୨୬ ଜିଲା ପରିଷଦ ଆସନ ପାଇଁ ୯୮ ନାମାଙ୍କନ

ଭଞ୍ଜନଗର,୨୧ା୧(ଡି.ଏନ୍‌.ଏ.): ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଜିଲା ପରିଷଦ ଜୋନ ପାଇଁ ମୋଟ ୪୮ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ୨୬ଟି ଜିଲା ପରିଷଦ ଜୋନ ପାଇଁ ବିଭିନ୍ନ ଦଳରୁ ୯୮ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଭଞ୍ଜନଗର ବ୍ଲକର ୨୨ଟି ସମିତିସଭ୍ୟ ପଦବୀ ପାଇଁ ୭୪ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଅଳ୍ପଦିନ ତଳେ କଂଗ୍ରେସ ଛାଡି ଭାଜପାରେ ମିଶିଥିବା ଯୁବନେତା ଅଯୋଧ୍ୟା ନାଥ ମହାପାତ୍ର ଜିଲୁଣ୍ଡି, ଗୁଣ୍ଡିରିବାଡ଼ି, ବଡକୋଦଣ୍ଡା ଓ ତିଲିସିଙ୍ଗି ପଞ୍ଚାୟତରୁ ସମିତିସଭ୍ୟ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରି ଚର୍ଚ୍ଚାରେ ରହିଛନ୍ତି। ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପରେ ଅପରାହ୍ନରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରମିକ, ଚାଷୀଙ୍କୁ ସହାୟତା ଯୋଗାଇ ଦିଅନ୍ତୁ କେନ୍ଦ୍ର, ରାଜ୍ୟ ସରକାର

ଜୟପୁର ,୨୮ା୫(ଡି.ଏନ.ଏ./ନି.ପ୍ର. )- କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଗୁରୁବାର ଜିଲା କଂଗ୍ରେସଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବାହାର ରାଜ୍ୟରୁ ଫେରିଥିବା...

କରୋନା ମୁକାବିଲା: ଅଚାନକ ଆହାରକେନ୍ଦ୍ର ଯାଞ୍ଚ କଲେ ଉପଜିଲାପାଳ, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ

ଛତ୍ରପୁର,୧୪।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଏହାକୁ...

ହାତୀ ଘଉଡ଼ାଇବା ବେଳେ ଦୁଇ ରାଜ୍ୟବାସୀ ମୁହାଁମୁହିଁ

ଜଳେଶ୍ୱର,୧୯।୨(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ସୀମାନ୍ତରେ ଦୀର୍ଘ ୧ମାସ ଧରି ୧୮ଟି ହାତୀ ରାଇବଣିଆ ଅଞ୍ଚଳରେ ବ୍ୟାପକ କ୍ଷତି କରିଆସୁଥିବାବେଳେ ସୋମବାର ବାଲେଶ୍ୱର ବନବିଭାଗର ୭ଟି...

ଏସ୍‌ସିବିରେ ଜାରି ରହିବ ଟେଲିମେଡିସିନ ସେବା

କଟକ ଅଫିସ,୧୦।୫: ଲକ୍‌ଡାଉନ ଶେଷ ହେବା ଯାଏ ଏସ୍‌ସିବିରେ ରୋଗୀମାନଙ୍କ ନିମନ୍ତେ ଜାରି ରହିବ ଟେଲିମେଡିସିନ ସେବା। ଏବେ ଏଠାକୁ ପହଞ୍ଚତ୍ ପାରୁ ନ ଥିବା...

ରାହାଗିରିରେ ସୁସ୍ଥ, ସ୍ବଚ୍ଛ ସମ୍ବଲପୁର ବାର୍ତ୍ତା

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ସ୍ବଚ୍ଛ ଓ ସୁସ୍ଥ ସମ୍ବଲପୁର ସଚେତନତା ବାର୍ତ୍ତା ନେଇ ରବିବାର ସକାଳେ ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରିଂ-ରୋଡ ସମଲେଇ ମନ୍ଦିର...

ପରକୀୟା ପ୍ରୀତି ପାଇଁ ଯୁବକଙ୍କୁ ପିଟିପିଟି ହତ୍ୟା

ରାୟଗଡ଼ା ଅଫିସ,୧ା୯: ରାୟଗଡ଼ା କପିଳାସ ରୋଡ୍‌ରେ ଏକ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। ବୁଧବାର ସକାଳେ ଯୁବକଙ୍କ ମୃତଦେହ କପିଳାସ...

ପୂର୍ତ୍ତ ବିଭାଗ ଡାକବଙ୍ଗଳା କାନ୍ଥରେ ମାଓପୋଷ୍ଟର : ଜନସାଧାରଣ ଭୟଭୀତ

ବାଲିଗୁଡ଼ା,୨ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ମାଓବାଦୀମାନେ ସେମାନଙ୍କ ସ୍ଥିତି ଜାହିର କରି ବାରମ୍ବାର ନାନା ଧମକପୂର୍ଣ୍ଣ ପୋଷ୍ଟର ଲଗାଉଛନ୍ତି। ଫଳରେ ଜନସାଧାରଣ ଭୟଭୀତ...

ଚାନ୍ଦବାଲି ଗାଁକୁ ପଶିଲା ଜୁଆର ପାଣି: ନଦୀକୂଳବାସୀ ଆତଙ୍କିତ, ଖରିଫ ଫସଲ ବାଧାପ୍ରାପ୍ତ ହେବା ଆଶଙ୍କା

ଆରଡି, ୨ା୭(ଡି.ଏନ.ଏ.)-ବଙ୍ଗୋପସାଗରରେ ଲଘୁଚାପ ଅବପାତ ରୂପ ନେବା ପରେ ଚାନ୍ଦବାଲି ଜିଲାରେ ଲଗାଣବର୍ଷା ଲାଗି ରହିଛି। ଚାନ୍ଦବାଲି ବ୍ଲକରେ ସର୍ବାଧିକ ବର୍ଷା ହୋଇଛି। ମଙ୍ଗଳବାର ଅମାବାସ୍ୟା...

Advertisement
Archives

Model This Week