ତାଳଚେରରେ ବ୍ରଜକିଶୋର ୫୩୬୩ ଭୋଟରେ ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୭ମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିର ବ୍ରଜକିଶୋର ପ୍ରଧାନ ୫୩୬୩ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ବ୍ରଜକିଶୋର ମୋଟ୍‌ ୧୫୯୭୮ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପାର କାଳନ୍ଦୀ ସାମଲ ୧୦୬୧୫ ଖଣ୍ଡ ଭୋଟ ପାଇଛନ୍ତି।


All Right Reserved By Dharitri.Com

ବିଭୂତି ପ୍ରଧାନ ୧୪୦୪ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୯ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୪,୮୫୩ ଭୋଟ ପାଇଛନ୍ତି। ତାଙ୍କ...

ପରଜଙ୍ଗ ବିଧାନସଭା:ବିଭୂତି ପ୍ରଧାନ ୨୮୩୩ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ଭାଜପା ଭଲ ପ୍ରଦର୍ଶନ ଜାରି ରଖିଛି। ୮ର୍ଥ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି।...

କୂଅରୁ ୫ ଫୁଟର ରଣାସାପ ଉଦ୍ଧାର: ବନ ବିଭାଗକୁ ହସ୍ତାନ୍ତର

ପରଜଙ୍ଗ,୩୦।୬(ଡି.ଏନ.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ କଟାବାହାଳ ଗ୍ରାମର ରାମ ପ୍ରଧାନଙ୍କ ବାରିରେ ଥିବା କୂଅରୁ ରବିବାର ଏକ ୫ଫୁଟ ଲମ୍ବର ରଣାସାପ...

ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ଆଗୁଆ

ବାରିପଦା ଅଫିସ,୨୩ା୫ : ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ସୁଗୁଦା ମୁର୍ମୁ ୬୭୬ ଭୋଟରେ ଆଗୁଆ ଅଛନ୍ତି। ସେହିପରି ମୋରଡ଼ା ନିର୍ବାଚନମଣ୍ଡଳୀରେ ବିଜେଡି...

ସାତକୋଶିଆ ଗଣ୍ଡରେ ଛଡ଼ାଗଲା ୫ ଘଡ଼ିଆଳ

ବନ୍ତଳା, ୨୧ା୭(ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମହାନଦୀ ଗଣ୍ଡରେ ଶୁକ୍ରବାର ଅପରାହ୍ନରେ ୫ଟି ଘଡିଆଳ କୁମ୍ଭୀର ଛଡାଯାଇଛି। ଏହି କୁମ୍ଭୀରଗୁଡିକୁ ନନ୍ଦନକାନନରୁ ସେଠାକୁ...

୨ କାର ମୁହାଁମୁହିଁ ଧକ୍କା : ସ୍ବାମୀ, ସ୍ତ୍ରୀଙ୍କ ଜୀବନ ଗଲା, ୪ ଗୁରୁତର

ଭାପୁର,୨୨।୬(ଡି.ଏନ.ଏ.)-ଢେଙ୍କାନାଳ ଜିଲା ସଦର ଥାନା ପୁରୁଣା କଟକ-ସମ୍ବଲପୁର ରାସ୍ତାର ଜରିପାଳ ନିକଟରେ ଶନିବାର ଅପରାହ୍ନରେ ୨ଟି କାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଅବସରପ୍ରାପ୍ତ ବାୟୁସେନା...

ହିଞ୍ଜିଳିରେ ମତଦାନ ବ୍ୟାହତ

ହିଞ୍ଜିଳି, ୧୮।୪: ହିଞ୍ଜିଳି ବିଧାନସଭା ହିଞ୍ଜିଳିକାଟୁ ବ୍ଲକ କଂଟେଇକୋଳି ଗଁ।ର ପ୍ରାଇମେରୀ ସ୍କୁଲର ୧୯୬ ବୁଥ୍‌ରେ ଇଭିଏମରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଫଳରେ ଭୋଟଦାନରେ ବ୍ୟାହତ...

ଅଚଳ ପମ୍ପ ବଢ଼ାଉଛି ସଙ୍କଟ: ଜଳ ପାଇଁ ଡହଳବିକଳ

ବଇଣ୍ଡା,୧୭।୪(ଡି.ଏନ.ଏ.)- ଗ୍ରାମାଞ୍ଚଳବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ସରକାର ଜଳ ଯୋଗାଣ ପ୍ରକଳ୍ପ ନିର୍ମାଣ କରୁଛନ୍ତି। ହେଲେ ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ବହୁ ପ୍ରକଳ୍ପ...

Leave a comment

Your email address will not be published. Required fields are marked *