ପାଲଲହଡ଼ାରେ ମୁକେଶ ୬୪୦୨ଭୋଟରେ ଆଗରେ

ପାଲଲହଡ଼ା, ୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୧୪ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୬୪୦୨ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି। ୧୩ତମ ରାଉଣ୍ଡରେ ଭାଜପାର ମୁକେଶ ପାଲ ୯୪ ଓ ୧୪ତମ ରାଉଣ୍ଡରେ ୩୦୪ ଖଣ୍ଡ ଭୋଟରେ ଭାଜପାର ଅଶୋକ ମହନ୍ତିଠାରୁ ଆଗରେ ରହିଛନ୍ତି। ୧୩ତମ ରାଉଣ୍ଡରେ ବିଜେଡିର ମୁକେଶ ପାଲ ୧୯୨୦ ଭୋଟ ପାଇଥିବା ବେଳେ ଭାଜପାର ଅଶୋକ ୧୮୨୬ ଖଣ୍ଡ ଭୋଟ ପାଇଥିଲେ। ସେହିପରି ୧୪ତମ ରାଉଣ୍ଡରେ ମୁକେଶ ୧୭୨୭ ଓ ଅଶୋକ ମହାନ୍ତି ୧୪୨୩ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By

ଅନୁଗୋଳରେ ଯାଞ୍ଚ ହେଉନି ଲିଚୁର ମାନ

ଅନୁଗୋଳ ଅଫିସ, ୨୦।୬ – ବିହାରରେ ଏନସେଫାଲାଇଟ୍‌ସରେ ଆକ୍ରାନ୍ତ ହୋଇ ଶିଶୁମୃତ୍ୟୁ ବଢିଚାଲିଛି। ଲିଚୁ ଖାଇବା ଯୋଗୁ ଏପରି ହେଉଥିବା ସନ୍ଦେହ କରାଯିବା ପରେ ବଜାରରେ...

ଭଞ୍ଜନଗରରେ ମତଦାନ ଆରମ୍ଭ

ଭଞ୍ଜନଗର,୧୮।୪(ଡି.ଏନ.ଏ): ଆଜି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳ ୭ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଏହି ମତଦାନ ଚାଲିବ। ଭୋଟରମାନେ ବହୁ...

ପୋଖରୀରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ଛେଣ୍ଡିପଦା,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ପଞ୍ଚାୟତର ଧୁଡ଼ାମାଳ ପୋଖରୀରୁ ଗୁରୁବାର ନବଜାତ ଶିଶୁର ମୃତଦେହ ଉଦ୍ଧାର କରାଯାଇଛି। ଘଟଣାରୁ ପ୍ରକାଶ ଯେ, ଛେଣ୍ଡିପଦା ଗ୍ରାମର କିଛି...

ହାତୀ ଆକ୍ରମଣରେ ବୃଦ୍ଧାଙ୍କ ଜୀବନ ଗଲା

ଅନୁଗୋଳ,୨୦ା୫(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳ ଅନ୍ତର୍ଗତ କଣଲୋଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ତାଳତଇଲାରେ ସୋମବାର ଏକ ଦନ୍ତାହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କର ଜୀବନ ଯାଇଛି।...

କ୍ଷୀର, ଦହି ବିକ୍ରିରେ ଚଳୁଛି ଘର

ଦୀର୍ଘ ୩୦ ବର୍ଷ ହେଲା କ୍ଷୀର, ଦହି ବେପାର କରୁଛନ୍ତି। ଏହା ହିଁ ତାଙ୍କର କୌଳିକ ବୃତ୍ତି। ଚାଟଶାଳୀରୁ ଅଧିକ ପାଠ ପଢ଼ି ନ ଥିବାରୁ...

ଭୁବନେଶ୍ୱରରେ ହେବ ସାତକୋଶିଆ ମାନସମନ୍ଥନ ୧୫ରେ ବାଘୁଣୀ ସୁନ୍ଦରୀର ଭାଗ୍ୟ ନିର୍ଦ୍ଧାରଣ

ବନ୍ତଳା,୧୧ା୭ : ଆସନ୍ତା ୧୫ ତାରିଖରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପକୁ ନେଇ ଭୁବନେଶ୍ୱରରେ ହେବ ମାନସମନ୍ଥନ। ରାଜ୍ୟ ସରକାରଙ୍କ ପକ୍ଷରୁ ବସୁଥିବା ଏହି ବୈଠକରେ ସାତକୋଶିଆ...

ପାଲଲହଡ଼ା ନିର୍ବାଚନ ମଣ୍ଡଳୀ: ୪ୟ ରାଉଣ୍ଡ ସୁଦ୍ଧା ମୁକେଶ ପାଲ ଆଗରେ

ପାଲଲହଡ଼ା,୨୩ା୫(ଡି.ଏନ.ଏ.)- ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀରେ ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ମୁକେଶ ପାଲ ୧୬୩୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ମୁକେଶ ୩୧୬୭ ଖଣ୍ଡ...

ପ୍ରସ୍ତୁତ ହେବ ବିକାଶମୂଳକ ଯୋଜନା:ବଦଳିବ ସହରାଞ୍ଚଳ କଳେବର

ଢେଙ୍କାନାଳ ଅଫିସ,୩୦।୫: ବଦଳିବ ଢେଙ୍କାନାଳ ଜିଲାର ପ୍ରମୁଖ ସହରାଞ୍ଚଳର କଳେବର। ସହରବାସୀ ଅତ୍ୟାଧୁନିକ ସୁବିଧା ହାତପାହାନ୍ତାରେ ପାଇବେ। ଏଥିପାଇଁ ଆବଶ୍ୟକ ଭିତ୍ତିଭୂମିର ବିକାଶ କରାଯିବ। ଏ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *