ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟ ସମ୍ମୁଖରେ ଉତ୍ତେଜନା

ରାୟଗଡ଼ା ଅଫିସ,୩।୧୦: ରାୟଗଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଅବହେଳାରୁ ଗୁରୁବାର ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି। ଅଭିଯୋଗ ପାଇ ସ୍ଥାନୀୟ ପୋଲିସ ଚିକିତ୍ସାଳୟ କର୍ମଚାରୀଙ୍କୁ ଥାନାକୁ ନେଇ ତଦନ୍ତ କରୁଥିବା ଜଣାପଡ଼ିଛି ା
ସୂଚନାଯୋଗ୍ୟ, ସାଇ ପ୍ରିୟା ନଗର ଏଫ୍‌ସିଆଇ ଗୋଦାମ ସମ୍ମୁଖରେ ରହୁଥିବା ରଶ୍ମୀରଞ୍ଜନ ଖଟୁଆ(୪୯) ଅସୁସ୍ଥତା ଅନୁଭବ କରିବାରୁ ପରିବାର ଲୋକେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନେଇଥିଲେ। ବରିଷ୍ଠ ବିଭାଗର ୩୪ ନମ୍ବର ବେଡ୍‌ରେ ରହି ଚିକତ୍ସିତ ହେଉଥିଲେ। ତେବେ ଚିକିତ୍ସା ଅଭାବରୁ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏ ନେଇ ଚିକିତ୍ସାଳୟ ସମ୍ମୁଖରେ ଚାପା ଉତ୍ତେଜନା ଲାଗିରହିଛି। ଚିକିତ୍ସାଳୟ ତରଫରୁ କୁହାଯାଇଛି ଯେ, ଚିକିତ୍ସାରେ ଯଦି କୌଣସି ଅବହେଳା ହୋଇଥିବ ତେବେ ନିୟମାନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


All Right Reserved By Dharitri.Com

ପିଆଜ ଦରରେ ନିଆଁ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ରାଜ୍ୟରେ ପିଆଜ ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ବଜାରରେ ପିଆଜ ମୂଲ୍ୟ କିଲୋ ପିଛା ୮୦ରୁ ୯୦ ଟଙ୍କାରେ ବିକ୍ରି...

ବିଭିନ୍ନ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ମହିଳା

କେନ୍ଦୁଝର,୨୩।୧୨(ସ୍ବ.ପ୍ର.): ମଦ କାରବାରକୁ ବନ୍ଦ କରିବା ଓ ନଗ୍ନତା ଉପରେ କଟକଣା ଲଗାଇବା ଦାବିରେ ଅଲ ଇଣ୍ଡିଆ ମହିଳା ସାଂସ୍କୃତିକ ସଂଗଠନ ପକ୍ଷରୁ କେନ୍ଦୁଝର ଜିଲାପାଳଙ୍କ...

ଚାଷୀଙ୍କ ଚିନ୍ତା ବଢ଼ାଇଛି କରୋନା

ରସୁଲପୁର,୨୬।୩(ଡି.ଏନ୍.ଏ.): ଅମଳ ଅପେକ୍ଷାରେ ଖରିଫ କ୍ଷେତ ରହିଥିଲାବେଳେ ଏଥିରେ ବାଧକ ସାଜିଛି କରୋନା। ମାତ୍ର ଏବେ କରୋନା ଆତଙ୍କ ଯୋଗୁ ଶ୍ରମିକ ମିଳୁ ନାହାନ୍ତି। ଫଳରେ...

ଲକ୍‌ ଡାଉନକୁ ନେଇ ଦିନ ମଜୁରିଆ ଓ ବ୍ରାହ୍ମଣ ଚିନ୍ତାରେ

ମନମୁଣ୍ଡା,୨୫।୩ (ଡି.ଏନ.ଏ): କରୋନାକୁ ନେଇ ଲକ୍‌ ଡାଉନ ବୋଝ ଉପରେ ନଳିତା ବିଡା ସଦୃଶ ଦେଖାଦେଇଛି । ବିଶେଷ କରି ଦିନ ମଜୁରିଆ, ଶ୍ରମିକ, ମନ୍ଦିର...

ରାଜ୍ୟରେ ବନ୍ଦ ହେବ ଓଏସ୍‌ଟିଏଫ୍‌

କଟକ ଅଫିସ, ୯ା୧: ଓଡ଼ିଶା ରାଜ୍ୟ ଚିକିତ୍ସା ପାଣ୍ଠି (ଓଏସ୍‌ଟିଏଫ୍‌) ବନ୍ଦ ହେବାକୁ ଯାଉଛି। ଫେବୃୟାରୀ ମାସ ଅଧାରୁ ଏହି ଯୋଜନାକୁ ବନ୍ଦ କରାଯିବ। ଓଏସ୍‌ଟିଏଫ୍‌କୁ...

ବିଜେଡି ନେତାଙ୍କୁ ନିଯୁକ୍ତି: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ବହୁ ବିଜେଡି ନେତାଙ୍କୁ ବିଭିନ୍ନ ପଦବୀରେ ନିଯୁକ୍ତ କରିଛନ୍ତି। କେଉଁ ବିଜେଡି ନେତାଙ୍କୁ କେଉଁ ପଦରେ ନିଯୁକ୍ତ କରାଯାଇଛି...

ବିସ୍ଥାପିତଙ୍କ ପାଇଁ ନିର୍ମିତ ବାସଗୃହର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ହାଟଡିହୀ,୧୫ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନାଞ୍ଚଳଟି ହସ୍ତୀ ଅଭୟାରଣ୍ୟ ଘୋଷିତ ହେବା ପରେ ୧୯୬୦ ମସିହାରେ ହଦଗଡ଼ ଡ୍ୟାମ ନିିର୍ମାଣ ପାଇଁ...

ସିଭି ରମଣ ଛାତ୍ରୀଛାତ୍ରଙ୍କ ସଫଳତା

ଭୁବନେଶ୍ୱର,୮ା୧୨ ମଧ୍ୟପ୍ରଦେଶ ସରକାରଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଭୋପାଳ ସ୍ମାର୍ଟ ସିଟି ହାକାଥନରେ ସିଭି ରମଣ ଇଞ୍ଜିନିୟରିଂ କଲେଜର ଛାତ୍ରୀଛାତ୍ର ସଫଳତା ହାସଲ କରିଛନ୍ତି। ଡ୍ରୋନ...

Leave a comment

Your email address will not be published. Required fields are marked *