୨୬ ଜିଲା ପରିଷଦ ଆସନ ପାଇଁ ୯୮ ନାମାଙ୍କନ

ଭଞ୍ଜନଗର,୨୧ା୧(ଡି.ଏନ୍‌.ଏ.): ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଜିଲା ପରିଷଦ ଜୋନ ପାଇଁ ମୋଟ ୪୮ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ୨୬ଟି ଜିଲା ପରିଷଦ ଜୋନ ପାଇଁ ବିଭିନ୍ନ ଦଳରୁ ୯୮ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ ଭଞ୍ଜନଗର ବ୍ଲକର ୨୨ଟି ସମିତିସଭ୍ୟ ପଦବୀ ପାଇଁ ୭୪ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଅଳ୍ପଦିନ ତଳେ କଂଗ୍ରେସ ଛାଡି ଭାଜପାରେ ମିଶିଥିବା ଯୁବନେତା ଅଯୋଧ୍ୟା ନାଥ ମହାପାତ୍ର ଜିଲୁଣ୍ଡି, ଗୁଣ୍ଡିରିବାଡ଼ି, ବଡକୋଦଣ୍ଡା ଓ ତିଲିସିଙ୍ଗି ପଞ୍ଚାୟତରୁ ସମିତିସଭ୍ୟ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରି ଚର୍ଚ୍ଚାରେ ରହିଛନ୍ତି। ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ପରେ ଅପରାହ୍ନରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ, ୩।୨-ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ମହାପାତ୍ର...

ଭୀମ୍‌ସାରରେ ଏଚ୍‌ଆଇଭି ଆକ୍ରାନ୍ତଙ୍କ ଅସ୍ତ୍ରୋପଚାର ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ

ପୁରୀ ଅଫିସ, ୩୦ା୧୦:ସମ୍ବଲପୁର ଜିଲାର ବୁର୍ଲାସ୍ଥିତ ଭୀମ୍‌ସାରରେ ଗତ ସୋମବାର ଜଣେ ଏଚ୍‌ଆଇଭି ସଂକ୍ରମିତ ରୋଗୀଙ୍କୁ ଚିକିତ୍ସା କରାଯାଇଥିଲା। ଦନ୍ତ ବିଭାଗରେ ଏହି ଅସ୍ତ୍ରୋପଚାର ହୋଇଥିଲା।...

ଜୁଡ଼ାବାଲି ପଞ୍ଚାୟତରେ ମାଓବାଦୀ ପୋଷ୍ଟର: ଜେଏମ୍‌ଆଇ ଛାତ୍ରୀଛାତ୍ରଙ୍କୁ ଆକ୍ରମଣର ନିନ୍ଦା

ବାଲିଗୁଡା/କୋଟଗଡ,୧୯ା୧୨(ଡି.ଏନ୍‌.ଏ.)- ୮ ମାସର ନୀରବତା ପରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ କୋଟଗଡରେ ମାଓବାଦୀମାନେ ପୁଣି ନିଜର ସ୍ଥିତି ଜାହିର କରିଛନ୍ତି। ବୁଧବାର କନ୍ଧମାଳ ଜିଲାର...

ଫାଣ୍ଡି ଅଧିକାରୀଙ୍କ ଉନ୍ମତ୍ତକାଣ୍ଡ

ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା...

ବଦଳିଲା ଚୋରଙ୍କ ମନୋଭାବ : ମନ୍ଦିରରେ ରଖିଦେଲେ ଚୋରି ସାମଗ୍ରୀ

ଯୋଡ଼ା,୨୪ା୧୦(ଡି.ଏନ.ଏ): ପରିସ୍ଥିତିରେ ପଡ଼ି ହେଉ କିମ୍ବା ଅଳ୍ପ ପରିଶ୍ରମରେ ଅଧିକ ରୋଜଗାର ଆଶାରେ କେହି କେହି ଚୋରି ଭଳି ଖରାପ ବାଟକୁ ବାଛିଥାନ୍ତି। ଏମିତି କିଛି...

୨୩ ଦିନରେ କର୍ମଚାରୀଙ୍କ ଧାରଣା

ଭଦ୍ରକ ଅଫିସ, ୧୮।୫ – ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ ଫାଟକ ସମ୍ମୁଖରେ କର୍ମଚାରୀମାନଙ୍କ ଧାରଣା ୨୩ ଦିନରେ ପହଞ୍ଚିଛି। ଗତ ଏପ୍ରିଲ ୨୫ରୁ ଧାରଣା...

ଗଞ୍ଜାମରେ ୧୭୪୪୮ ଆକ୍ରାନ୍ତ

ବ୍ରହ୍ମପୁର ଅଫିସ,(ସୁବାସ ପାଢ଼ୀ)୧ା୧୨ଏଡ୍‌ସ ରୋଗ ସମ୍ପର୍କରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ପାଇଁ ନାନା ପଦକ୍ଷେପ ଗ୍ରହଣ କରାଯାଉଛି। କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ...

ମିଳୁନି ମୂଳଧନ, କ୍ଷତିରେ ଚାଷୀ

ପଦ୍ମପୁର,୨୯।୧୨(ଡି.ଏନ.ଏ.): ପନିପରିବାର ଦାମ୍‌ ଆଶାତୀତ କମିଯିବାରୁ ଚାଷୀମୁଣ୍ତରେ ଚଡ଼କ ପଡିଛି। ଅକ୍ଲାନ୍ତ ପରିଶ୍ରମ ପରେ ଚଳିତ ବର୍ଷ ପନିପରିବା ଚାଷ ଭଲ ହୋଇଥିଲା। ଚାଷୀ କିଛି...

Advertisement
Archives

Model This Week