Posted inଜାତୀୟ

ପଛରେ ପଡିଲେ ଶତ୍ରୁ

ପାଟନା,୨୩।୫: ବିହାରର ପାଟନା ସାହିବ ଆସନରୁ କଂଗ୍ରେସ ନେତା ଶତ୍ରୁଘ୍ନ ସିହ୍ନାଙ୍କୁ ଲାଗିଛି ଝଟକା। ଅଭିନେତାରୁ ନେତା ପାଲଟିଥିବା ସିହ୍ନା ଶେଷ ମୁହୂର୍ତ୍ତରେ ଭାଜପା ଛାଡି କଂଗ୍ରେସରେ ଯୋଗ ଦେବା ଏବେ ତାଙ୍କୁ ମହଙ୍ଗା ପଡିଛି ବୋଲି ଆଲୋଚନା ହେଉଛି। କାରଣ ସେ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା ଭାଜପା ନେତା ରବି ଶଙ୍କର ପ୍ରସାଦଙ୍କଠାରୁ ପ୍ରାୟ ୧ଲକ୍ଷ ୪୪ ହଜାର୨୪୯ ଭୋଟରେ ପଛୁଆ ଥିବା ଜଣାପଡିଛି।


All Right Reserved By

ଓ୍ବାୟନଡ଼ାରୁ ରାହୁଲ ଏବଂ ବାରାଣସୀରୁ ମୋଦି ବିଜୟୀ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଆସନରୁ ବିଜୟୀ ହୋଇଛନ୍ତି। ସେହିପରି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଓ୍ବାୟନଡ଼ା ଲୋକସଭା ଆସନରୁ...

‘କୁଲି ନମ୍ବର-୧’ରେ ରଜତ ରାଓ୍ବଲ

ମୁମ୍ବାଇ: ‘ବଡିଗାର୍ଡ’ରେ ହାସ୍ୟ ଅଭିନୟ କରି ଦର୍ଶକଙ୍କ ମନରେ ଗଭୀର ଛାପ ପକାଇଥିବା ଅଭିନେତା ରଜତ ରାଓ୍ବଲ ପୁଣିଥରେ ବରୁଣ ଧାଓ୍ବନଙ୍କ ଅଭିନୀତ ‘କୁଲି ନମ୍ବର-୧’ରେ...

ସ୍ବାଧୀନତା ଦିବସ ଶୁଭେଚ୍ଛା ବାର୍ତ୍ତାରେ ଉନ୍ନାଓ ବଳାତ୍କାରୀଙ୍କ ଫଟୋ

ଲକ୍ଷ୍ନୌ,୧୬।୮: ଉନ୍ନାଓ ବଳାତ୍କାର ଘଟଣାର ମୁଖ୍ୟ ଅଭିଯୁକ୍ତ ତଥା ଭାଜପାର ବହିଷ୍କୃତ ବିଧାୟକ କୁଲଦୀପ ସିଂ ସେନଗାରଙ୍କ ଫଟୋକୁ ନେଇ ଏବେ ଚର୍ଚ୍ଚା ଯୋର ଧରିଛି।...

ଅଦରକାରୀ ପାର୍ଟସ୍‌ରୁ ବାଇକ୍‌: ଦାମ୍‌ ୨ହଜାର, ୫ଟଙ୍କାରେ ୫୦କିଲୋମିଟର ଯିବ

ସୁରଟ:ପରିବେଶ ପ୍ରଦୂଷଣ ବୃଦ୍ଧିପାଉଛି। ଆଗକୁ ଏକ ଭଲ ପରିବେଶ ମିଳିବ କି ନାହିଁ ତାହା କହିହେବନି। ଅନ୍ୟପକ୍ଷରେ ପେଟ୍ରୋଲ କିମ୍ବା ଡିଜେଲ ଦାମ୍‌କୁ ଲକ୍ଷ୍ୟ କଲେ...

୯୦ ବୁଥ୍‌କୁ ଆସିଲେନି ଜଣେ ବି ଭୋଟର

ଶ୍ରୀନଗର,୧୯।୪: ଜମ୍ମୁ-କଶ୍ମୀର ଶ୍ରୀନଗରରେ ୨୦୧୯ ଲୋକ ସଭା ନିର୍ବାଚନକୁ ବର୍ଜନ କରିବାକୁ ପୂର୍ବରୁ ସୂଚନା ମିଳୁଥିଲା। ତେବେ ଗୁରୁବାର ଅନୁଷ୍ଠିତ ହୋଇଥିବା ଦ୍ୱିତୀୟ ପର୍ଯ୍ୟାୟ ଲୋକ...

୩୭୦ ଉଚ୍ଛେଦକୁ ହୁଡାଙ୍କ ସମର୍ଥନ

ରୋହତକ୍‌,୧୯ା୮(ଆଇଏଏନ୍‌ଏସ୍‌): ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟିବା ପରେ ଏହାକୁ ନେଇ କଂଗ୍ରେସରେ ଭିନ୍ନମତ ପ୍ରକାଶ ପାଇବାରେ ଲାଗିଛି। ଦଳର ବରିଷ୍ଠ ନେତା ତଥା ହରିୟାଣାର ପୂର୍ବତନ...

ପ୍ରଥମ ଥର ଲାଗି ମୋଦିଙ୍କ ରାଲି ହେବ ଇକୋ ଫ୍ରେଣ୍ଡଲି

ପାନିପଥ,୫।୯: ପ୍ରଥମ ଥର ଲାଗି ହରିୟାଣାର ରୋହତକରେ ଆସନ୍ତା ୮ ତାରିରେ ମୋଦିଙ୍କ ପାଇଁ ଆୟୋଜିତ ହୋଇଥିବା ରାଲି ଇକୋ ଫ୍ରେଣ୍ଡଲି ହେବ ବୋଲି ଜଣାପଡିଛି।...

ଆମେରିକାରୁ ଚାକିରି ଛାଡି ଗାଁରେ ସରପଞ୍ଚ ହେଲେ ଭକ୍ତି ଶର୍ମା: ଶହେ ପ୍ରଭାବଶାଳୀ ମହିଳାଙ୍କ ମଧ୍ୟରେ ଜଣେ

ଭୋପାଳ,୯।୬: ମଧ୍ୟ ପ୍ରଦେଶର ବରଖେଡି ଅବଦୁଲ୍ଲା ଗ୍ରାମ ପଞ୍ଚାୟତ ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛି। କାରଣ ଏଠାରେ ସରକାରୀ ଯୋଜନାର କିପରି ଉପଯୋଗ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *