ବିଭୂତି ପ୍ରଧାନ ୨୧୫୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୬ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୩୮,୦୭୯ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୩୫,୯୨୪ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୩୨୩୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୨୧୫୫ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By

ସଂଯୋଗ ନ ଥାଇ ଆସୁଛି ବିଦ୍ୟୁତ୍‌ ବିଲ୍‌

ଢେଙ୍କାନାଳ ଅଫିସ, ୩୦।୪ଢେଙ୍କାନାଳ ଜିଲାରେ ସୌଭାଗ୍ୟ ଯୋଜନାରେ ବିଦ୍ୟୁତ୍‌ ଯୋଗାଣ କାର୍ଯ୍ୟକ୍ରମ ସମୀକ୍ଷା ହେଉନାହିଁ। ବିଦ୍ୟୁତ୍‌ ସଂଯୋଗ ନ ଥାଇ ପ୍ରତିମାସରେ ବିଲ୍‌ ଆସୁଛି। ଏହାକୁ...

ଶିକୁଳିରେ ବନ୍ଧା ହୋଇ ଭୋଟ ଦେଲେ ଆଲୋକ

ବଇଣ୍ଡା, ୨୩ା୪(ଡି.ଏନ.ଏ.)- ଆଠମଲ୍ଲିକ ନିର୍ବାଚନ ମଣ୍ଡଳୀ କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କିଶୋରଗଞ୍ଜ ପ୍ରାଥମିକ ବିଦ୍ୟାଳୟରେ ମାନସିକ ଭିନ୍ନକ୍ଷମ ଆଲୋକ କୁଦେଇ(୨୮) ଭୋଟ ଦେଇଛନ୍ତି। ନୁନୁକାପଶି...

ଠାକୁରଗଡ଼ ଥାନା ଅଞ୍ଚଳରେ ବଢୁଛି ଚୋରା ମଦ କାରବାର

ବଇଣ୍ଡା,୨୦।୭(ଡି.ଏନ.ଏ.): ଆଠମଲ୍ଲିକ  ଜିଲା ଅନୁଗୋଳ ବ୍ଲକ ଠାକୁରଡ଼ ଥାନା ପେଡ଼ିପର, ସାନହୁଲା, କୁରୁମଟାପ, କୁର୍ତ୍ତିବାସପୁର, ପାଇକସାହି, ସାପଘରା, ଟାପଢୋଲ ଆଦି ବିଭିନ୍ନ ପଞ୍ଚାୟତରେ ବ୍ୟାପକ ଚୋରା...

ଅନୁଗୋଳରେ ରଜନୀକାନ୍ତ ୩୯୦୮ ଭୋଟରେ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ରଜନୀକାନ୍ତ ସିଂ ୩୯୦୮ ଭୋଟରେ ଭାଜପାର ପ୍ରତାପ ଚନ୍ଦ୍ର ପ୍ରଧାନଙ୍କଠାରୁ...

ବ।ରମ୍ବ।ର ବିଦ୍ୟୁତ ବିଭ୍ରାଟ ନେଇ ଉତ୍ତେଜନା: ୨ କର୍ମଚାରୀ ଅଟକ

ବଅଁରପାଳ,୨୩।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡ଼ସନ୍ତ୍ରୀ ବଉଳିଗଡ଼ ସଞ୍ଜପଡ଼ା ସମେତ ଆଖପାଖ ଅଞ୍ଚଳରେ ବାରମ୍ବାର ବିଦ୍ୟୁତ ବିଭ୍ରାଟ ସମସ୍ୟା ନେଇ ଉତ୍ତେଜନା ଦେଖାଯାଇଛି। ଏ...

କଠିନ ପରିଶ୍ରମ କରାଇଛି ସଫଳ: ଦିନ ମଜୁରିଆରୁ ଫ୍ୟାକ୍ଟ୍ରି ମାଲିକ

ବନ୍ତଳା,୩ା୭ – ୩୦ ବର୍ଷ ତଳେ ମଜୁରି ଖଟୁଥିବା ମଣିଷ ଆଜି ଦୁଇ ଦୁଇଟି ଫ୍ୟାକ୍ଟ୍ରିର ମାଲିକ। ୧୫ ଶ୍ରମିକଙ୍କ ସେ ନିଯୁକ୍ତିଦାତା। ଦିନକୁ ଲକ୍ଷାଧିକ...

ଉଚ୍ଛେଦ ପ୍ରକ୍ରିୟା ବିଳମ୍ବକୁ ନେଇ ଉତ୍ତେଜନା

ବଇଣ୍ଡା,୪।୬(ଡି.ଏନ.ଏ.)- କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ କଦଳୀମୁଣ୍ଡା ଗ୍ରାମ ଦେଇ ଯାଇଥିବା ୫୫ନଂ. ଜାତୀୟ ରଜପଥ ପାର୍ଶ୍ୱରୁ ମଙ୍ଗଳବାର ଉଚ୍ଛେଦ ବିଳମ୍ବକୁ ନେଇ ଉତ୍ତେଜନା ଦେଖାଦେଇଥିଲା।...

ସାନଖେମୁଣ୍ଡିରେ ନନ୍ଦିନୀ ଦେବୀ ଆଗରେ

ବ୍ରହ୍ମପୁର ଅଫିସ,୨୩।୫- ସାନଖେମୁଣ୍ଡି ବିଧାନସଭା ର୍ନିବାଚନ ମଣ୍ଡଳୀରେ ବିଜେଡି ଆଗୁଆ ରହିଛି। ପଞ୍ଚମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ନନ୍ଦିନୀ ଦେବୀଙ୍କୁ ୧୦ହଜାର ୪୮୯ ଖଣ୍ଡ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *