ଗୋଟିଏ ବର୍ଷରେ ପ୍ରାୟ ୯୭ ହଜାର ଭାରତୀୟ ବେଆଇନ ଭାବେ ପହଞ୍ଚିଛନ୍ତି ଆମେରିକାରେ

ଓ୍ବାଶିଂଟନ,୩।୧୧: ଆମେରିକାର କଷ୍ଟମ ଏବଂ ସୀମା ସୁରକ୍ଷା ତଥ୍ୟ ଅନୁଯାୟୀ, ଅକ୍ଟୋବର ୨୦୨୨ ରୁ ସେପ୍ଟେମ୍ବର ୨୦୨୩ମଧ୍ୟରେ ୯୬,୯୧୭ ଭାରତୀୟ ବେଆଇନ ଭାବେ ଆମେରିକାରେ ପ୍ରବେଶ କରିଛନ୍ତି। ପରିସଂଖ୍ୟାନ ଅନୁଯାୟୀ, ଗତ ବର୍ଷ ଆମେରିକାରେ ବେଆଇନ ଭାବେ ପ୍ରବେଶ କରୁଥିବା ଭାରତୀୟଙ୍କ ସଂଖ୍ୟା ପାଞ୍ଚ ଗୁଣ ବୃଦ୍ଧି ପାଇଛି। ୨୦୧୯-୨୦ବର୍ଷରେ, ୧୯,୮୮୩ ଭାରତୀୟ ବେଆଇନ ଭାବେ ଆମେରିକା ସୀମାରେ ପ୍ରବେଶ କରିଥିଲେ।
ଯେତେବେଳେ କି ୨୦୨୦-୨୧ ବର୍ଷରେ ଏହି ସଂଖ୍ୟା ୩୦,୬୬୨ ଏବଂ ୨୦୨୧-୨୨ରେ ଏହା ୬୩,୯୨୭ ଥିଲା। ଅକ୍ଟୋବର ୨୦୨୨ରୁ ସେପ୍ଟେମ୍ବର ୨୦୨୩ମଧ୍ୟରେ, ଏହି ସଂଖ୍ୟା ୯୬,୯୧୭ କୁ ବୃଦ୍ଧି ପାଇଛି । ଗତ ବର୍ଷ ଧରାଯାଇଥିବା ମୋଟ ଲୋକଙ୍କ ମଧ୍ୟରୁ ୩୦,୦୧୦ କାନାଡା ସୀମାରେ ଏବଂ ୪୧,୭୭୦ ଜଣ ମେକ୍ସିକୋ ସୀମାରେ ଧରାପଡିଥିଲେ। ଧରାପଡିଥିବା ଭାରତୀୟମାନଙ୍କୁ ୪ଟି ଶ୍ରେଣୀରେ ବିଭକ୍ତ କରାଯାଇଛି, ସେମାନଙ୍କ ମଧ୍ୟରେ ଅଣସଂରକ୍ଷିତ ନାବାଳକ, ସେମାନଙ୍କ ପରିବାର ସଦସ୍ୟ, ଏକକ ବୟସ୍କ ଅଛନ୍ତି। ଗିରଫ ହୋଇଥିବା ଲୋକଙ୍କ ସଂଖ୍ୟା ମଧ୍ୟରୁ ସବୁଠାରୁ ଅଧିକ ହେଉଛନ୍ତି ଏକକ ବୟସ୍କ ବ୍ୟକ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା, ଗାଡ଼ି ଉପରେ ଖସି ପଡ଼ିଲା ମାଟି ଅତଡ଼ା, ୧୩ ମୃତ

ପାଙ୍ଗି,୨୪।୭: ସାରା ଦେଶରେ ମୌସୁମୀ ବର୍ଷା ଜାରି ରହିଛି। କିଛି ଅଞ୍ଚଳ ଏବେ ବି ବର୍ଷା ଅପେକ୍ଷାରେ ଥିବା ବେଳେ, ପାହାଡ଼ି ରାଜ୍ୟ ସମେତ ଅନ୍ୟାନ୍ୟ ଅନେକ…

ପରମ୍ପରା ଛାଡ଼ି ଆଧୁନିକ ଆଡ଼କୁ ସିମନବାଡ଼ି ରଥଯାତ୍ରା: ଜନଅସନ୍ତୋଷ ବୃଦ୍ଧି

ଦାରିଙ୍ଗବାଡ଼ି,୨୪ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଶୁକ୍ରବାର ବାହୁଡ଼ା ଯାତ୍ରା ପାଇଁ ଉତ୍ସବ ମୁଖର ବ୍ଲକ ଅଞ୍ଚଳର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା କାଟିଙ୍ଗିଆ, ଗଦାପୁର ଏବଂ…

ଲିଙ୍ଗରାଜଙ୍କୁ ଭାଜପା ଦେଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, ଜିଲାର ବିଭିନ୍ନ ପଦପଦବୀ…

ଗଞ୍ଜାମ,୨୪ା୭(ବିଦ୍ୟାଧର ସାହୁ): ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଏବଂ ଗଞ୍ଜାମ ଜିଲା ସଭାପତି ସରୋଜ ସାବତଙ୍କ ଅନୁମୋଦନ କ୍ରମେ ଗଞ୍ଜାମ ଜିଲା ଯୁବମୋର୍ଚ୍ଚା ସଭାପତି…

ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍

ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ…

ଅନଶନରେ ଯୋଗଦେବା ପାଇଁ ଅଭିନେତାମାନଙ୍କୁ ଟଙ୍କା ଦିଆଯାଉଛି? ହଇଚଇ ସୃଷ୍ଟି କରିଛି ଅଭିନେତ୍ରୀ ଆକାଂକ୍ଷା ପୁରୀଙ୍କ ବୟାନ

ନୂଆଦିଲ୍ଲୀ,୨୪।୭: ଛାତ୍ର ଆନ୍ଦୋଳନ ମଧ୍ୟରେ ‘ବିଗ ବସ ଓଟିଟି’ ଫେମ ଆକାଂକ୍ଷା ପୁରୀ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛନ୍ତି। ‘ବିଘ୍ନହର୍ତା ଗଣେଶ’ରେ ଦେବୀ ପାର୍ବତୀ ଭୂମିକାରେ ଅଭିନୟ…

CJP ସହ ବୈଠକ ପରେ ନଡ୍ଡାଙ୍କ ବଡ଼ ବୟାନ! ‘୩ ଦାବି, ୫ ପ୍ରସ୍ତାବ ମିଳିଛି’, କାଲି ହେବ…

ନୂଆଦିଲ୍ଲୀ,୨୪ା୭: NEET ପରୀକ୍ଷାରେ ଅନିୟମିତତା ଅଭିଯୋଗରୁ ସୃଷ୍ଟି ହୋଇଥିବା ପ୍ରତିବାଦ ଏବେ ଧୀରେ ଧୀରେ ସାରା ଦେଶରେ ବ୍ୟାପିବାରେ ଲାଗିଛି । ଏହାରି ଭିତରେ କେନ୍ଦ୍ର ସ୍ୱାସ୍ଥ୍ୟ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri