ଷ୍ଟ୍ରଙ୍ଗ ରୁମ୍‌ରେ ନିଆଁ, ଭୋଟ ଗଣତି ସାମୟିକ ସ୍ଥଗିତ

ସୁନ୍ଦରଗଡ଼,୨୩।୫: ସୁନ୍ଦରଗଡ଼ ମାଦ୍ରିକାଲ ଭବନଠାରେ ରାଜଗାଙ୍ଗପୁର ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି କେନ୍ଦ୍ର ନିକଟ ଷ୍ଟ୍ରଙ୍ଗ ରୁମ୍‌ରେ ଗୁରୁବାର ଅପରାହ୍ନ ୧ଟାରେ ଶର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଛି। ଫଳରେ ଭୋଟ ଗଣତି ସାମୟିକ ଭାବେ ସ୍ଥଗିତ ରହିଛି। ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚିଛନ୍ତି। ଏସ୍‌ପି ସୌମ୍ୟା ମିଶ୍ର ଏବଂ ଜିଲାପାଳ ରଶ୍ମିତା ପଣ୍ଡା ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।


All Right Reserved By

ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ...

ହାତୀ ଆକ୍ରମଣରେ ମୃତ୍ୟୁ ଘଟଣା: ଧରିତ୍ରୀ ଖବରକୁ ନେଇ ଏନ୍‌ଏଚ୍‌ଆର୍‌ସିରେ ଅଭିଯୋଗ ଦାୟର, ମୃତକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବି

ହାଟଡ଼ିହୀ,୧୯।୫(ଡି.ଏନ୍‌.ଏ.): ଗତ ୧୭ରେ କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ନୂଆରୁଗୁଡ଼ି ଗ୍ରାମର ଜଗନ୍ନାଥ ମଲ୍ଲିକ(୫୩) ଏବଂ ୧୮ରେ ମଇଚାଇପଦା ଗ୍ରାମର ସଞ୍ଜୁଲତା ରାଉତ(୫୨)ଙ୍କର ହାତୀ ଆକ୍ରମଣରେ...

ଶ୍ରୀଜଗନ୍ନାଥ ବଲ୍ଲଭ ମଠ : ୧୬ କୋଟିର ଅନିୟମିତତା ଅଭିଯୋଗ

ପୁରୀ ଅଫିସ, ୭ା୮: ଶ୍ରୀମନ୍ଦିର ରୀତିନୀତି ସହିତ ଜଡ଼ିତ ଶ୍ରୀଜଗନ୍ନାଥ ବଲ୍ଲଭ ମଠ। ଏହି ମଠର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବାବଦରେ ପ୍ରାୟ ୧୬କୋଟି ଟଙ୍କାର...

ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା...

ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଯୋଡ଼ା ଶିଶୁ କନ୍ୟା ଜନ୍ମ

ଢେଙ୍କାନାଳ ଅଫିସ,୧।୭: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ସୋମବାର ଏକ ଯୋଡା ଶିଶୁ କନ୍ୟା ଜନ୍ମ ହୋଇଛନ୍ତି। ପରଜଙ୍ଗ ଅଞ୍ଚଳର ଜଣେ ମହିଳା ଏହି ଯୋଡା...

ଜୁଆର ମାଡ଼ରେ ୩୦ ପରିବାରର ଘର ନଷ୍ଟ

ଚିକିଟି,୧୭ା୮(ଡି.ଏନ.ଏ.)-ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତର ସମୁଦ୍ରତଟବର୍ତ୍ତୀ ରାମେୟାପାଟଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ୫ ଫୁଟର ସମୁଦ୍ର ଜୁଆର ମାଡିଯାଇ ୩୦ ପରିବାରର ଘର ସମ୍ପୂର୍ଣ୍ଣ ନଷ୍ଟ...

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ନରମିଲେ ବିଷ୍ଣୁ, ଟ୍ରିପଲ୍‌ ତଲାକ୍‌ ମନ୍ତବ୍ୟକୁ ନେଇ ଦୁଃଖ ପ୍ରକାଶ କଲେ

ଭୁବନେଶ୍ୱର, ୨।୮(ବ୍ୟୁରୋ): ଟ୍ରିପଲ୍‌ ତଲାକ୍‌ ଉପରେ ବିବାଦୀୟ ବୟାନ ଲାଗି ଦୁଃଖପ୍ରକାଶ କରିଛନ୍ତି ଭାଜପା ବିଧାୟକ ଦଳ ଉପନେତା ବିଷ୍ଣୁଚରଣ ସେଠୀ। ଗୁରୁବାର ବିଧାନସଭା ଶୂନ୍ୟକାଳରେ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *