ଆଜି ରାଜ୍ୟରୁ ୯୮ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରବିବାର ରାଜ୍ୟରୁ ୯୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୧୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୦ ଜଣ ଚିହ୍ନଟ ହୋଇଥିବା ବେଳେ ୫୮ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୯ ଏବଂ ମୟୂରଭଞ୍ଜରୁ ୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୪, ବାଲେଶ୍ୱର ୪, ବରଗଡ଼ ୫, ଭଦ୍ରକ ୬, ବଲାଙ୍ଗୀର ୭, ଦେବଗଡ଼ ୨, ଯାଜପୁର ୩, ଝାରସୁଗୁଡ଼ା ୩, କନ୍ଧମାଳ ୧, କେନ୍ଦ୍ରାପଡ଼ା ୧, କୋରାପୁଟ ୩, ନବରଙ୍ଗପୁର ୨, ନୂଆପଡ଼ା ୩, ପୁରୀ ୫, ରାୟଗଡ଼ା ୩, ସମ୍ବଲପୁର ୨, ସୋନପୁରରୁ ୨ ଏବଂ ସୁନ୍ଦରଗଡ଼ରୁ ୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୮୧୭ରେ ପହଞ୍ଚିଥିବା ବେଳେ ୩,୩୬,୦୬୬ ଜଣ ସୁସ୍ଥ ହୋଇଛନ୍ତି। ୭୭୯ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳରାତ୍ରୀ ବେଶରେ ମା’: ଦର୍ଶନ ପାଇଁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି । ସପ୍ତମ ଦିବସ ବୁଧବାର ଦେବୀ କାଳରାତ୍ରୀ ବେଶରେ ଦର୍ଶନ…

ମିଳୁନି ଗ୍ୟାସ୍‌ ସିଲିଣ୍ଡର, ବିକଳ୍ପ ଚୁଲା କଲେ ହୋଟେଲ ମାଲିକ, ଜାଣିଲେ ହୋଇଯିବ ତାଜୁବ

ବଲାଙ୍ଗୀର,୨୫ା୩(ବୀରେନ୍ଦ୍ର କୁମାର ଝାଙ୍କର): ଆମେରିକା-ଇସ୍ରାଏଲ-ଇରାନ୍‌ ଯୁଦ୍ଧ ପରେ ଭାରତରେ ଦେଖାଦେଇଥିବା ଏଲପିଜି ଗ୍ୟାସ୍‌ ସିଲିଣ୍ଡର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଏହାର ପ୍ରଭାବ ବଲାଙ୍ଗୀରରେ ବିଶେଷକରି…

ଠିକଣା ପଚାରିବା ଆଳରେ ଅପହରଣ ଉଦ୍ୟମ: ରାୟଗଡ଼ାରେ ଅଳ୍ପକେ ବର୍ତ୍ତିଲା ୧୨ ବର୍ଷର ପିଲା, ସହରରେ ଚାଞ୍ଚଲ୍ୟ

ରାୟଗଡା, ୨୪।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡା ସହର ଅଞ୍ଚଳରେ ଏକ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ଆଜି ରାତ୍ର ପ୍ରାୟ ସାଢେ ୮ଟା ସମୟରେ ଜଣେ ୧୨…

IPL ଇତିହାସର ସବୁଠାରୁ ବଡ଼ ଡିଲ: ରାଜସ୍ଥାନ ରୟାଲ୍ସ ପରେ ବିକ୍ରି ହୋଇଗଲା RCB, ରେକର୍ଡ ୧୬,୬୬୦ କୋଟିରେ କିଣିଲେ…

ନୂଆଦିଲ୍ଲୀ, ୨୪।୩: ଆଇପିଏଲ୍‌ ୧୯ତମ ସିଜନ ଆରମ୍ଭ ହେବାକୁ ମାତ୍ର ୪ ଦିନ ବାକି ଥିବା ବେଳେ କ୍ରିକେଟ ଜଗତରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି।…

ପାଣି ଟାଙ୍କିରେ ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପ୍ରମାଣ ନଷ୍ଟ କରିବାକୁ ଫିଙ୍ଗି ଦେଇଥିବା ସନ୍ଦେହ, ଖୋଳତାଡ଼ କରୁଛି…

ବଲାଙ୍ଗୀର, ୨୪।୩ (ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ଅନ୍ତର୍ଗତ ଡୁଙ୍ଗିବାହାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଚେକ୍‌ ଡ୍ୟାମ…

ପୁଣି ଅଶାନ୍ତ ବରଗଡ଼: ଅଟୋ ଚାଳକଙ୍କୁ ସାଇଡ୍‌ ଦେବାକୁ କହିବାରୁ ଭୁଜାଲି ମାଡ଼, ଭୟଭୀତ ସହରବାସୀ…

ବରଗଡ଼, ୨୪।୩ (ପ୍ରେମାନନ୍ଦ ଖମାରୀ): କିଛି ଦିନର ଶାନ୍ତି ପରେ ବରଗଡ଼ ସହର ପୁଣି ଅଶାନ୍ତ ହୋଇପଡ଼ିଛି। ମଙ୍ଗଳବାର ସନ୍ଧ୍ୟାରେ ସ୍ଥାନୀୟ ଟାଉନ ଥାନା ସମ୍ମୁଖ ହାଟପଦା…

୪୦ ବର୍ଷ ଭିତରେ କେବେ ଘଟିନଥିଲା! ୨୦% କମିଲା ସୁନା ଦର, 22k କିଣିଲେ GST ଓ ମେକିଂ ଚାର୍ଜ ବାଦରେ ଦେବେ…

ନୂଆଦିଲ୍ଲୀ,୨୪।୩: ୪୦ ବର୍ଷ ମଧ୍ୟରେ ସୁନାର ମୂଲ୍ୟ ସବୁଠାରୁ ଅଧିକ ହ୍ରାସ ପାଇଛି। ବିଶ୍ୱ ବଜାରରେ, ସୁନାର ମୂଲ୍ୟ ହ୍ରାସ ପାଇଛି। ତଥାପି ଇରାନ ଯୁଦ୍ଧ ଆରମ୍ଭ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୨ ଭାଇଙ୍କ ସମେତ ସହଯୋଗୀ ଗଲେ ଜେଲ

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ରହୁଥିବା ପଦ୍ମନାଭପୁର ଗ୍ରାମର ବଳିଆ ସେଠୀ ଏବଂ ତାଙ୍କ ଭାଇ କାଳିଆ ସେଠୀଙ୍କ ସମେତ ସହଯୋଗୀ ଚାଞ୍ଚଡାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri