ଗାନ୍ଧୀ ଜୟନ୍ତୀ: ପ୍ଲାଷ୍ଟିକ୍‌ ବର୍ଜନ ନେଇ ଶୋଭାଯାତ୍ରା

ବନ୍ତ,୨।୧୦(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ କାଦବରାଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟରେ ବୁଧବାର ଗାନ୍ଧୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀଛାତ୍ରମାନେ ପ୍ଲାଷ୍ଟିକ ବର୍ଜନ ସ୍ଲୋଗାନ ଦେଇ ଏକ ଶୋଭାଯାତ୍ରାରେ ବଜାର ପରିକ୍ରମା କରିଥିଲେ। ଡିସ୍‌ର ସମ୍ପାଦିକା ସ୍ମୃତିରେଖା ମହାନ୍ତି କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶିକ୍ଷକ ସହଯୋଗ କରିଥିଲେ।


All Right Reserved By Dharitri.Com

ଭଦ୍ରକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ

ଭଦ୍ରକ ଅଫିସ, ୧୨।୬: ଭଦ୍ରକ ସହରର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଅଗ୍ନିଶମ ବିଭାଗ ପକ୍ଷରୁ ୫ଟି ଟିମ୍‌ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ଶିକ୍ଷାନୁଷ୍ଠାନରେ ନିଆଁ ଲାଗିଲେ...

ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ

ବ୍ରହ୍ମପୁର ଅଫିସ୍‌,୧୫।୮-ବ୍ରହ୍ମପୁର ଷ୍ଟାଡିୟମ୍‌ରେ ଗୁରୁବାର ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ ଟି. ଆଓ...

ନାବାଳିକାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

କଣ୍ଟାପଡ଼ା,୭।୧୦(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି ସୋମବାର କୋର୍ଟଚାଲାଣ କରିଛି।...

ଓଲଟି ପଡ଼ିଲା ଛେଳି, ମେଣ୍ଢା ବୋଝେଇ ପିକ୍‌ଅପ : ୪୫ରୁ ଊର୍ଦ୍ଧ୍ୱ ମୃତ

ପଟାଙ୍ଗି,୧୭ା୬(ଡି.ଏନ୍‌.ଏ.) : କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ରାଲେଗଡ଼ା ପଞ୍ଚାୟତ ଅଧିନସ୍ଥ ତେଲରାଇ ଗ୍ରାମ ଛକ ନିକଟରେ ଜାତୀୟ ରାଜପଥ ଉପରେ ଏପି ୩୧ ଟିଏଚ୍‌...

ସମ୍ବଲପୁର ଲୋକ ମହୋତ୍ସବ ଉଦ୍‌ଘାଟିତ

ସମ୍ବଲପୁର,୫।୧(ବ୍ୟୁରୋ): ଆମର୍‌ ସଂସ୍କୃତି ଆରମ୍‌ ଟେକ୍‌ ଅଟେ । ସଂସ୍କୃତି, ପରମ୍ପରାକୁ ବଞ୍ଚାଇ ରଖିଲେ, ଜାତିର ସମ୍ମାନ ବୃଦ୍ଧି ହୋଇଥାଏ। ତେଣୁ ପ୍ରତ୍ୟେକସ୍ତରରୁ ଲୋକ ସଂସ୍କୃତିକୁ...

କାଗଜକଲମରେ ସୀମିତ ପଲିଥିନ କଟକଣା : ସରକାରୀ ନାଲିଫିତା ତଳେ ଦଣ୍ଡ ବ୍ୟବସ୍ଥା

ଖଣ୍ଡପଡ଼ା,୧୮ା୯(ସ୍ବ.ପ୍ର.): ଗାଁ ହେଉ ଅବା ସହର, ପଲିଥିନର ମୋହ ତୁଟାଇ ପାରୁନାହାନ୍ତି ଗ୍ରାହକ ଓ ବ୍ୟବସାୟୀ। ବିଭିନ୍ନ ସାମଗ୍ରୀ ଆଣିବା ପାଇଁ ଗ୍ରାହକମାନେ ଘରୁ ବ୍ୟାଗ...

ଗଞ୍ଜାମ ଜିଲାପରିଷଦ ସଭାପତି ଦାୟିତ୍ୱ ନେଲେ ସ୍ନେହଲତା

ଛତ୍ରପୁର, ୧୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାପରିଷଦ ସଭାପତି ଭାବେ ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ବିଧାୟକଭାବେ ନିର୍ବାଚିତ ହେବା ପରେ ସୁବାସ...

ଆବାସ ଯୋଜନାରେ ଦୁର୍ନୀତି ଘଟଣା: ପ୍ରାଥମିକ ତଦନ୍ତ ପରେ କାଗଜପତ୍ର ଖୋଳତାଡ଼

ଅନୁଗୋଳ ଅଫିସ, ୯।୯: ଅନୁଗୋଳ ବ୍ଲକ ବେଡ଼ାଶାସନ ପଞ୍ଚାୟତର ଦୁଇଟି ଗାଁରେ ଆବାସ ଯୋଜନାରେ ଦୁର୍ନୀତି ହୋଇଥିବା ନେଇ ବିଡିଓଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ...

Leave a comment

Your email address will not be published. Required fields are marked *