍ରଶାସନ ପକ୍ଷରୁ ଗାନ୍ଧୀ ଜୟନ୍ତୀ: ସ୍ବାଧୀନତା ସଂଗ୍ରାମୀ ପୁରସ୍କୃତ

ଭଦ୍ରକ ଅଫିସ,୨।୧୦: ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଗାନ୍ଧୀ ଜୟନ୍ତୀ ପାଳନ କରାଯାଇଛି। ସଂସ୍କୃତି ଭବନ ପରିସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ବାଧୀନତା ସଂଗ୍ରାମୀଙ୍କୁ ପୁରସ୍କୃତ କରାଯାଇଥିଲା। ଏଥିରେ ଜିଲାପାଳ ଜ୍ଞାନରଞ୍ଜନ ଦାସ, ବିଧାୟକ ସଞ୍ଜୀବ ମଲିକ, ସ୍ବାଧୀନତା ସଂଗ୍ରାମୀ ଶ୍ୟାମସୁନ୍ଦର ବେହେରା, ରାମହରି ଗୋସ୍ବାମୀ, ଗୌରୀସ୍ବାମୀ ଗୋସାମୀ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୋଲଖ ବେହେରା ଉକ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


All Right Reserved By Dharitri.Com

ସିକ୍ୟୁରିଟି ସଂସ୍ଥାର ବେଆଇନ କାରବାର: ବିନା କାର୍ଯ୍ୟାଦେଶରେ ଦିଆଯାଉଛି ନିଯୁକ୍ତି ସମ୍ବନ୍ଧୀୟ ପତ୍ର, ପାଣିକୋଇଲିରୁ ବଲାଙ୍ଗୀର, ରାୟଗଡା ଆଦି ଜିଲାକୁ ଲମ୍ବିଛି ଚେର

ଯାଜପୁର ଅଫିସ,୨୧ା୮- ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢ଼ିବାରେ ଲାଗିଛି। ଆବଶ୍ୟକ ଅନୁସାରେ ନିଯୁକ୍ତି ସୁଯୋଗ ସୃଷ୍ଟି ହେଉ ନ ଥିବାରୁ ଏଭଳି ସମସ୍ୟା...

୧୧ ମଣ୍ଡପରେ ପୂଜା ପାଇବେ ମା’

ଭଦ୍ରକ ଅଫିସ, ୨୭।୧୦ – ରାତି ପାହିଲେ ଆଲୋକର ପର୍ବ ଦୀପାବଳି। ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୁସଜ୍ଜିତ ମଣ୍ଡପ,...

ସୁବର୍ଣ୍ଣପୁର ଜିଲା ଚିଠି: ଧଳାସୁନା ମଣ୍ଡି

କୃଷିଭିତ୍ତିକ ସୁବର୍ଣ୍ଣପୁର ଜିଲାରେ ଚାଷୀ ସବୁବେଳେ ଅଭାବୀ ବିକ୍ରି ଓ ଦଲାଲଙ୍କ ଦ୍ୱାରା ଶୋଷିତ ହୋଇଆସୁଛି। ଧାନ ହେଉ ଅବା ପନିପରିବା କିମ୍ବା ଧଳାସୁନା କୁହାଯାଉଥିବା...

ଦିଆସିଲି ବୋଝେଇ ଟ୍ରକ ଜଳିଗଲା

ଭଣ୍ଡାରିପୋଖରୀ,୧୮।୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ୧୬ନଂ. ଜାତୀୟ ରାଜପଥର ଛତାବର ଛକ ପେଟ୍ରୋଲ ପମ୍ପ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ଦିଆସିଲି ବୋଝେଇ...

ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା: ପ୍ରେମ ବ୍ୟାପାରରୁ ହତ୍ୟା ସନ୍ଦେହ

ଧରାକୋଟ,୨୫।୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଘରୁ ଡାକି ନେଇ ଶୁକ୍ରବାର ବିଳମ୍ବିତ ରାତିରେ ହତ୍ୟା କରାଯାଇଛି। ହତ୍ୟାର ଶିକାର ହୋଇଛନ୍ତି ଅଲେଖ ନାହାକ...

ସିଏଏ, ଏନ୍‌ଆର୍‌ସିକୁ ବିରୋଧ: ଜିଲାପାଳଙ୍କ ବୁଝାଶୁଝା ପରେ ହଟିଲା ଆନ୍ଦୋଳନ

କେନ୍ଦ୍ରାପଡ଼ା ଅଫିସ,୨୧।୧୨: କେନ୍ଦ୍ରାପଡ଼ା ଜିଲାର ମୁସଲମାନ ଓ ଦଳିତ ମହାସଂଘ ପକ୍ଷରୁ ସିଏଏ ଓ ଏନ୍‌ଆର୍‌ସିକୁ ଶନିବାର ସକାଳେ ବିରୋଧ କରାଯାଇ ସହରର ନୂଆ ଇଦ୍‌ଗାହ...

ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀଙ୍କ ପଞ୍ଚଲିଙ୍ଗେଶ୍ୱର ଗସ୍ତ:‘ପୀଠର ବିକାଶ ଲାଗି ସାମୂହିକ ସହଯୋଗ ଲୋଡା’

ସଜନାଗଡ଼, ୨।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠକୁ ରବିବାର ସଂସ୍କୃତି, ପର୍ଯ୍ୟଟନ ବିଭାଗର ରାଷ୍ଟ୍ରମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଗସ୍ତ କରିଥିଲେ।...

ଟ୍ରେନରେ କଟି ଯୁବକଙ୍କ ଜୀବନ ଗଲା

ଭଦ୍ରକ ଅଫିସ,୩।୧: ଗୁରୁବାର ବିଳମ୍ବିତ ରାତିରେ ଟ୍ରେନରେ କଟି ଭଦ୍ରକ ନୂଆ ବଜାର ଅଂଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଜଣକ ପଙ୍କଜ...

Leave a comment

Your email address will not be published. Required fields are marked *