ରାଇକିଆ ବ୍ଲକରେ ୯୮.୭% ସଫଳତା

ରାଇକିଆ,୨।୫(ପ୍ରଦୀପ ବେହେରା): ଶୁକ୍ରବାର ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି । ରାଇକିଆ ବ୍ଲକରେ ସଫଳତା ହାର ୯୮.୭% ରହିଛି । ସମୁଦାୟ ୭୯୪ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବା ବେଳେ ୭୮୦ କୃତକାର୍ଯ୍ୟ ହୋଇଛନ୍ତି ।
ଇନ୍ଦ୍ରଗଡ ମା ବାପାଙ୍ଗି ହାଇସ୍କୁଲର ଦୁଷ୍ମନ୍ତ ବିଶ୍ୱାଳ ସର୍ବାଧିକ ୫୦୫ ନମ୍ବର ରଖି ବ୍ଲକ ଟପ୍ପର ହୋଇଛନ୍ତି । ବ୍ଲକରେ ସମୁଦାୟ ୧୪ଟି ହାଇସ୍କୁଲ ମଧ୍ୟରୁ ୧୧ଟି ହାଇସ୍କୁଲରେ ଶତ ପ୍ରତିଶତ ଫଳାଫଳ ହୋଇଛି । A1ରେ କେହି ପାସ ହୋଇନଥିବା ବେଳେ A2ରେ ଦୁଇ ଜଣ ପାସ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଚାଲି ଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଇ ଗଛରେ ପିଟି ହେଲା ମିନିଟ୍ରକ୍‌: ଚାଳକ ଫେରାର, ଗୁରୁତର…

ଦାରିଙ୍ଗବାଡ଼ି,୨୧।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଏକ ମାଲବୋଝେଇ ମିନିଟ୍ରକ ଧକ୍କାରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଗୁରୁତର ବୃଦ୍ଧଜଣକ ହେଲେ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri