ବିଜେପୁର ଉପନିର୍ବାଚନ ଲାଗି ପ୍ରସ୍ତୁତି ଜୋର୍‌ଦାର : ପୋଲିଂ, ପ୍ରିଜାଇଡିଂ ଅଫିସରଙ୍କୁ ପ୍ରଶିକ୍ଷଣ

ବରଗଡ଼ ଅଫିସ,୩।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନ ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଏହି ପରିପ୍ରେକ୍ଷୀରେ ଗୁରୁବାରରୁ ପୋଲିଂ, ପ୍ରିଜାଇଡିଂ ଅଫିସରମାନଙ୍କୁ ବରଗଡ଼ ଜଜ୍‌ ହାଇସ୍କୁଲ ଏବଂ ପଦ୍ମପୁର ଅଞ୍ଚଳ କଲେଜରେ ପ୍ରଶିକ୍ଷଣ ଦିଆଯାଉଛି। ଏଥିରେ ୪୦୦ ଜଣ ପ୍ରଥମ ପୋଲିଂ, ପ୍ରିଜାଇଡିଂ ଅଫିସର ଭାଗ ନେଇଥିବାବେଳେ ସାଧାରଣ ପର୍ଯ୍ୟବେକ୍ଷକ ଅବିନାଶ ଲଭାନିଆ ସେମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରୁଛନ୍ତି। ଶୁକ୍ରବାର ପର୍ଯ୍ୟନ୍ତ ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଚାଲିବ ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ସାମାଜିକ ଦୂରତା ରଖିଲେ ପରିବା ବ୍ୟବସାୟୀ

ବରଗଡ଼ ଅଫିସ୍‌,୩।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଲକ୍‌ ଡାଉନ କଟକଣା ଲାଗୁ ହୋଇଛି । ଏଥିରୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୃଷ୍ଟିରୁ ପରିବା ବଜାରକୁ ବାଦ୍‌...

ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧିବାକୁ ଯାଇ ଜଣେ ଗୁରୁତର

ପାଟଣା,୨୫।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ପୁଟୁଳିଆ ଶିବକୃପା ପେଟ୍ରୋଲ ପମ୍ପ ସମ୍ମୁଖରେ ସୋମବାର ଜଣେ ବ୍ୟକ୍ତି ଟ୍ରାନ୍ସଫର୍ମରରେ ଫ୍ୟୁଜ ବାନ୍ଧୁଥିବା ସମୟରେ କରେଣ୍ଟଲାଗି...

ଭିମ୍‌ସାର ଘଟଣା ଭିନ୍ନ ରୂପ ନେଲା: ସୀମା ଭୁଲିଯାଇଥିଲେ ଡାକ୍ତର

ସମ୍ବଲପୁର,୨୨ା୧୦(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ରେ ଡାକ୍ତର ସୂର୍ଯ୍ୟକାନ୍ତ ପାଟ୍ଟଯୋଶୀଙ୍କୁ ରବିବାର ମାଡ଼...

ବିଶ୍ୱ ଏଡ୍‌ସ ଦିବସ: କୋରାପୁଟରେ ଚଳିତବର୍ଷ ଏଡ୍‌ସ ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୭

କୋରାପୁଟ,୧।୧୨(ସ୍ବ.ପ୍ର.): ଚଳିତବର୍ଷ  ଜିଲାରେ ୫୧ହଜାର ୮୬୬ଜଣ ରକ୍ତ ପରୀକ୍ଷା କରିଥିବାବେଳେ ସେଥିମଧ୍ୟରୁ ୧୩୦ ଜଣଙ୍କ ରକ୍ତରେ ଏଚ୍‌ଆଇଭି ଭୂତାଣୁ ରହିଥିଲା। ଅନ୍ୟପକ୍ଷରେ ଚଳିତବର୍ଷ ବର୍ତ୍ତମାନ ସୁଦ୍ଧା...

ପଞ୍ଚାୟତ ଅଫିସରୁ ପିଡିଏସ୍‌ ଚାଉଳ ଚୋରି କରିନେଲେ ଦୁର୍ବୃତ୍ତ

ବରଗଡ଼ ଅଫିସ, ୨୪।୨: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଦୁଲମପୁର ପଞ୍ଚାୟତ ଅଫିସ ଗୋଦାମ ଗୃହରୁ ରବିବାର ବିଳମ୍ବିତ ରାତିରେ ହିତାଧିକାରୀଙ୍କୁ ବଣ୍ଟନ ପାଇଁ...

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା...

ବଜ୍ରପାତରେ ଗୌରଗୋପାଳ ମଠରୁ ଖସିଲା ଦଧିନଉତି

ଗଞ୍ଜାମ,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ସହରରେ ବୁଧବାର ସନ୍ଧ୍ୟାରେ ପ୍ରବଳ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଏହି ସମୟରେ ବଜ୍ରପାତ ଘଟି ପଣ୍ଡାସାହି ଚଉଦଘରିଆ ଗୌର ଗୋପାଳ...

ଆନ୍ଧ୍ରପ୍ରଦେଶରେ ଫସିଛନ୍ତି ବୋଡେନ, ସିନାପାଲିର ୩୦ ଶ୍ରମିକ

ସିନାପାଲି, ୨୮।୩ (ଡି.ଏନ.ଏ.): କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ ଡାଉନ (ତାଲା ବନ୍ଦ) ରହିଛି। ହେଲେ ପେଟପାଟଣା ପାଇଁ ଯାଇଥିବା ନୂଆପଡ଼ା ଜିଲା...

Leave a comment

Your email address will not be published. Required fields are marked *