Posted inଫୁରସତ

ହିମାଳୟରେ ୯୭% ଅଙ୍ଗାରକାମ୍ଳ ନିର୍ଗମନର କାରଣ ଘରୋଇ ଉତ୍ତାପ

ନୂଆଦିଲ୍ଲୀ,୨।୭: ମଣିଷର ଚାଲିଚଳଣି, କାମଧନ୍ଦା ସହ ପରିବେଶ ବିଗିଡ଼ିବାରେ ଲାଗିଛି। କେବଳ ଘରୋଇ ଉତ୍ତାପ ଯୋଗୁ ହିମାଳୟରେ ୯୭%ରୁ ଊର୍ଦ୍ଧ୍ୱ ଅଙ୍ଗାରକାମ୍ଳ ନିର୍ଗମନ ହେଉଥିବାବେଳେ ମହାକାଶ ଉତ୍ତାପ ଯୋଗୁ ବାକି ୩% ନିର୍ଗମନ ହେଉଥିବା ଜଣାପଡ଼ିଛି। ବିଶେଷକରି ହିମାଳୟର ଭାରତୀୟ ଅଞ୍ଚଳରେ ଏଭଳି ପରିସ୍ଥିତି ଦେଖାଦେଇଥିବା ଓ୍ବାଲ୍ଡର୍ର୍ଓ୍ବାଇଡ୍‌ ଫଣ୍ଡ ଫର ନେଚର(ଡବ୍ଲ୍ୟୁଡବ୍ଲ୍ୟୁଏଫ୍‌) ଏବଂ ଦ ଏନର୍ଜି ଆଣ୍ଡ୍‌ ରିସୋର୍ସେସ୍‌ ଇନ୍‌ଷ୍ଟିଚ୍ୟୁଟ୍‌(ଟେରି) ରିପୋର୍ଟରେ ଦର୍ଶାଯାଇଛି। ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ଜମ୍ମୁ-କଶ୍ମୀର ଭଳି ଭାରତର ଉତ୍ତର ଭାଗରେ ଥିବା ରାଜ୍ୟଗୁଡ଼ିକର ଗ୍ରାମୀଣ ଅଞ୍ଚଳରୁ ୭୧.୪% ଘରୋଇ ଉତ୍ତାପ ଆସିଥାଏ। ଏହା ବ୍ୟତୀତ କମର୍ସିଆଲ ବିଲ୍ଡିଂରୁ ୩% ଆସିଥାଏ। ଗ୍ରାମାଞ୍ଚଳରୁ ୭୮% ଓ ସହରାଞ୍ଚଳରୁ ୧୯% ନିର୍ଗମନ ହିମାଳୟକୁ କ୍ଷତି ପହଞ୍ଚାଉଥିବା ଜଣାପଡ଼ିଛି। ହିମାଳୟ ପାଦଦେଶରେ ରହୁଥିବା ଲୋକମାନେ ଜାଳେଣି କାଠ ନେବା, ଘରକରଣା ଲାଗି ଗଛ କାଟିବା ଫଳରେ ଏହାର ସୌନ୍ଦର୍ଯ୍ୟ ନଷ୍ଟ ହେବାରେ ଲାଗିଛି। କେବଳ ପ୍ରାକୃତିକ ସମ୍ପଦ ନଷ୍ଟ ହେଉନାହିଁ ବରଂ ପରିବେଶ ଉତ୍ତପ୍ତ ଓ ପ୍ରଦୂଷିତ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri