ବାଲିଅନ୍ତା ଗାନ୍ଧୀ ସ୍ମୃତି ପୀଠରେ ଗାନ୍ଧୀଜୟନ୍ତି ପାଳିତ

ବାଲିଅନ୍ତା, ୨।୧୦(ଡି.ଏନ୍‌.ଏ.): ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଭୁବନେଶ୍ୱର ବାଲିଅନ୍ତାସ୍ଥିତ ପବିତ୍ର ଗାନ୍ଧି ସ୍ମୃତି ପୀଠରେ ପାଳିତ ହୋଇଯାଇଛି। ଗାନ୍ଧୀ ପଦଯାତ୍ରା ସ୍ମୃତି ପରିଷଦ ପକ୍ଷରୁ ବୁଧବାର ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହି ଅବସରରେ ସାମାଜୀକ କର୍ମୀ ପ୍ରଫୁଲ୍ଲ କୁମାର ସାମନ୍ତରାୟ ମୁଖ୍ୟଅତିଥିଭାବେ ଯୋଗ ଦେଇଥିଲେ। ପରେ ନହରକଣ୍ଟାସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ଶତାଧିକ ଛାତ୍ରୀଛାତ୍ର ଏକ ଶୋଭାଯାତ୍ରାରେ ହଂସପାଳ ଛକରୁ ବାହାରି ଗାନ୍ଧୀ ପୀଠରେ ପହଞ୍ଚିଥିଲେ। ସେଠାରେ ଛାତ୍ରୀଛାତ୍ରଙ୍କ ପକ୍ଷରୁ ରାମଧ୍ୱନ ଗାନ କରାଯାଇଥିଲା।


All Right Reserved By Dharitri.Com

ଭୁଲ ଇଞ୍ଜେକ୍‌ଶନରୁ ଯୁବକଙ୍କ ମୃତ୍ୟୁ ଅଭିଯୋଗ: ମେଡିକାଲରେ ଚାପା ଉତ୍ତେଜନା

ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍‌ଶନ କାରଣରୁ ରୋଗୀଙ୍କ...

ବେଆଇନ ପଥର ଖଣିରେ ଚଢ଼ାଉ, ୧ ଲକ୍ଷ ୩୬ ହଜାର ଜରିମାନା ଆଦାୟ, ୫ ଗାଡ଼ି ଜବତ

ପୁରୁଷୋତ୍ତମପୁର,୩ା୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ବେଆଇନ ଭାବେ ବାଲି, ପଥର ଚାଲାଣ ନେଇ ତହସିଲଦାର ଅରୁଣ କୁମାର ନାୟକ ବିଭିନ୍ନ ସ୍ଥାନରେ ଥିବା...

ଆଜିଠୁ ଆରମ୍ଭ ଗଣେଶ ଭସାଣି ଉତ୍ସବ: ପୁରୁଣାବଜାରରେ ସୁରକ୍ଷା କଡ଼ାକଡ଼ି

ଭଦ୍ରକ ଅଫିସ, ୨୯।୯- ଭଦ୍ରକରେ ରବିବାରଠାରୁ ଆରମ୍ଭ ହେବ ଗଣେଶ ଭସାଣି ଉତ୍ସବ। ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଗଣେଶ ଭସାଣି ଉତ୍ସବ ଚାଲିବ। ଏହାକୁ...

ରାସ୍ତା ମରାମତି ଲାଗି ଜିଲାପାଳଙ୍କୁ ଜଣାଇଲେ ଗ୍ରାମବାସୀ

ବ୍ରହ୍ମପୁର ଅଫିସ୍‌,୨୮।୧୦: ଗଞ୍ଜାମ ଜିଲା ବ୍ରହ୍ମପୁର ସହର ଉପକଣ୍ଠ ତଥା କୁକୁଡ଼ାଖଣ୍ଡି ବ୍ଲକର ଆଙ୍କୁଶପୁର ଛକଠାରୁ ପ୍ରତାପକୃଷ୍ଣଚନ୍ଦପୁର ଭାୟା ମଶିଆାଲି ପର୍ଯ୍ୟନ୍ତ ରାସ୍ତା ଶୋଚନୀୟ ହୋଇପଡ଼ିଛି।...

ସୂଚନା ଅଧିକାର କର୍ମୀଙ୍କୁ ଗୁଳିକରି ହତ୍ୟା

ବାଲିଗୁଡ଼ା(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ,୧୧ା୧୨-କନ୍ଧମାଳ ଜିଲା ବାଲିଗୁଡ଼ା ଅଞ୍ଚଳର ଜଣେ ସୂଚନା ଅଧିକାର କର୍ମୀଙ୍କୁ ମଙ୍ଗଳବାର ସକାଳେ ଗୁଳିକରି ହତ୍ୟା କରାଯାଇଛି। ମୃତକ ହେଲେ ସ୍ଥାନୀୟ ପାତ୍ର ସାହିର...

ଟ୍ରେନ୍‌ରେ କଟି ମହିଳା ମୃତ

ଖୋର୍ଦ୍ଧା ଅଫିସ,୨୩।୧: ଖୋର୍ଦ୍ଧା ଜିଲା ବାଘମାରୀ ଥାନା ବାଘମାରୀ ଓଭରବ୍ରିଜ୍‌ଠାରେ ଗୁରୁବାର ଟ୍ରେନ୍‌ରେ କଟି ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାଘମାରୀ ଥାନା ପୋଲିସ ଘଟଣାସ୍ଥଳରେ...

ବାଲ୍ୟବିବାହ ବିରୋଧୀ ଫୋରମର ଶୁଭାରମ୍ଭ

ଫୁଲବାଣୀ ଅପିସ,୨୬ା୮-ଜିଲାରେ ବାଲ୍ୟ ବିବାହକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିବାକୁ ପ୍ରଶାସନ ଓ ବିଭିନ୍ନ ସ୍ବେଚ୍ଛାସେବୀ ସଂଗଠନ ମିଳିତ ଭାବେ ପ୍ରୟାସ ଆରମ୍ଭ କରିଛନ୍ତି। ଜିଲାପାଳ...

ଅସମ୍ପୂର୍ଣ୍ଣ ଜାତୀୟ ରାଜପଥକୁ ସମ୍ପୂର୍ଣ୍ଣ କରିବା ଦାବି: ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ

ଆନନ୍ଦପୁର,୧୩।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସୁଡୁସୁଡିଆ ବାଇପାସ୍‌ ଛକଠାରେ ଶୁକ୍ରବାର ଭାଜପା ପକ୍ଷରୁ ଘଣ୍ଟିକିଆ ରାସ୍ତାରୋକୋ ହୋଇଛି। ୨୦ ନଂ.ଜାତୀୟ ରାଜପଥ ଶାଳପଡାଠାରୁ ଖପରାଖାଇ ପର୍ଯ୍ୟନ୍ତ...

Leave a comment

Your email address will not be published. Required fields are marked *