Posted inଜାତୀୟ

ମୋଦି-ଶାହ ଯୋଡ଼ି ପୁଣି ସଫଳ: ବାଉନ୍ସରରେ ପ୍ରତିପକ୍ଷ ବୋଲ୍ଡ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଡି ସଫଳ ହୋଇଛି। ମୋଦି ଏବଂ ଶାହଙ୍କ କୂଟନୀତି ବାଉନ୍ସର ବଲ ଆଗରେ ପ୍ରତିପକ୍ଷ ବୋଲ୍ଡ ହୋଇଯାଇଛନ୍ତି। କଂଗ୍ରେସ ବହୁ ପଛରେ ପଡ଼ିଥିବାବେଳେ କିଙ୍ଗ୍‌ମେକର କେବଳ ନାମକୁ ମାତ୍ର ରହିଛନ୍ତି। ଚଳିତ ନିର୍ବାଚନରେ ମୋଦି ଲହର ସୁନାମୀ ରୂପ ନେଇଥିବା ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


All Right Reserved By Dharitri.Com

ଚନ୍ଦ୍ରୟାନ-୨: ମହିଳା ବୈଜ୍ଞାନିକଙ୍କ ଉପରେ ଗୁରୁ ଦାୟିତ୍ୱ

ବେଙ୍ଗାଲୁରୁ,୨୨।୭: ଚନ୍ଦ୍ରାୟାନ-୨ର ନେତୃତ୍ୱ ୨ ମହିଳା ବୈଜ୍ଞାନିକଙ୍କୁ ଦିଆଯାଇଛି। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମହାକାଶ ମିଶନରେ ଏହା ପ୍ରଥମ ଥର ହେବାକୁ ଯାଉଛି।...

ମହାରାଷ୍ଟ୍ରରେ ସରକାର ଗଠନ: ଭାଜପା କହିଲା, ‘ଜୟ ଶ୍ରୀରାମ, କାମ ସରିଗଲା’

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ରରେ ଯଦିଓ ରାଷ୍ଟ୍ରପତି ଶାସନ ଜାରି କରାଯାଇଛି ଏବେ ମଧ୍ୟ ଭାଜପା, ଶିବସେନା, କଂଗ୍ରେସ ଓ ଏନସିପି ଦଳ ପକ୍ଷରୁ ସରକାର ଗଢିବା ପାଇଁ...

ଗୋଦାବରୀ ଡଙ୍ଗାବୁଡି ଘଟଣା: ଉଦ୍ଧାର ହେଲା ୭ ମୃତଦେହ, ଏବେ ବି ଅନେକ ନିଖୋଜ

ଦେବୀପଟନମ,୧୫।୯: ଆନ୍ଧ୍ରପ୍ରଦେଶର ଗୋଦାବରୀ ନଦୀରେ ଡଙ୍ଗା ବୁଡି ପ୍ରାୟ ୭ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏବେ ବି ଅନେକ ଲୋକ ନିଖୋଜ ଥିବା...

ଶକ୍ତି ପରୀକ୍ଷାରେ ୟେଦୁରପ୍ପା ପାସ୍‌: ଗୃହରେ ଭଏସ୍‌ ଭୋଟ୍‌; ବିରୋଧୀ ଦାବୀ କଲେ ନି ଭୋଟିଂ

ବେଙ୍ଗାଲୁର୍‌,୨୯।୭: କର୍ନାଟକ କ୍ଷମତା ଦଖଲ ଡ୍ରାମା ଶେଷ ହୋଇଛି। ସୋମବାର ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପା ବିଧାନସଭାରେ ଆସ୍ଥା ଭୋଟ୍‌ରେ ବିଜୟୀ ହୋଇଛନ୍ତି। ବାଚସ୍ପତି କେ. ଆର୍‌....

ରାଜ ଠାକ୍‌ରେଙ୍କୁ ଇଡିର ସମନ୍‌ ଜାରି

ମୁମ୍ବାଇ,୧୯।୮: ମହାରାଷ୍ଟ୍ର ନବନିର୍ମାଣ ସେନା ମୁଖ୍ୟ ରାଜ୍‌ ଠାକ୍‌ରେଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ସମନ୍‌ ଜାରି କରାଯାଇଛି। ନିର୍ମାଣ କ୍ଷେତ୍ରରେ ଲିଜିଂ ଏବଂ ଆର୍ଥିକ ସେବା...

ଭାଜପାରେ ଯୋଗଦେଲେ ବରିଷ୍ଠ କଂଗ୍ରେସ ନେତାଙ୍କ ପୁଅ

ନୂଆଦିଲ୍ଲୀ,୪।୨: ବରିଷ୍ଠ କଂଗ୍ରେସ ନେତା ଜନାର୍ଦ୍ଦନ ଦ୍ୱିବେଦୀଙ୍କ ପୁଅ ସମିର ଦ୍ୱିବେଦୀ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। ହେଲେ ଜନାର୍ଦ୍ଦନ ଏକଥା ଜାଣି...

ସିଏଏ, ଏନ୍‌ଆରସି ବିରୋଧ ପ୍ରଦର୍ଶନ ସମୟରେ ଜାମିଆ ଛାତ୍ର-ପୋଲିସ ମୁହାଁମୁହିଁ

ନୂଆଦିଲ୍ଲୀ,୧୦।୨: ଜାମିଆ ମିଲିଆ ଇସ୍‌ଲାମିଆର ଛାତ୍ରୀଛାତ୍ରମାନେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସୋମବାର ଏକ ଶୋଭାଯାତ୍ରା ବାହାର କରିଥିଲେ। ସେହି ସମୟରେ ଛାତ୍ର ଓ ପୋଲିସ...

ଦିଲ୍ଲୀ ଭୟାବହ ଅଗ୍ନିକାଣ୍ଡରେ ୬ମୃତ: ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୮: ଦିଲ୍ଲୀ ଜାକିର ନଗର ସ୍ଥିତ ଥିବା ୪ମହଲା ବିଶିଷ୍ଟ ଏକ କୋଠା ଘରେ ସୋମବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ...

Leave a comment

Your email address will not be published. Required fields are marked *