ପ୍ଲାଷ୍ଟିକ୍‌ମୁକ୍ତ ଅଭିଯାନ: ବ୍ଲକ ପକ୍ଷରୁ ମନ୍ଦିରକୁ ଷ୍ଟିଲ୍‌ ଗ୍ଲାସ୍‌ ପ୍ରଦାନ

ବଅଁରପାଳ,୨।୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଅନୁଗୋଳ ଲାୟନ୍ସ କ୍ଲବ ହାର୍‌ମୋନି ପକ୍ଷରୁ ବୁଧବାର ପ୍ଲାଷ୍ଟିକମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଏ ନେଇ କୁଲାଡ଼ ଶିବମନ୍ଦିର ଓ ଅଲେଖ ମନ୍ଦିରକୁ ୫ ଶହରୁ ଊର୍ଦ୍ଧ୍ୱ ଷ୍ଟିଲ୍‌ ଗ୍ଲାସ୍‌ ପ୍ରଦାନ କରାଯାଇଛି। ଗାନ୍ଧୀ ଜୟନ୍ତୀ ଅବସରରେ ବ୍ଲକ ପକ୍ଷରୁ ଏହି କାର୍ଯ୍ୟ ହାତକୁ ନିଆଯାଇଛି। ଚଳିତ ମାସରେ ପ୍ରାୟ ୧୦ ହଜାର ଷ୍ଟିଲ୍‌ ଗ୍ଲାସ ମନ୍ଦିର ମଠକୁ ପ୍ରଦାନ କରାଯିବ ବୋଲି କୁହାଯାଇଛି। ଏଥିରେ କ୍ଲବ ସଭାପତି ମନୋରଞ୍ଜନ ଜେନା, ସମ୍ପାଦକ କିଶୋର ଚନ୍ଦ୍ର ସାହୁ, ସଭାପତି ଭାଗୀରଥି ଜେନା, ଗୁରୁ ଚରଣ ସେଠ୍‌ଙ୍କ ସମେତ ବହୁ ଗ୍ରାମବାସୀ ଉପସ୍ଥିତ ଥିଲେ।


All Right Reserved By Dharitri.Com

ନୂଆପଡ଼ାରେ ଢୋଲକିଆ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୬ଷ୍ଠ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡିର ରାଜେନ୍ଦ୍ର କୁମାର ଢୋଲକିଆ ଆଗରେ ରହିଛନ୍ତି। ଢୋଲକିଆ ୧୧୬୩୫ ଭୋଟ...

ଆୟ ବହିର୍ଭୂତ ସମ୍ପତ୍ତି :ଜେଲ ଗଲେ ପୌର ନିର୍ବାହୀ ଅଧିକାରୀ

ଫୁଲବାଣୀ ଅଫିସ/ବ୍ରହ୍ମପୁର ଅଫିସ, ୨ା୭-ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଘଟଣାରେ ଛନ୍ଦି ହୋଇ ପଡିଥିବା ଫୁଲବାଣୀ ପୌର ପରିଷଦ ନିର୍ବାହୀ ଅଧିକାରୀ ରାଧାମୋହନ ବେହେରାଙ୍କୁ ସୋମବାର...

ଲୁଟ୍‌ ଘଟଣାରେ ଜଣେ ଗିରଫ

ବିରିଡ଼ି, ୨୪।୧ (ଡି.ଏନ୍‌.ଏ.): ବିରିଡ଼ି ଥାନା ଅଧୀନ ଦଳେଇଘାଇଠାରେ ଏକ ଧାନ ବୋଝେଇ ଟ୍ରକ (ନଂ.-ଓଆର୍‌-ଏଭି-୧୮୩୯) ଡ୍ରାଇଭରଙ୍କଠାରୁ ହୋଇଥିବା ଲୁଟ୍‌ ଘଟଣାରେ ପୋଲିସ ଜଣଙ୍କୁ ଗିରଫ...

ବ୍ରାହ୍ମଣୀ ନଦୀବନ୍ଧ : ବର୍ଷାରେ ଉଭୟ ପାର୍ଶ୍ୱରେରେନ୍‌ କର୍ଟ ସୃଷ୍ଟି

ବରୀ,୧୨।୮(ସ୍ବ.ପ୍ର.)- ବ୍ରାହ୍ମଣୀ ନଦୀର ଉଭୟ ପାର୍ଶ୍ୱ ବନ୍ଧରେ ଗତ ବୁଧବାର ଲଗାଣ ବର୍ଷାରେ ଶହେରୁ ଊର୍ଦ୍ଧ୍ୱ ରେନ୍‌ କର୍ଟ ସୃଷ୍ଟି ହୋଇଛି। ବର୍ଷା ଯୋର୍ଗୁ ଏବେ...

ପକ୍ଷାଘାତରେ ପୀଡ଼ିତ:ଭତା, ଆବାସ ଯୋଜନାରୁ ବଁଚିତ ବିପିନ

  ସୋନପୁର,୧୦ା୮(ନି.ପ୍ର): ସୁବର୍ଣ୍ଣପୁର ଜିଲା ସଦର ବ୍ଲକ ରେଙ୍ଗାଲି ପଁଚେତ୍‌ ଅଧୀନ ବିଶାଲପାଲି ଗଁାର ବିପିନ ମହାକୁର(୪୬)। ୨ ବଛର ହେଲା ସେ ପକ୍ଷାଘାତ ରୋଗ୍‌ରେ...

ଧଣ୍ଡାତୋପାରେ ଥମୁନି ହାତୀ ଉପଦ୍ରବ

ବଇଣ୍ଡା,୧୯।୧୦(ଡି.ଏନ.ଏ.) ଅନୁଗୋଳ ଜିଲା ଆଠମଲ୍ଲିକ ବନଖଣ୍ଡ ଧଣ୍ଡାତୋପା ରେଞ୍ଜରେ ଦିନକୁ ଦିନ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ ନିକଟସ୍ଥ ଜଙ୍ଗଲୁ ଗ୍ରାମାଭିମୁଖୀ ହୋଇ ବ୍ୟାପକ...

୫ମ ଦିବସୀୟ ନିଃଶୁଳ୍କ ଯୋଗ ଶିବିର ଉଦ୍‌ଯାପିତ; ଯୋଗ ଅଭ୍ୟାସରେ ରୋଗରୁ ମୁକ୍ତି ମିଳେ

ନୂଆପଡା ଅଫିସ/କୋମନା,୨୬।୯(ଡି.ଏନ.ଏ.) ନୂଆପଡା ଜିଲା କୋମନା ବ୍ଲକ ଭେଲା ଗ୍ରାମରେ ପତଞ୍ଜଳୀ ଯୋଗ ସମିତି ଏବଂ ଅଭ୍ୟୁଦୟ ୟୁଥ କ୍ଲବ ମିଳିତ ଆନୁକୂଲ୍ୟରେ ଚାଲିଥିବା ପଞ୍ଚମ...

ଜବତ ପଲିଥିନ ଛଡ଼ାଇ ନେଲେ

ଚାନ୍ଦବାଲି, ୧।୧୧ (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ପକ୍ଷରୁ ଗୁରୁବାର ଅପରାହ୍ନରେ କେତେକ ଦୋକାନରୁ ଜବତ କରାଯାଇଥିବା ପଲିଥିନକୁ ବ୍ୟବସାୟୀମାନେ ଛଡ଼ାଇ ନେଇଥିବା ଜଣାଯାଇଛି। ଅପରାହ୍ନ...

Leave a comment

Your email address will not be published. Required fields are marked *