ବିଭୂତି ପ୍ରଧାନ ୯୯୦ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୭ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୪୦,୪୯୯ ଭୋଟ ପାଇଛନ୍ତି। ତାଙ୍କ ପଛକୁ ବିଜେଡିର ଡା. ନୃସିଂହ ଚରଣ ସାହୁ ୩୯,୫୦୯ ଖଣ୍ଡ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ଅଛନ୍ତି। କଂଗ୍ରେସର ଯଶସ୍ବିନୀ ରାଉତ ୩୩୨୪ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ନୃସିଂହଙ୍କଠାରୁ ବିଭୂତି ୯୯୦ ଖଣ୍ଡ ଭୋଟରେ ଆଗରେ ଅଛନ୍ତି।


All Right Reserved By

ଅଳସୁଆ ହାଟ କାନ୍ଥ ଭୁଶୁଡ଼ିବା ଘଟଣା : ଗୁରୁତର କିଣାଙ୍କ ଅବସ୍ଥା ବିଗୁଡୁଛି

ଢେଙ୍କାନାଳ ଅଫିସ, ୨୭।୬ – ଅଳସୁଆ ହାଟ ନିକଟରେ ପରିତ୍ୟକ୍ତ ରାଇସ୍‌ ମିଲ୍‌ କାନ୍ଥ ଭୁଶୁଡ଼ିବା ଘଟଣାକୁ ଇତିମଧ୍ୟରେ ବିତିଛି ୧୭ ଦିନ। ପ୍ରଚଣ୍ଡ ଖରାରୁ...

ଅନୁଗୋଳ ପୋଲିସ ହାତରେ ଲେଡି ଡକାୟତ ଗ୍ୟାଙ୍ଗ : ମାଷ୍ଟର ମାଇଣ୍ଡ, ୨ ସହଯୋଗୀ ଗିରଫ

ଅନୁଗୋଳ ଅଫିସ, ୬।୬ – ଅନୁଗୋଳ ପୋଲିସକୁ ମିଳିଛି ବଡ଼ ସଫଳତା। ଲିଫ୍ଟ ମାଗି ଡକାୟତି କରୁଥିବା ଏକ ଲେଡି ଡକାୟତ ଗ୍ୟାଙ୍ଗକୁ ଧରିବାରେ ସକ୍ଷମ...

ପ୍ରଫୁଲ୍ଲ ମଲ୍ଲିକ ୯୫୭୫ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୮ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୪୩,୩୪୦ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ପ୍ରଚାର ସରିଲା, ସବୁଠି କଡ଼ା ମୁକାବିଲା

ଯାଜପୁର ଅଫିସ,୨୮ା୪: ୪ର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଶନିବାର ସନ୍ଧ୍ୟାରୁ ଖୋଲାଖୋଲି ଭୋଟ ପ୍ରଚାର ସରିଛି । ଏବେ ବିଭିନ୍ନ ଦଳ ଓ ପ୍ରାର୍ଥୀ ଭୋଟରଙ୍କ...

ଘଷିପୁରାରେ ବଦ୍ରି ୭୦୬୪ ଭୋଟ ଆଗରେ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ଦ୍ୱାଦଶ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩।୫: କେନ୍ଦୁଝର...

ମଦଭାଟି ମ୍ୟାନେଜରଙ୍କଠାରୁ ଲୁଟ୍‌ ଘଟଣା : ୪ ଗିରଫ

ବଅଁରପାଳ,୪ା୭(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ଅଧୀନ ମହୀଧରପୁର ରାସ୍ତାର ଫୁଲୁପଡ଼ା ନିକଟରୁ ଗତ ଜୁନ୍‌ ୧୪ ତାରିଖରେ ଜଣେ ମଦଭାଟି ମ୍ୟାନେଜରଙ୍କ ଠାରୁ ସ୍କୁଟି...

ପ୍ରଫୁଲ୍ଲ ମଲ୍ଲିକ ୮୧୯୬ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-କାମାକ୍ଷାନଗର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୧୫ତମ ରାଉଣ୍ଡ ଫଳାଫଳ ପଦାକୁ ଆସିଛି। ୩୫,୨୬୬ ଖଣ୍ଡ ଭୋଟ ସହ ବିଜେଡି ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ମଲ୍ଲିକ...

ଅନୁଗୋଳ ମେଡିକାଲରେ ପୁଣି ଉତ୍ତେଜନା: ବ୍ୟବଚ୍ଛେଦ ପୂର୍ବରୁ ଗୋଟିଏ ଆଖି ଗାଏବ

ଅନୁଗୋଳ ଅଫିସ, ୨୪।୭-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ଶବ ସଂରକ୍ଷଣ ଗୃହରେ ଥିବା ଏକ ମୃତଦେହରୁ ପୁଣି ଗାଏବ ହୋଇଛି ଆଖି। ମଙ୍ଗଳବାର ସକାଳେ ଏପରି...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *