ସୁଧୀର ୭୯୯୫ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୮ମ ରାଉଣ୍ଡ ସୁଦ୍ଧା ବିଜେଡିର ସୁଧୀର ସାମଲ ୨୭,୦୮୦ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୧୯,୦୮୫ ଏବଂ କଂଗ୍ରେସର ନବୀନ ନନ୍ଦ ୯,୧୯୬ ଖଣ୍ଡ ଭୋଟ ସହ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ସୁଧୀର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୭୯୯୫ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By Dharitri.Com

ଫନୀ ବିପନ୍ନଙ୍କୁ ସହାୟତା: ଶିକ୍ଷକ ସଂଘ ଦେଲା ୮୨,୨୦୦ ଟଙ୍କା

ଭୁବନ, ୧।୬(ଡି.ଏନ.ଏ.): ଭୁବନ ଶିକ୍ଷକ ସଂଘ ପକ୍ଷରୁ ‘ଫନୀ’ ବିପନ୍ନଙ୍କୁ ସହାୟତା ପ୍ରଦାନ କରାଯାଇଛି। ଆଦାୟ କରାଯାଇଥିବା ୮୨,୨୦୦ ଟଙ୍କାର ସହାୟତା ଚେକ୍‌ ଜିଲାପାଳଙ୍କ ଜରିଆରେ...

ବେଗୁନିଆ ନିର୍ବାଚନମଣ୍ଡଳୀ : ବିଜେଡିର ରାଜେନ୍ଦ୍ର କୁମାର ସାହୁ ଆଗୁଆ

ଖୋର୍ଦ୍ଧା ଅଫିସ, ୨୩।୫: ୧୧ ରାଉଣ୍ଡ ସୁଦ୍ଧା ବେଗୁନିଆ ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର କୁମାର ସାହୁ ୯,୧୨୪ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ରାଜେନ୍ଦ୍ର...

ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

ତାଳଚେର, ୨୪ା୬(ନି.ପ୍ର.)- ସମଲ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କରି ନିଆଯାଇଥିବା ଅଭିଯୋଗ ହୋଇଛି। ପୋଲିସ ନଂ. ୮୯/୧୯ରେ ଏକ ମାମଲା...

ଛେଣ୍ତିପଦା ସାଲୁଇଖମଣରେ ବାର୍‌ହା ଆତଙ୍କ: ଜୀବନ ରକ୍ଷା ଲାଗି ପୋଖରୀକୁ ଡେଇଁଲେ ବ୍ୟକ୍ତି

ଛେଣ୍ଡିପଦା,୫।୭(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ତିପଦା ବ୍ଲକ ସାଲୁଇଖମଣ ଗ୍ରାମରେ ଏକ ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ତ୍ରିଲୋଚନ ମାଝି, ଝୁନାରାଣୀ...

ଭୋଜିରୁ ଫେରିବାବେଳେ ଧକ୍କା ଦେଲା ଟ୍ରକ୍‌: ବାପା-ସାନ ପୁଅ ମୃତ, ବଡ଼ ଗୁରୁତର

ବଇଣ୍ଡା, ୧୭।୫(ଡି.ଏନ.ଏ.)- ଭୋଜି ଖାଇ ବାଇକ୍‌ରେ ଘରକୁ ଫେରୁଥିବାବେଳେ ଟ୍ରକ୍‌ ଧକ୍କାରେ ପ୍ରାଣ ହରାଇଛନ୍ତି ବାପା ଓ ସାନ ପୁଅ। ଗୁରୁତର ଅବସ୍ଥାରେ ବଡ ପୁଅ...

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି...

ଆଠମଲ୍ଲିକ ବିଧାନସଭା: ବିଜେଡିର ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୪ର୍ଥ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୭୮୪୯ ଖଣ୍ଡ ଭୋଟ...

ବାଣ ବିସ୍ଫୋରଣରେ ଛାତ ଫାଟିଲା

ଢେଙ୍କାନାଳ ଅଫିସ,୨୧ା୫ଢେଙ୍କାନାଳ ସହରସ୍ଥିତ ମିନାବଜାର କୁମ୍ଭାରସାହିରେ ସୋମବାର ଅପରାହ୍ନ ପ୍ରାୟ ୨ଟାରେ ଦିନଜ ସାହୁ(୪୫)ଙ୍କ ଘରେ ବାଣ ବିସ୍ଫୋରଣ ହୋଇ ଛାତ ଫାଟିଯାଇଛି। ଏଥିସହ ଘର...

Leave a comment

Your email address will not be published. Required fields are marked *