ସୁଧୀର ୧୦୧୪୫ ଭୋଟରେ ଆଗୁଆ

ଢେଙ୍କାନାଳ ଅଫିସ, ୨୩।୫-ଢେଙ୍କାନାଳ ବିଧାନସଭା ଆସନରେ ୧୦ମ ରାଉଣ୍ଡ ସୁଦ୍ଧା ୭୧,୦୬୬ ଭୋଟ କାଉଣ୍ଟ ହୋଇଛି। ସେଥିରୁ ବିଜେଡିର ସୁଧୀର ସାମଲ ୩୩,୪୦୪ ଖଣ୍ଡ ଭୋଟ ସହ ପ୍ରଥମ ସ୍ଥାନରେ ଅଛନ୍ତି। ଭାଜପାର କୃଷ୍ଣଚନ୍ଦ୍ର ପାତ୍ର ୨୩,୨୫୯ ଏବଂ କଂଗ୍ରେସର ନବୀନ ନନ୍ଦ ୧୧,୩୫୭ ଖଣ୍ଡ ଭୋଟ ସହ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ରହିଛନ୍ତି। ବିଜେଡି ପ୍ରାର୍ଥୀ ସୁଧୀର ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର କୃଷ୍ଣଚନ୍ଦ୍ର ପାତ୍ରଙ୍କଠାରୁ ୧୦ ହଜାର ୧୪୫ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।


All Right Reserved By Dharitri.Com

ହରିୟାଣାରେ କଂଗ୍ରେସ ଗଢିବ ସରକାର: ହୁଡ୍ଡା

ରୋହତକ,୨୪।୧୦: ହିରିୟାଣାର ୯୦ ବିଧାନସଭା ଆସନ ପାଇଁ ସୋମବାର ଭୋଟ ଗ୍ରହଣ କରାଯାଇଥିବା ବେଳେ ଗୁରୁବାର ଏହାର ଗଣତି ଆରମ୍ଭ ହୋଇଯାଇଛି। ଏଥିରେ ଅଧିକାଂଶ ସ୍ଥାନରେ...

ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ...

ସିମୁଳିଆରେ ବିଜେଡି ଆଗରେ

ଖଇରା, ୨୩।୫(ଡି.ଏନ.ଏ.)-ସିମୁଳିଆ ୪୨ ବିଧାନସଭା ନିର୍ବାଚନ ମଣ୍ଡଳୀର ୨ୟ ରାଉଣ୍ଡ ଗଣତି ପରେ ବିଜେଡି ବିଧାୟକ ପ୍ରାର୍ଥୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଭାଜପାର...

କେଜରିଓ୍ବାଲଙ୍କୁ ପାରିଲେନି ୨୦୦ରୁ ଅଧିକ ଭାଜପା ଏମ୍‌ପି: ପୁଣି ଏଏପି ହାତରେ କ୍ଷମତା

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ପୁଣି ଥରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ନେତୃତ୍ୱରେ ସରକାର ଗଠନ କରିବାକୁ ଯାଉଛି। ଭାଜପା ପ୍ରଚାର...

ଆଠମଲ୍ଲିକ ବିଧାନସଭା: ବିଜେଡିର ରମେଶ ଚନ୍ଦ୍ର ସାଏ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୪ର୍ଥ ରାଉଣ୍ଡରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର ସାଏ ୭୮୪୯ ଖଣ୍ଡ ଭୋଟ...

ଜି.ଉଦୟଗିରିରେ ସାଲୁଗା, ବାଲିଗୁଡାରେ ଚକ୍ରମଣି, ଫୁଲବାଣୀରେ ଅଙ୍ଗଦ ଆଗରେ

ଜି.ଉଦୟଗିରି,୨୩।୫(ଡି.ଏନ୍‌.ଏ.)- ଜି.ଉଦୟଗିରି ବିଧାନସଭା କ୍ଷେତ୍ରରେ ବିଜେଡି ପ୍ରାର୍ଥୀ ସାଲୁଗା ପ୍ରଧାନ ଆଗୁଆ ଅଛନ୍ତି। ସାଲୁଗାଙ୍କୁ ୫୯୮୫ ଭୋଟ ମିଳିଥିବାବେଳେ ଭାଜପାର ଅର୍ଚ୍ଚନା ପ୍ରଧାନଙ୍କୁ ୩୯୭୭ ଭୋଟ...

ଆଠମଲ୍ଲିକରେ ରମେଶ ସାଏ ୪୬୮୭୬ ଭୋଟରେ ଆଗରେ

ବଇଣ୍ଡା, ୨୩ା୫(ଡି.ଏନ.ଏ.)- ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପ୍ରାର୍ଥୀ ରମେଶ ଚନ୍ଦ୍ର ସାଏ ୩୫ ରାଉଣ୍ଡ ଶେଷସୁଦ୍ଧା ୪୬୮୭୬ ଖଣ୍ଡ ଭୋଟରେ ଆଗରେ ଅଛନ୍ତି। ରମେଶଚନ୍ଦ୍ର...

କେନ୍ଦ୍ରାପଡ଼ାରେ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ଅଫିସ,୨୩ା୫ : କେନ୍ଦ୍ରାପଡ଼ା ଲୋକସଭା ଓ ଏହାର ୪ଟି ବିଧାନସଭା (କେନ୍ଦ୍ରାପଡା, ରାଜନଗର, ଆଳି ଓ ମହାକାଳପଡ଼ା) ନିର୍ବାଚନମଣ୍ଡଳୀର ଭୋଟ ଗଣତି ଗୁରୁବାର ସକାଳ...

Leave a comment

Your email address will not be published. Required fields are marked *