ହିନ୍ଦୋଳରେ ସୀମାରାଣୀ ୩୩୮୨ ଭୋଟରେ ଆଗୁଆ

ହିନ୍ଦୋଳ, ୨୩।୫(ଡି.ଏନ୍‌.ଏ.)-ହିନ୍ଦୋଳ ବିଧାନସଭା ଆସନରେ ୧୨ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତଥା ବିଧାୟିକା ସୀମାରାଣୀ ନାୟକ ୨୮,୧୭୨ ଖଣ୍ଡ ଭୋଟ ପାଇ ଆଗୁଆ ହୋଇଛନ୍ତି। ତାଙ୍କ ପଛକୁ ଭାଜପା ପ୍ରାର୍ଥୀ ଅଶୋକ ନାଏକ ୨,୪୭୯୦ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସ ପ୍ରାର୍ଥୀ ତ୍ରିନାଥ ବେହେରା ୩,୫୯୪ ଭୋଟ ପାଇ ତୃତୀୟ ସ୍ଥାନରେ ଅଛନ୍ତି। ସୀମାରାଣୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଅଶୋକଙ୍କଠାରୁ ୩୩୮୨ ଖଣ୍ଡ ଭୋଟରେ ଆଗରେ ରହିଛନ୍ତି।


All Right Reserved By

ନବୀନଙ୍କ ଗସ୍ତ ପୂର୍ବରୁ ବିଜେଡିକୁ ଝଟକା: ବିଧାୟକଙ୍କ ଗାଁରୁ ପଦ୍ମ ଧରିଲେ ଶତାଧିକ କର୍ମୀ

ଅନୁଗୋଳ ଅଫିସ, ୧୮।୪- ଅନୁଗୋଳ ବିଜେଡିକୁ ବୁଧବାର ପୁଣି ଲାଗିଛି ଝଟକା। ୩ ଥରର ବିଧାୟକ ତଥା ୪ର୍ଥ ଥର ପାଇଁ ପ୍ରାର୍ଥୀ ହୋଇଥିବା ଜିଲା...

ଶୈଳଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ବୈଠକ: ୯ଟାରେ ପହଣ୍ଡି, ୨ଟା ୩୦ରେ ରଥଟଣା

ଅନୁଗୋଳ ଅଫିସ, ୨୨।୬ – ଅନୁଗୋଳ ଶୈଳଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ପରିଚାଳନା ସମିତି ପକ୍ଷରୁ ଶ୍ରୀଗୁଣ୍ଡିଚା, ବାହୁଡ଼ା ଓ ସୁନାବେଶ ସୁପରିଚାଳନା ସମ୍ପର୍କିତ ପ୍ରସ୍ତୁତି ବୈଠକ...

ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଆନନ୍ଦପୁର,୨୪।୫(ସ୍ବ.ପ୍ର.): ସଦ୍ୟ ସମାପ୍ତ ସାଧାରଣ ନିର୍ବାଚନରେ ଉଭୟ ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀର ବିଜୟୀ ବିଧାୟକ ବିଜେଡିର ଭାଗୀରଥି ସେଠୀ ଓ ବଦ୍ରିନାରାୟଣ ପାତ୍ରଙ୍କୁ ବିଭିନ୍ନ...

ଆଠମଲ୍ଲିକରେ ରମେଶ ସାଏ ୩୧୬୭୩ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୨୩ ରାଉଣ୍ଡ ଶେଷସୁଦ୍ଧା ୩୧୬୭୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ ଯାଞ୍ଚ କଡ଼ାକଡ଼ି

ବଅଁରପାଳ,୨୨ା୪(ଡି.ଏନ୍‌.ଏ) : ଅନୁଗୋଳ ଜିଲା ବଅଁରପାଳର ବିଭିନ୍ନ ସ୍ଥାନରେ ସୋମବାର   ଫ୍ଲାଇଙ୍ଗ ସ୍କ୍ବାଡ ପକ୍ଷରୁ କଡ଼ାକଡ଼ି ଭାବେ ଯାଞ୍ଚ ଚାଲିଛି। ୫୫ନଂ ଜାତୀୟ ରାଜପଥ ପାର୍ଶ୍ୱରେ...

ଆଠମଲ୍ଲିକରେ କେନ୍ଦ୍ରୀୟ ବିଦ୍ୟାଳୟ ଦାବି :କେନ୍ଦ୍ରମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ ଏମ୍‌ପି

ଛେଣ୍ଡିପଦା,୧୬।୭(ସ୍ବ.ପ୍ର.)ଅନୁଗୋଳ ଜିଲା ଛେଣ୍ଡିପଦା ଏବଂ ଆଠମଲ୍ଲିକ ବ୍ଲକରେ ଦୁଇଟି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ସମ୍ବଲପୁର ଏମ୍‌ପି ନୀତୀଶ ଗଙ୍ଗଦେବ ଦାବି କରିଛନ୍ତି। ଏ ନେଇ ସେ...

ହାତୀ ଛୁଆକୁ ଛାଡ଼ି ପଳାଇଲା ମା’: ମଣିଷ ଗନ୍ଧ ଦୂରେଇବାକୁ ବୋଳାଗଲା ଗୋବର

ଢେଙ୍କାନାଳ ଅଫିସ, ୨୬।୬-ହିନ୍ଦୋଳ ରେଞ୍ଜ ଅଧୀନ କନ୍ଧରା ସଂରକ୍ଷିତ ଜଙ୍ଗଲ ତଳି ଜନବସତି ନିକଟରେ ସୋମବାର ଏକ ମାଈ ହାତୀ ତା’ର ଶାବକକୁ ଛାଡ଼ି ପଳାଇଛି।...

ଅନୁଗୋଳରେ ରଜନୀକାନ୍ତ ୩୯୦୮ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *